-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

25-Mar-2025



ବଲାଙ୍ଗୀର: ସ୍ଥାନୀୟ ପି.ଆର.ହାଇସ୍କୁଲ ର ସଭାଗୃହଠାରେ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ତ୍ରିଦିବସୀୟ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ମୁଖ୍ଯଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗଦେଇ ରେଡକ୍ରସ ଆନ୍ଦୋଳନର ନୀତି,ଆଦର୍ଶ ତଥା ମୂଳମନ୍ତ୍ର ସ୍ବାସ୍ଥ୍ୟ,ସେବା ଓ ବିଶ୍ବବନ୍ଧୁତା କୁ ଆପଣେଇବା ପାଇଁ ସମସ୍ତ

ପରାମର୍ଶଦାତାଙ୍କୁ ଆହ୍ବାନ ଦେବା ସହ ରେଡକ୍ରସ ର ବାର୍ତ୍ତା କୁ ପ୍ରଚାର ପ୍ରସାର କରିବାରେ ବ୍ରତୀ ହୁଅନ୍ତୁ ବୋଲି କହିଥିଲେ। ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର ନିଜ ବକ୍ତବ୍ଯରେ  ରେଡକ୍ରସର ସ୍ବେଚ୍ଛାସେବୀମାନେ ସେବା ମନୋଭାବ ସହ ପ୍ରତିଟି କାର୍ଯ୍ଯକୁ ଆନ୍ତରିକ ସହ କରିବା ପାଇଁ ମାର୍ଗଦର୍ଶନ ଦେଇଥିଲେ। ସମ୍ମାନୀତ ଅତିଥି ଭାବେ ଶିକ୍ଷାବିତ ସନାତନ ଠାକୁର ଓ ପର୍ଯ୍ୟବେକ୍ଷକ ଭାବେ ପ୍ରଧାନ ଶିକ୍ଷକ ନୀଳମଣି ପଟେଲ ଯୋଗଦେଇ ଜୁନିୟର ରେଡକ୍ରସ ର ଉପକାରିତା ଓ ଆବଶ୍ୟକତା ସଂପର୍କରେ ଆଲୋଚନା କରିଥିଲେ। ଜୁନିୟର ରେଡକ୍ରସ ଅଫିସର ବିକାଶ ରଂଜନ ସାହୁ କାର୍ଯ୍ଯକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ଯ ସଂପର୍କରେ କହିଥିଲେ। ରାଜ୍ଯ ସାଧନକର୍ମୀ ରବିନ୍ଦ୍ର ଠେଟୁଆଲ ରେଡକ୍ରସ ର ଇତିହାସ ବିଷୟରେ ସମସ୍ତ ପରାମର୍ଶଦାତାଙ୍କୁ ଅବଗତ କରାଇଥିଲେ।  ଶେଖ୍ ଅସରଫ ଓ ଜୟକୃଷ୍ଣ ନାୟକ ରକ୍ତଦାନ ର ମହତ୍ତ୍ବ ସଂପର୍କ ରେ କହିଥିଲେ। ଜିଲ୍ଲା ଓଡ୍ରାଫ ଟିମ ତରଫରୁ ରମେଶ

ଚନ୍ଦ୍ର ମିଶ୍ର ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ଭାବେ ସାବଧାନତା ଅବଲମ୍ବନ କରିବା ସେ ସଂପର୍କରେ ପ୍ରଶିକ୍ଷଣ ଦେଇଥିଲେ।ଏହି ଶିବିରରେ  ୧୨୦ ଜଣ ଜୁୁୁନିୟର ରେଡକ୍ରସ ପରାମର୍ଶଦାତା ଯୋଗ ଦେଇଛନ୍ତି। ଶିବିରରେ ଚିତ୍ତ ରଂଜନ ପଣ୍ଡା,ରଶ୍ମିରାଣୀ ଦାଶ,ପ୍ରଭାକର ଛନ୍ଦ,ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ,ଅରବିନ୍ଦ କୁମ୍ଭାର,ଯଦୁମଣୀ ବଗର୍ତ୍ତୀ,ରାଜେନ୍ଦ୍ର ଦୋରା ସାଧନକର୍ମୀ ଭାବେ ଯୋଗଦେଇଛନ୍ତି।ଶେଷରେ ଘନଶ୍ୟାମ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like