-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

କଳ୍ପବଟ ମେଲଣ ଉଦଯାପିତ

25-Mar-2025



ବରୀ(ରଞ୍ଜିତ ମହାନ୍ତି): ବରୀ ବ୍ଲକ ଅନ୍ତର୍ଗତ ନାଥପୁରସ୍ଥ କଳ୍ପବଟ ମେଳଣ ପଡ଼ିଆରେ ଶନିବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ୪୪ ତମ କଳ୍ପବଟ ମେଳଣ ରବିବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି । ଏହି ମେଲଣରେ ବହୁ ଛୋଟ ବଡ଼ ବିମାନ ଯୋଗଦେଇ ହୋଲି ଖେଳିଥିଲେ । ଦୋଳ ବିମାନରେ ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତୀଙ୍କୁ ବସାଇ ମେଲଣ ପଡ଼ିଆକୁ ମହା ଆଡ଼ମ୍ବରରେ ଭଜନ କୀର୍ତ୍ତନ ସହକାରେ ଆଣି ଆସ୍ଥାନରେ ଉପବେସନ କରାଇଥିଲେ। କମିଟି ପକ୍ଷରୁ ପ୍ରଥମେ ଥାନପତି ବିମାନଙ୍କୁ ନିମନ୍ତ୍ରଣ ଜଣାଇବା ପରେ ସେ ପ୍ରଥମ ଚାରାରେ ବସିଥିଲେ। ଏହି ମେଲଣରେ ନାଥପୁରର ଆଁଠୁଆ ଗୋପାଳ ଏବଂ ରାଧାକୃଷ୍ଣ ବିମାନ ଦ୍ବୟ ଥାନପତି ଆସନରେ ବସିଥିବା ବେଳେ ଶଙ୍କରାକୂଳର ଗୋପୀନାଥଜୀଉ, ଅଲିପୁରର ମଦନ ମୋହନ, ପଣସୁଆର ରାଧା ମାଧବଜି ଆଦି ବଡ଼ବିମାନ ସହ ବହୁ ସଂଖ୍ୟାରେ ଛୋଟ ଛୋଟ ରାଧାକୃଷ୍ଣ ବିମାନ ଯୋଗଦେଇ ହୋରି ଖେଳିଥିଲେ । ବିଭିନ୍ନସ୍ଥାନରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁମାନେ ଆସି

ରାଧାକୃଷ୍ଣ ହୋରି ଖେଳ ଦେଖିବା ସହ ହୋରି ପଡ଼ିଆରେ ପଡିଥ‌ିବା ବିଭିନ୍ନ ଉଠା ଦୋକାନରୁ ଘରକରଣା ସାମଗ୍ରୀ କିଣାକିଣି କରି ନେଉଥିବା ଦେଖିବାକୁ ମିଳିଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୁଲିସ ଓ ମେଲଣ କମିଟି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା । ମେଲଣ କମିଟିର ସଭାପତି ବଳରାମ ପଣ୍ଡା, ଉପ ସଭାପତି ବଟକୃଷ୍ଣ ସେଠୀ ଓ ଆକୁଳୀ ଚରଣ ମହାନ୍ତି, ସମ୍ପାଦକ ଶ୍ୟାମ ସୁନ୍ଦର ଜେନା, ସହ ସମ୍ପାଦକ ବିଜୟା ନନ୍ଦ ଜେନା, କୋଷାଧକ୍ଷ ଭିକାରି ଚରଣ ଦାସ ଏବଂ କମିଟିର ସମସ୍ତ ସଦସ୍ୟ ମେଲଣ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like