-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ପୁସ୍ତକ ଜୀବନ ରେ ପ୍ରକୃତି ଆନନ୍ଦ ଦେଇଥାଏ

25-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଭଲ ପୁସ୍ତକଟିଏ ଜୀବନରେ ଖୁସି ଆଣି ଦେଇଥାଏ। ଜୀବନର ମୋଡ଼ ବଦଳାଇ ବ୍ୟକ୍ତିକୁ ସଠିକ ମାର୍ଗରେ ପରିଚାଳିତ କରିଥାଏ। ପୁସ୍ତକ ପଠନର ଅଭ୍ୟାସ ଛାତ୍ରଛାତ୍ରୀ ମାନଙ୍କ ଏକାଗ୍ରତା ବଢ଼ାଇବା ସହିତ ସୃଜନଶକ୍ତି ବୃଦ୍ଧି ଦିଗରେ ସହାୟକ ହୋଇଥାଏ ବୋଲି ଶିଶୁଶ୍ରୀ ଭ୍ରାମ୍ୟମାଣ ପାଠାଗାର ତରଫରୁ ଆୟୋଜିତ ପିଲାଙ୍କ ପାଖରେ ପାଠାଗାର କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଛି। ସ୍ଥାନୀୟ ଏ.ଇ. ଏମ୍ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ପରିସର ମଧ୍ୟରେ ସଭାପତି ମନୋରଂଜନ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଗାନ୍ଧୀ ସ୍ମୃତି ପାଠାଗାରର ସଭାପତି ଅରୁଣ ମହାନ୍ତି, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତରଣୀସେନ ବୁଧିଆ ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ନିର୍ଦ୍ଦେଶକ ଡ଼ ଯଶବୀର ସିଂ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଜୀବନରେ ପୁସ୍ତକର ଉପାଦେୟତା ବିଷୟରେ ବକ୍ତବ୍ୟ ପ୍ରଦାନ କରି ଭଲ ପୁସ୍ତକ ବ୍ୟକ୍ତି ଜୀବନରେ ପ୍ରକୃତ ଆନନ୍ଦ ଆଣିଥାଏ ଓ ଜୀବନର ଗତିପଥ ବଦଳାଇ ଦେଇଥାଏ ବୋଲି କହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଦ୍ୟାଳୟର ଶିକ୍ଷକ ରଜତ ଦାଶ, ବିବେକ ପ୍ରଧାନ, ଶିକ୍ଷୟିତ୍ରୀ ରିଙ୍କି ନନ୍ଦ, ବେବିଲତା ଭୋଇ, ମମତାଜ ଖାତୁନ ପୁସ୍ତକ ଓ ପତ୍ର ପତ୍ରିକା ପଠନ ଦିଗରେ ଯତ୍ନବାନ ହେବାକୁ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। କାର୍ଯ୍ୟକ୍ରମକୁ ସଂଯୋଜନା କରି 'ଶିଶୁଶ୍ରୀ' ର ଆବାହକ ଡକ୍ଟର ରବିନାରାୟଣ ସାହୁ ପ୍ରତି ମାସରେ ଖଣ୍ଡେ ଶିଶୁ ସାହିତ୍ୟ ଆଧାରିତ ପୁସ୍ତକ ବା ପତ୍ରିକା କିଣିବା ସହିତ ସାଙ୍ଗ ସାଥିଙ୍କ ଜନ୍ମ ଦିନରେ ପୁସ୍ତକ ଉପହାର ଦେବାକୁ ପରାମର୍ଶ ଦେଇଥିଲେ। ପ୍ରଦର୍ଶିତ ପୁସ୍ତକ ମଧ୍ୟରୁ ନିର୍ବାଚିତ ପୁସ୍ତକ ପଠନ କରି ବକ୍ତବ୍ୟ ପ୍ରଦାନ କରିଥିବା ଶ୍ରେଷ୍ଠ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ଶ୍ରୁତି ଜେନ୍, ଆୟୁଷ ମହାରଣା ଓ ସୌମ୍ୟରଞ୍ଜନ ଦାଶ ଙ୍କୁ ପୁରସ୍କୃତ କରାଯାଇଥିଲା। ବରିଷ୍ଠ ସଦସ୍ୟ ଅଧ୍ୟାପକ ଆଲୋକ ରଂଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like