-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

କୋଶୋଳେଶ୍ୱର ହାଇ ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

25-Mar-2025



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଡୁଙ୍ଗୁରିପାଲି ସ୍ଥିତ ପିଏମ୍ ଶ୍ରୀ କୋଶଳେଶ୍ୱର୍ ହାଇ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷକ ବାବୁଲାଲ ସାହୁ ଓ ପରିଚାଳନା କମିଟି ସଭାପତି ଈଶ୍ୱର ଚନ୍ଦ୍ର ପଲିଆ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ ସମାରୋହକୁ ଉଦ୍ଘାଟନ କରିଥିଲେ । ପ୍ରଧାନ ଶିକ୍ଷକ ବାବୁଲାଲ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସଭାରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଝସକେତନ୍ ବଘାର ମୁଖ୍ୟ ଅତିଥି , ସୋନପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ ଏବଂ ସଙ୍ଗୀତକାର ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଶାଶ୍ଵତ କୁମାର ତ୍ରିପାଠୀ ସମ୍ମାନିତ ଅତିଥି ଏବଂ ଇଂରାଜୀ ଅଧ୍ୟାପକ ମଧୁସୂଦନ ପୂଜାରୀ ମୁଖ୍ୟବକ୍ତା ଭାବେ  ଯୋଗ ଦେଇଥିଲେ। ବରିଷ୍ଠ ଶିକ୍ଷକ ଚକାନୟନ ମେହେର ସ୍ବାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିଲେ। ଖେଳ ଶିକ୍ଷକ ଚୌଧୁରୀ ବିଭାର ଶେଷରେ ଧନ୍ୟବାଦ୍ ଅର୍ପଣ କରିଥିଲେ। ଶିକ୍ଷୟିତ୍ରୀ ନନ୍ଦିନୀ ମାହାଣା, ସ୍ନେହଲତା ଖେତି,ସଂଯୁକ୍ତା ଦାସ,ସଞ୍ଜୟ ପ୍ରଧାନ,ମାନସ ରଞ୍ଜନ ଭୋଇ,ପୁଷ୍ପାଞ୍ଜଳି ନାୟକ,ଆଦିତ୍ୟ କିଶୋର ପାଢ଼ୀ,ନିବେଦିତା ମିଶ୍ର,ନିହରିକା ମିଶ୍ର,ନର୍ମଦା ପାତ୍ର ,ମାନସୀ ରାଣୀ,ସଂଯୁକ୍ତା ଗାଇଗୌରିଆ,ବାଳମୁକୁନ୍ଦ ସେଠି ,ଚମାର ବାଘ ପ୍ରମୁଖ ସାଂସ୍କୃତିକ କାର୍ଯକ୍ରମ ପରିଚାଳନା କରିଥିଲେ। ଛାତ୍ରୀମାନଙ୍କର ଦ୍ଵାରା ସ୍ବାଗତ ସଙ୍ଗୀତ ଏବଂ ନୃତ୍ୟ ଗୀତ ପରିବେଷଣ କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ଦକ୍ଷତା ଥିବା ୧୫୦ ଜଣ ଛାତ୍ର ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା  ଟ୍ରଫି ଓ ମାନପତ୍ର  ପ୍ରଦାନ କରାଗଲା।ପରିଚାଳନା କମିଟି ସଭ୍ୟ ମନୋଜ ପଲିଆ,ଗିରିଶ୍ଚନ୍ଦ୍ର ଭରାସାଗର,ଅର୍ଜୁନ କୁଶଳ,ତଥା ସମସ୍ତ ସଭ୍ୟ ସଭ୍ୟା  ଏହି କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।ସମସ୍ତ ମାତା ପିତା ଏବଂ ଗ୍ରାମବାସୀ ବୃନ୍ଦ ଏହି ସମାରୋହରେ ଉପସ୍ଥିତ ରହି ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like