-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ସେଲେଡି ଉଚ୍ଚ ବିଦ୍ଯାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ କାର୍ଯ୍ୟକ୍ରମ

26-Mar-2025



ସେଲେଡି:-(ପ୍ରେରଣା)-ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ସେଲେଡି ଉଚ୍ଚ ବିଦ୍ଯାଳୟରେ ଆଜି ଅନେଇଶ ଅଠାନବେ ବେଚର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବନ୍ଧୁ ମିଳନ ଓ ଗୁରୁ ପୂଜନ କାର୍ଯ୍ୟକ୍ରମ ୨୩ ତାରିଖ ରେ ଅନୁଷ୍ଠିତ ହୋଇଥିଲା। ଶାଶ୍ଵତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇସ୍କୁଲର ସମସ୍ତ ଶିକ୍ଷକମାନଙ୍କୁ ଫୁଲ ଚନ୍ଦନ ଲଗାଇ ପାଦ ଧୋଇ ଉପଢ଼ୌକନ ଦେଇ ପାଛୋଟି ଆଣିଥିଲେ। ପରେ ଦୀପ ପ୍ରଜ୍ବଳନ କରି ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା। ପରକ୍ଷିତ ବାଘ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ନିଳକଣ୍ଠ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ଶିକ୍ଷକ ଜଗନ୍ନାଥ ପଧାନ, ପୂର୍ଣ୍ଣଚନ୍ଦ୍ର ସ୍ଵାଇଁ, ରବିନାରାୟଣ ଦାନୀ, ଅଶ୍ଵିନୀ କୁମାର ବଡମାଲି, ସତ୍ୟନାରାୟଣ ତ୍ରୀପାଠୀ, ସତ୍ୟପ୍ରିୟ ସା, ଲକ୍ଷ୍ମୀକାନ୍ତ ପଣ୍ଡା ଓ ଅନ୍ଯ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ‌। ସେହିପରି ସମିର ପ୍ରଧାନ, ମଧୁ ବାଘ, ଗଙ୍ଗାଧର ବାଘ, ଶଙ୍ଖନାଦ ପେରା, ଘନଶ୍ୟାମ କର୍ଣ୍ଣ, ଶଙ୍କର୍ଷଣ ପଧାନ, ଗୁଲୁଠୁ ବାଘ, ଶେଷ ସେଠି, ସରୋଜ ନାଏକ, ହୃଷି ତାଙ୍କର, ଅଞ୍ଜଳି ସାହୁ, ଲବଙ୍ଗ ବାରିକ, ସବିତା ପଧାନ, ଲକ୍ଷ୍ମୀ ପଧାନ, କାମିନୀ ତ୍ରିପାଠୀ, ମମତା ତ୍ରିପାଠୀ, କୁନ୍ତି ଝାଙ୍କର, ଶାନ୍ତି ଝାଙ୍କର ଓ ଅନ୍ଯ ଛାତ୍ରୀମାନେ ଉପସ୍ଥିତ ଥିଲେ‌। ସମସ୍ତେ ନିଜ ସମୟର ସୃତି ବଖାଣିବା ସହ ବିଦ୍ୟାଳୟ ର ସୁବର୍ଣ୍ଣ ଉତ୍ସବ ପାଳନ ପାଇଁ ପ୍ରସ୍ତାବ ଦେଇଥିଲେ। ଶେଷରେ ନୀଳକଣ୍ଠ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like