-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ରାୟଗଡାରେ ନବ ଭାରତ ସାକ୍ଷରତା ପରିକ୍ଷା ଅନୁଷ୍ଠିତ

25-Mar-2025



ରାୟଗଡା(ସୁନୀତା ଷଡଙ୍ଗୀ): ରାୟଗଡା ଜିଲ୍ଲାରେ ନବ ସାକ୍ଷରଙ୍କ ପରିକ୍ଷା ଅନୁଷ୍ଠିତ ହୋଇଯାଇଛି। ରାୟଗଡା ବ୍ଳକ ର୧୫୨ ଗୋଟି କେନ୍ଦ୍ରରେ ରବିବାର ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ୧୫ ବର୍ଷରୁ ଉର୍ଦ୍ଧ  ୬୩୦ ଜଣ ଏଥିରେ ଯୋଗଦେଇ ନିଜର ନୂତନ ସାକ୍ଷରତା ଜ୍ଞାନର ପରିକ୍ଷା ଦେଇଥିଲେ। ନିଜନିଜ ଗ୍ରାମରେ ଥିବା ବିଦ୍ୟାଳୟ ଗୁଡିକରେ ପରିକ୍ଷା କେନ୍ଦ୍ର ମାନ ଆୟୋଜିତ ହୋଇଥିଲା।  ରାୟଗଡା ଜିଲ୍ଲାର ୧୧ ଗୋଟି ବ୍ଲକର ୭୦୨ ଟି ସାମାଜିକ ଚେତନା କେନ୍ଦ୍ର ରୂପେ ବିବେଚିତ ପରୀକ୍ଷା କେନ୍ଦ୍ର ଗୁଡିକରେ ରବିବାର ଦିନ ୬୦୩୨ ଜଣ ନବ ସାକ୍ଷର ଏହି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ

କରିଥିବା ଜଣାପଡିଛି । ଏହାର ସଫଳ ରୂପାୟନ ନିମନ୍ତେ ଜିଲ୍ଲା ଶିକ୍ଷାଧିକାରୀ ରାମଚନ୍ଦ୍ର ନାହକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭଜନଲାଲ ମାଝୀ,  ଗୋଷ୍ଠୀ ଶିକ୍ଷାଧିକାରୀ ସୁଦୀପ୍ତ କୁମାର ଦାଶ, ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଓଂଗ୍ରାହି ଶବର, ଛବିଲାଲ ସିଂ, ବଳରାମ ହୁଇକା ପ୍ରମୂଖ  ସଠିକ ପରିଚାଳନା ତଦାରଖ ନିମନ୍ତେ ବିଭିନ୍ନ କେନ୍ଦ୍ର ପରିଦର୍ଶନ କରିଥିଲେ । ନୂତନ ଶିକ୍ଷା ନିତୀ ୨୦୨୦ ର  ଅଂଶବିଶେଷ ଏହି  ନବ ଭାରତ ସାକ୍ଷରତା କାଯ୍ୟକ୍ରମ ।  ଏହା ମାଧ୍ୟମରେ ନିରକ୍ଷକଙ୍କ

ସହଜ ଜୀବନ ଯାପନ ନିମନ୍ତେ  ପଠନ ଓ ଲିଖନର ଆବଶ୍ୟକତା ଥିବା ପ୍ରକାଶ କରି  ଜିଲ୍ଲାର ସାକ୍ଷରତା ହାର ବୃଦ୍ଧି ସହ ନିରକ୍ଷରତା ଦୂରୀକରଣ  ଏବଂ ଯେପରି ଲୋକେ ନିଜ ଜୀବନ ସମ୍ପର୍କିତ ବିଷୟ ପଠନ  ସହ ଜୀବନ ଜୀବିକାରେ  ସାକ୍ଷରତା ରଙ୍ଗ ଆଣିପାରିବ,  ସହଜରେ କେହି ଠକର ଶୀକାର ହୋଇପାରିବେ  ନାହିଁ ବୋଲି ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ନାହକ ପ୍ରକାଶ  କରିଛନ୍ତି  ।  ଏହାର ଆୟୋଜନରେ ସମ୍ପୃକ୍ତ ବିଦ୍ୟାଳୟ ବା ସାମାଜିକ ଚେତନା କେନ୍ଦ୍ରର ପ୍ରଧାନ ଶିକ୍ଷକ କେନ୍ଦ୍ର ସଂଚାଳନ ଦାଇତ୍ଵ ନିର୍ବାହ କରିଥିଲେ,  କ୍ଲଷ୍ଟର ସଂଯୋଜକ ଓ ସଂଯୋଜିକାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ହୋଇଥିଲା। ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସହ ଏକବିଂଶ ଶତାବ୍ଦୀରେ ନାଗରିକଙ୍କ ନିରକ୍ଷରତା ଦୂରୀକରଣ ଏବଂ ଜୀବନ କୌଶଳ ଶିକ୍ଷା ଏହାର ମୌଳିକ ଉଦ୍ଦେଶ୍ଯ ବୋଲି ଗୋଷ୍ଠୀ ଶିକ୍ଷାଧିକାରୀ ସୁଦୀପ୍ତ କୁମାର ଦାଶ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like