-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ଜିଲ୍ଲା

ମୁଣ୍ଡାପାଲି ଗ୍ରାମରେ ବସୁଧା ଯୋଜନାରେ ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ ର କାର୍ଯ୍ୟକ୍ଷମ, ଖୁସି ହେଲେ ଗ୍ରାମବାସୀ

25-Mar-2025



ବଲାଙ୍ଗୀର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ନଅ ଗାଁ କ ପଞ୍ଚାୟତ ର ମୁଣ୍ଡାପାଳି ଗ୍ରାମରେ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଠିକ୍ ସମୟରେ ସଂପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହୋଇ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଗ୍ରାମ ରେ ଦୀର୍ଘ ଦିନ ହେଲା ପାନୀୟ ଜଳ ଯୋଗାଣ ସମସ୍ୟା ଲାଗି ରହିଥିଲା l ବ୍ଲକ୍ ପ୍ରଶାସନ ତଥା ବିଭାଗୀୟ ଯନ୍ତ୍ରୀ ଶ୍ରୀ ଦୁର୍ଗା ପ୍ରସାଦ ମିଶ୍ର ଙ୍କ ତତ୍ତ୍ଵାବଧାନରେ ଆଜି ଏହି ପ୍ରକଳ୍ପ ପୂର୍ଣ୍ଣ ମାତ୍ରାରେ ସଫଳ ହୋଇ ପାରିଥିବାରୁ ଗ୍ରାମର ଲୋକେ ସରକାରଙ୍କୁ ଧନ୍ୟବାଦ ଜଣାଇବା ସହ ଜିଲ୍ଲା ପ୍ରଶାସନ, ବ୍ଲକ୍ ପ୍ରଶାସନ, ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀଙ୍କୁ ଆନ୍ତରିକ ଧନ୍ୟବାଦ୍ ଜ୍ଞାପନ କରିଛନ୍ତି l

ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ର ଉପଖଣ୍ଡ ଅଧିକ୍ଷଣ ଯନ୍ତ୍ରୀ, ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି, ବ୍ଲକ୍ ବିଭାଗୀୟ ଯନ୍ତ୍ରୀ ଶ୍ରୀ ଦୁର୍ଗା ପ୍ରସାଦ ମିଶ୍ର ଙ୍କୁ ଅଶେଷ ଅଶେଷ କୃତଜ୍ଞତା ଜ୍ଞାପନ କରିଛନ୍ତି। ଗ୍ରାମର ମହିଳା ମାନେ ନିଜ ନିଜ ଘରେ ପିଇବା ପାଣି ପାଇ ବହୁତ୍ ଖୁସି ବ୍ୟକ୍ତ କରିଛନ୍ତି। ଏ ନେଇ ଆମ ପ୍ରତିନିଧି ଗ୍ରାମକୁ ଯାଇ ମହିଳା ମାନଙ୍କ ପ୍ରତିକ୍ରିୟା ନେବା ସହିତ ସଠିକ୍ ସମୟରେ କାର୍ଯ୍ୟ ସମ୍ପନ୍ନ ହୋଇଥିବାରୁ ଗ୍ରାମବାସୀ ଉଚିତ୍ ସମୟରେ ପିଇବା ପାଣି ପାରିଛନ୍ତି l ଅଟକଳ ପରିମାଣ 98 ଲକ୍ଷ ଅଶି ହଜାର ୮ ଶହ ତିନି ଟଙ୍କା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like