-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ସର୍ବଭାରତୀୟସ୍ତରରେ ସଫଳତା

26-Mar-2025



ବରୀ(ରଞ୍ଜିତ ମହାନ୍ତି): ନିକଟରେ ପ୍ରକାଶିତ ଗ୍ରାଜୁଏଟ୍ ଆମ୍ପିଚ୍ୟୁଟ୍ ଟେଷ୍ଟ (ଗେଟ୍) ରେ ସର୍ବ ଭାରତୀୟ ସ୍ତରରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ବରୀ ବ୍ଲକ ହାଟସାହି ଗ୍ରାମର ମୁକ୍ତି ପ୍ରସନ୍ନ ରଥ। ବର୍ତ୍ତମାନ ସେ ରାଉରକେଲାସ୍ଥିତ ଜାତୀୟ ବୈଷୟିକ ପ୍ରତିଷ୍ଠାନର ଚତୁର୍ଥ ବର୍ଷ ଛାତ୍ର। ଶ୍ରୀ ରଥ ନିଜର ମେଧା ପାଇଁ ପ୍ରାଥମିକ ସ୍ତରରୁ ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ସବୁଠାରେ ବୃଦ୍ଧି ପାଇ ଆସୁଥିଲେ। ଅଞ୍ଚଳରେ ନିଃଶୁକ୍ଳ ଭାବେ ଶିକ୍ଷାଦାନ କରି ଆସୁଥିବା ବିଜୟ ରଥଙ୍କ ଏକମାତ୍ର ପୁଅ ମୁକ୍ତି ପ୍ରସନ୍ନ କୌଣସି ନିର୍ଦ୍ଦିଷ୍ଟ ଶିକ୍ଷା କେନ୍ଦ୍ରରୁ ପ୍ରଶିକ୍ଷଣ ନ ନେଇ ଅନଲାଇନ୍ ମାଧ୍ୟମରେ ପ୍ରସ୍ତୁତ ହୋଇ ଏହି ସଫଳତା ପାଇଥିବାର ଜଣାପଡ଼ିଛି। ନିଜର ଏହି ସଫଳତା ପାଇଁ ମୁକ୍ତି ପ୍ରସନ୍ନ ବାପା ବିଜୟ ରଥ, ମାତା ଶିକ୍ଷୟିତ୍ରୀ ସସ୍ମିତାରାଣା ରଥ ଓ ପରିବାରବର୍ଗଙ୍କୁ ଶ୍ରେୟ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like