-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

କାହା ପାଇଁ ସରକାର ଙ୍କ ଖାଦ୍ୟ ସୁରକ୍ଷା ଯୋଜନା ? ଯୋଗ୍ୟ ହିତାଧିକାରୀ ବଂଶରୀ ଙ୍କ କଟିଲା ରାସନ କାର୍ଡ ।

25-Mar-2025



ରିପୋର୍ଟ: ମୋହନ ସୁନା 

କଣ୍ଟାବାଞ୍ଜି: ସରକାର ଙ୍କ ନୂତନ ଖାଦ୍ୟ ନୀତି ଅନୁସାରେ ଅଯୋଗ୍ୟ ହିତାଧିକାରୀ ମାନଙ୍କୁ ରାସନ୍ କାର୍ଡ କଟାଯାଇ ଯୋଗ୍ୟ ହିତାଧିକାରୀ ମାନଙ୍କୁ ନୂତନ ରାସନ୍ କାର୍ଡ ଦିଆଯିବ। କିନ୍ତୁ କିଛି କର୍ତ୍ତବ୍ୟ ହେଳା କରୁଥିବା ଅଫିସର ମାନଙ୍କ ପାଇଁ ଅନେକ ଯୋଗ୍ୟ ଏବଂ ଗରିବ ହିତାଧିକାରୀଙ୍କ ରାସନ୍ କାର୍ଡ ମଧ୍ୟ କଟି ଯାଉଥିବା ଅଭିଯୋଗ ରହିଛି। ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଗ୍ରାମ ର ବଂଶରି ରଣାଙ୍କ ରାସନ୍ କାର୍ଡ କେୱାଇସି କରିବା ସ୍ୱତ୍ତେ ମଧ୍ୟ ମାର୍ଚ୍ଚ ମାସ ରୁ କଟି ଯାଇଥିବା ସେ ଅଭିଯୋଗ କରିଛନ୍ତି।ବଙ୍ଗୋମୁଣ୍ଡା ରେ ବସବାସ କରୁଥିବା ବଂଶରି ରଣା ଅତି ଗରିବ ଶ୍ରେଣୀର ବିଧବା ମହିଳା ଅଟନ୍ତି। ଅନେକ ବର୍ଷରୁ ସେ ସରକାର ଙ୍କ ତରଫରୁ ୫ କେଜି ଚାଉଳ ପାଉଥିଲେ ହେଲେ ମାର୍ଚ୍ଚ ମାସରୁ ତାଙ୍କ କାର୍ଡ କଟି ଯାଇଥିବାରୁ ତାଙ୍କୁ ଆଉ ଚାଉଳ ମିଳୁନାହିଁ। ତେଣୁ ସେ ଟାଣ ଖରାରେ ନିଜ କାର୍ଡ କୁ ପୁଣି ଚାଲୁ କରିବା ପାଇଁ ପଞ୍ଚାୟତ ରୁ ବ୍ଲକ କୁ ଧାଉଛନ୍ତି। ଏନେଇ ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ୍ ଯୋଷୀ ଙ୍କୁ ପଚାରୀବାରୁ ସେ ପ୍ରକୃତରେ ବଙ୍ଗୋମୁଣ୍ଡା ପଞ୍ଚାୟତରେ ଅନେକ ଗରିବ ହିତାଧିକାରୀ ମାନଙ୍କ ରାସନ୍ କାର୍ଡ କଟି ଯାଇଥିବା କହିଥିଲେ ଏ ବିଷୟ ନେଇ ଅଜିତ୍ ଯୋଷୀ ଯୋଗାଣ ବିଭାଗ ଅଫିସର ଙ୍କୁ ଜଣାଇଥିଲେ ସୁଦ୍ଧା ଅଫିସର ତାଙ୍କୁ ଯାହା କରିବାର ଅଛି କରନ୍ତୁ କାର୍ଡ କଟିବ ବୋଲି କହିଥିବା ସେ ଗଣ ମାଧ୍ୟମକୁ ଜଣାଇଛନ୍ତି। ଏଭଳି ସ୍ଥିତିରେ ପ୍ରଶାସନ ଏଥି ପ୍ରତି ଦୃଷ୍ଟି ଦେଇ ବଂଶରି ରଣାଙ୍କ ସହିତ ଅନ୍ୟ ଯୋଗ୍ୟ ହିତାଧିକାରୀଙ୍କ କଟି ଯାଇଥିବା କାର୍ଡକୁ ଶୀଘ୍ର ଚାଲୁ କରିବା ଦିଗରେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like