-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ବିପର୍ଯ୍ୟୟ ମୁକାବିଲାରେ ଲିଙ୍ଗଗତ ଆଭିମୁଖ୍ୟ ସମ୍ବନ୍ଧେ କର୍ମଶାଳା ଅନୁଷ୍ଠିତ

25-Mar-2025



ବଲାଙ୍ଗିର(ଦେବାଶିଷ ବହିଦାର): ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଭାଗୃହଠାରେ ବିପର୍ଯ୍ୟୟ ବିପଦ ପ୍ରଶମନରେ ଲିଙ୍ଗଗତ ମୁଖ୍ୟସ୍ରୋତ ଆଭିମୁଖ୍ୟ ସମ୍ବନ୍ଧେ ଏକଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ପବିତ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର,  ତାପସ

କୁମାର ସେଠୀ ବିଷୟ ବିଶାରଦ ଭାବେ ଯୋଗ ଦେଇଥିଲେ ।  ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀମତୀ ସସ୍ମିତା ପ୍ରଧାନ ସଭା ପରିଚାଳନା କରିଥିଲେ । 
ପ୍ରାକୃତିକ ବିପର୍ଯ୍ୟୟ ସମାଜର ବିଭିନ୍ନ ବର୍ଗ ଉପରେ ପ୍ରଭାବ ପକାଇଥାଏ । ବିପର୍ଯ୍ୟୟ ମୁକାବିଲାରେ ଲିଙ୍ଗ-ସମ୍ବେଦନଶୀଳ ଉପରେ କେମିତି ଗୁରୁତ୍ଵ ଦିଆଯାଇପାରିବ, ଏଥିପାଇଁ ଅଧିକାରୀମାନଙ୍କୁ ଆବଶ୍ୟକ ଜ୍ଞାନ ଏବଂ ଉପକରଣ ଯୋଗାଇ ଦେବା ପାଇଁ ଏହି କର୍ମଶାଳା ପ୍ରସ୍ତୁତ କରାଯାଇଛି । ବିଶେଷ କରି ବିପର୍ଯ୍ୟୟ ସମୟରେ ମହିଳାମାନେ ଅଧିକ

ପ୍ରଭାବିତ ହୋଇଥାନ୍ତି । ଗର୍ଭବତୀ ମହିଳାଙ୍କଠୁ ଆରମ୍ଭ କରି ଗ୍ରାମାଞ୍ଚଳରେ ରହୁଥିବା ମହିଳା ମାନେ ଅସୁବିଧାରେ ପଡିଥାନ୍ତି । ତେଣୁ ସେମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା, ସୁବିଧା ସୁଯୋଗ ଯୋଗାଇ ଦେବାର ଆବଶ୍ୟକତା ରହିଛି । ବିପଦ ହ୍ରାସ କର୍ମଶାଳାରେ ଲିଙ୍ଗଗତ ବିଚାରଧାରାକୁ ମୁଖ୍ୟଧାରାରେ ସାମିଲ କରି ଆମେ ବିପର୍ଯ୍ୟୟ ପ୍ରସ୍ତୁତି, ପ୍ରତିକ୍ରିୟା ଏବଂ ପୁନରୁଦ୍ଧାର ପାଇଁ ଅଧିକ ବ୍ୟାପକ ଏବଂ ସମାନ ଆଭିମୁଖ୍ୟ ସୁନିଶ୍ଚିତ କରିପାରିବା ବୋଲି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ମତପ୍ରକାଶ କରିଥିଲେ I 
ଶ୍ରୀ ସେଠୀ ଉକ୍ତ କର୍ମଶାଳାରେ ବିପର୍ଯ୍ୟୟ ପରିସ୍ଥିତିରେ ଲିଙ୍ଗଭିତ୍ତିକ ଦୁର୍ବଳତା, ସମାବେଶୀ ବିପର୍ଯ୍ୟୟ ପ୍ରସ୍ତୁତି ଓ ଯୋଜନା ପାଇଁ ରଣକୌଶଳ, ଜରୁରୀକାଳୀନ ପରିସ୍ଥିତିରେ ସମ୍ବଳ ଏବଂ ସୂଚନାର ଉପଲବ୍ଧତା ସୁନିଶ୍ଚିତ କରିବା ଓ ଲିଙ୍ଗଗତ ପ୍ରତିକ୍ରିୟାଶୀଳ ପୁନରୁଦ୍ଧାର ଓ ଥଇଥାନ ବ୍ୟବସ୍ଥା ଉପରେ ପ୍ରମୁଖ ଆଲୋଚନା କରିଥିଲେ I ଉପସ୍ଥିତ ବିଭିନ୍ନ ବିଭାଗର ପଦାଧିକାରୀମାନେ ନିଜ ନିଜ ଭୂମିକା ଓ ବିଭାଗ ଭିତରେ ଲିଙ୍ଗଗତ ମୁଖ୍ୟଧାରାର ରଣନୀତି କିପରି କାର୍ଯ୍ୟକାରୀ କରିପାରିବେ ସେନେଇ ସମସ୍ତ ଜ୍ଞାନକୌଶଳ ଉପରେ ଚର୍ଚ୍ଚା କରାଯାଇଥିଲା I


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like