-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ଅଲମ୍ପିକ ମୂଲ୍ୟବୋଧ ଆଧାରିତ ଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ

25-Mar-2025



(ମିହିର ଶଙ୍କର ପାତ୍ର)
ଉମରକୋଟ ବ୍ଲକ ଅନ୍ତର୍ଗତ ଭଣ୍ଡାରୀଗୁଡା ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଲମ୍ପିକ ମୂଲ୍ୟବୋଧ ଆଧାରିତ ଶିକ୍ଷଣ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଅଛି। ବିଦ୍ୟାଳୟର ଭାରପ୍ରାପ୍ତ ଅଧକ୍ଷ ଶ୍ରୀ ପ୍ରକାଶ ଦାସଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଅଙ୍କିତା ବେହେରା ମଞ୍ଚ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଭାବେ ଉମରକୋଟ ବ୍ଲକ ଶିକ୍ଷାଧିକାରୀ ଶ୍ରୀ ଈଶ୍ୱର ଚନ୍ଦ୍ର ମାଝୀ ମୁଖ୍ୟବକ୍ତା ଭାବେ ଯୋଗଦେଇ ବିଦ୍ୟାଳୟ ସ୍ତରରୁ ପିଲାମାନଙ୍କୁ ଅଲମ୍ପିକ କ୍ରୀଡାପ୍ରତି ପ୍ରସ୍ତୁତି ରଖିବାକୁ ଆହ୍ୱାନ ଦେଇଥିଲେ। ମୁକ୍ଷବକ୍ତା  ଶ୍ରୀ ପୁରୁଷୋତ୍ତମ ମାଝୀ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ପିଲାମାନଙ୍କୁ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଉଦବୋଧନ ଦେଇଥିଲେ। ସମ୍ମାନୀତ ଅତିଥି ଶ୍ରୀ ସନ୍ତୋଷ କୁମାର ସାହୁ,ସି.ଆର.ସି.ସି, ବାମନଦେଇଭଟ୍ଟା ଓ ଶ୍ରୀ ମଧୁସୂଦନ ଜେନା, ସି.ଆର.ସି.ସି, ଜିରାଗୁଡା ପିଲାମାନଙ୍କୁ ପାଠପଢା ସହ ଅଲମ୍ପିକ କ୍ରୀଡା ପ୍ରତି ସ୍ୱତନ୍ତ୍ର ପ୍ରସ୍ତୁତି ରଖିବା ପାଇଁ ପରାମର୍ଶ ଦେଇଥିଲେ। ପୂର୍ବତନ ସରପଞ୍ଚ ତଥା ସମାଜସେବୀ ଶ୍ରୀ ଉର୍ଦ୍ଧବ ନାୟକ ବରେଣ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ର ଅବସ୍ଥାରୁ ଅଲମ୍ପିକ କ୍ରୀଡା ପାଇଁ ପ୍ରସ୍ତୁତି ରଖିଲେ ସଫଳତା ନିଶ୍ଚୟ ମିଳିବ ବୋଲି ପିଲାମାନଙ୍କୁ ଉଦବୋଧନ ଦେଇଥିଲେ। ସଭାପତି ଶ୍ରୀ ଦାସ ଅଲମ୍ପିକ କ୍ରୀଡାର ଇତିହାସ ଓ ଆହ୍ୱାନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀ ପରେଶ କୁମାର ମହାପାତ୍ର କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟକ୍ରମର ଉଦେଶ୍ୟ ପୂରଣ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ବିଦ୍ୟାଳୟର ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମର ସଫଳତା ପାଇଁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like