-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ପ୍ରଶାନ୍ତଙ୍କୁ ମିଳିଲା ପଶ୍ଚିମ ଓଡ଼ିଶାଶ୍ରୀ ଉପାଧି

26-Mar-2025



ବଲାଙ୍ଗୀର, ବଲାଙ୍ଗୀର ଗାନ୍ଧି ପାଠାଗାର ଛକ ପାର୍କିଂ ପରିସରରେ ବଲାଙ୍ଗୀର ଜିଲ୍ଲା ଆମେଚର୍ ବଡି ବିଲଡର୍ସ ଆସୋସିଏସନ ପକ୍ଷରୁ ପଶ୍ଚିମ ଓଡ଼ିଶାଶ୍ରୀ-୨ଠ୨୫ ଆୟୋଜିତ ହୋଇଯାଇଛି ।ଏଥିରେ ପ୍ରଶାନ୍ତ ଦାଶ ଚମ୍ପିୟାନ ଅଫ୍ ଚମ୍ପିୟାନ୍ସ ଆଖ୍ୟା ଳାଭ କରିଛନ୍ତି । ଅନୁଷ୍ଠିତ ଚମ୍ପିୟାନସିପ୍ ରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୮ଠଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ସୁନ୍ଦର ସ୍ୱାସ୍ଥ୍ୟରେ ୭ଟି ବିଭାଗ ଓ ମେନ୍ ଫିଜିକ୍ ରେ ୨ଟି ବିଭାଗରେ ପ୍ରତିଯୋଗିତା ହୋଇଥିଲା । ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠି, ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସାହୁ ଓ ବରିଷ୍ଠ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଜିଲ୍ଲା ଆମେଚର୍ ବଡି ବିଲଡର୍ସ ଆସୋସିଏସନ୍ ର ସଂପାଦକ ସଂଜୟ ଶତପଥୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ପ୍ରତିଯୋଗିତାରେ ରୂପକ ବରାଳ, ଡୋଳାମଣି ମେହେର, ଶିବ ମହାରଣ ଓ ଅଶୋକ ନାୟକ ବିଚାରକ ଭାବେ ଯୋଗ ଦେଇଥିଲେ । ସୁନ୍ଦର ସ୍ୱାସ୍ଥ୍ୟରେ ପ୍ରଶାନ୍ତ ଦାଶ ଚମ୍ପିୟାନ ହୋଇଥିବା ବେଳେ ହେମନ୍ତ କାଲସାଏ ରନର୍ସ ଅଫ୍ ହୋଇଥିଲେ । ମେନ୍ ଫିଜିକ୍ ରେ ପ୍ରଥମ ଗୃପ୍ ରେ ହେମନ୍ତ କାଲସାଏ ଓ ଦ୍ୱିତୀୟ ଗୃପ୍ ରେ ତବରେଜ୍ ଖାନ୍ ଚମ୍ପିୟାନ୍ ହୋଇଥିଲେ । ରୂପକ ବରାଳ ପ୍ରତିଯୋଗିତା ପରିଚାଳନା କରିଥିଲେ। ସଂଗ୍ରାମ ବବହିଦାର, ବବନ ମିଶ୍ର, ଜିତେନ୍ଦ୍ର ନାଗ, ଅନୀଲ ନାଏକ, ଶମ୍ଭୁପ୍ରସାଦ ଭୋଇ, ରାଜୁ ସାହୁ, ସତ୍ୟପ୍ରସାଦ ହୋତା ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like