-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

25-Mar-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ  ଚଚରଗୁଡା ପଞ୍ଚାୟତ ଅଧୀନ ଗିର୍ଲିଗୁଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତହେଲା।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରେ କୃଷ୍ଟନ ବାତିୟାଙ୍କ ଅଧକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ  ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ,ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଶିକ୍ଷା ଅଧିକାରି ସନ୍ତସ କୁମାର ସାହୁ ଯୋଗଦେଇଥିଲେ ଆଜିର କାର୍ଯ୍ୟକ୍ରମ ରେ ସଭାପତିତ୍ୱ କରିଥିଲେ ଅତିରିକ୍ତ ଶିକ୍ଷା ଅଧିକାରି ଭଗବାନ ମାଝୀ।ଏହି ଅବରସର ଚଚରଗୁଡା ସରପଞ୍ଚ ରା଼ଞ୍ଜୁ ଭତ୍ରା, ନାୟବ ସରପଞ୍ଚ ଯୁଧିଷ୍ଠିର ମାଝୀ, ଆଞ୍ଚଳିକ ସାଧନ କେନ୍ଦ୍ର ସଞ୍ଜଜକ ଗୁପ୍ତେ ପ୍ରସାଦ ନାଗ ପ୍ରମ୍ମୁଖ ମାନେ ମଞ୍ଚାସିନ ଥିଲେ। ପ୍ରଥମେ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠ କରାଯାଇ ଥିଲା । ଏହା ପରେ ବିଭିନ୍ନ ଖେଳ ରେ ଭାଗ ନେଇ ବିଜୟ ହୋଇଥିବା ଛାତ୍ର ଛାତ୍ରି ମାନଂକୁ ପୁରସ୍କାର ବିତରଣ କରିଥିଲେ ମୁଖ୍ୟ ଅତିଥି ମାନେ। ଛାତ୍ରି ମାନଙ୍କ ଦ୍ୱାରା ନୃତ୍ୟ ମଧ୍ୟ୍ୟ ପରିବେଷଣ କରାଯାଇଥିଲା। ବର୍ଷକ ଉତ୍ସବ ରେ ବିଦ୍ୟାଳୟର  ଶିକ୍ଷକ ଜିତେନ୍ଦ୍ର କୁମାର ମାଝୀ, ଶିକ୍ଷକ ଇନ୍ଦ୍ର ଭତ୍ରା, ଶିକ୍ଷକ ଭଗବାନ ଭତ୍ରା ପ୍ରମ୍ମୁକ  ସୋହଯୋଗ କରିଥିବା ବେଳେ, ଗ୍ରାମର ଭଦ୍ରବ୍ୟକ୍ତି ମାନେ ଏବଂ ଅଭିଭାବକ ଓ ଛାତ୍ର ଛାତ୍ରି ମାନେ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like