-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଗଂଜେଇ ଚାଲାଣରେ ୩ ଆଇ.ଆର.ବି ପୋଲିସ କର୍ମଚାରି ଗିରଫ

25-Mar-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଧିନରେ କାର୍ଯ୍ୟରତ ତିନି ଜଣ ଇଣ୍ଡିଆନ ରିଜର୍ଭ ବାଟାଲିୟନ (ଆଇ.ଆର.ବି) ପୋଲିସ ଗଞ୍ଜେଇ କାରବାର ରେ ସମ୍ପୃକ୍ତି ଥିବା ନେଇ ମନମୁଣ୍ଡା ପୋଲିସ ହାତରେ ଧରା ପଡ଼ିଥିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି  l  ସୂଚନାମତେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଧିନରେ ଥିବା ଆଇଆରବି ବ୍ୟାରେକ ରେ ରହୁଥିବା କିଛି ଆଇଆରବି

ପୋଲିସ ଙ୍କ ନିକଟରେ ଚୋରା ଚାଲାଣ ପାଇଁ ଗଞ୍ଜେଇ ରଖିଥିବା କୌଣସି ସୂତ୍ରରୁ ଖବର ପାଇଥିଲା ମନମୁଣ୍ଡା ପୋଲିସ  l  ଖବର ପାଇ ମନମୁଣ୍ଡା ପୋଲିସ ଆଇଆରବି ବ୍ୟାରେକ ରେ ଚଢ଼ାଉ କରିଥିଲେ  l ଚଢ଼ାଉ ସମୟରେ ପୋଲିସ ବ୍ୟlରେକରେ ରହୁଥିବା ୩ଜଣ ଆଇଆରବି ପୋଲିସ

ଙ୍କ ନିକଟରୁ ଗଞ୍ଜେଇ ଜବତ କରିଥିଲେ  l   ଗିରଫ ତିନିଜଣ ଙ୍କ ମଧ୍ୟରେ ଜଣେ ହାବିଲଦାର ଓ ଅନ୍ୟ ଦୁଇ ଜଣ ଆଇଆରବି କନେଷ୍ଟେବଳ ଥିବା ଜଣାଯାଇଛି l   ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଓଜନ କରିବାରୁ ଜବତ ଗଞ୍ଜେଇର ପରିମାଣ ୧୫କେଜି ୯୩୦ଗ୍ରାମ ହୋଇଥିବା ପୋଲିସ ସୂତ୍ରରୁ ପ୍ରକାଶ  l  ଏନେଇ ମନମୁଣ୍ଡା ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଥିବା ମନମୁଣ୍ଡା ପୋଲିସ ପକ୍ଷରୁ ଜଣାଯାଇଛି   l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like