-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ସରେଇକେଲା ଗୌନ୍ତିଆ ପଡା ଅଷ୍ଟ ପ୍ରହରୀ ନାମ ଯଜ୍ଞ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ

26-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ସରେଇକେଲା ଗୌନ୍ତିଆ ପଡା ଠାରେ ଆସନ୍ତା ଏପ୍ରିଲ ତା ୦୨ ରୁ ୦୩ ପର୍ଯ୍ୟନ୍ତ ଦୁଇ ଦିନ ବ୍ୟାପୀ ହେବାକୁ ଥିବା ଅଷ୍ଟ ପ୍ରହରୀ ନାମ ଯଜ୍ଞ ର ଶୁଭ ସ୍ତମ୍ଭ  ସ୍ଥାପିତ ହୋଇ ଯାଇଛି ।ପଣ୍ଡିତ ଶୁକୃ ହୋତା ଙ୍କ ପୌରୋହିତ୍ୟ ରେ ଯଜ୍ଞ କର୍ତ୍ତା କବିରାଜ ପ୍ରଧାନ ଓ ଧର୍ମପତ୍ନୀ ପୂର୍ଣ୍ଣିମା ପ୍ରଧାନ ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ । ପଡା ର କୀର୍ତ୍ତନ ମଣ୍ଡଳୀ  ସମେତ ସମସ୍ତ ପଡ଼ା ବାସିନ୍ଦା ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସଙ୍କୀର୍ତ୍ତନ ପରିବେଷଣ କରିବା ସହ ଶୁଭ ସ୍ତମ୍ଭ ସ୍ଥାପନ ରେ ଉପସ୍ଥିତ ରହିଥିଲେ l ଗୌନ୍ତିଆପଡ଼ା ବାସୀ ଙ୍କ ମିଳିତ ଉଦ୍ୟମ ରେ  ଅନୁଷ୍ଠିତ ହେବାକୁ ଥିବା ଏହି ଅଷ୍ଟ ପ୍ରହର ନାମ ସଂକୀର୍ତନ ରେ ପ୍ରସିଦ୍ଧ କୀର୍ତ୍ତନ ଗାୟକ ଗୁରୁ ଶ୍ରୀ ସଞ୍ଜୟ ସାହୁ ରାଧା ଗୋବିନ୍ଦ କୀର୍ତ୍ତନ ମଣ୍ଡଳୀ ଅଧାମୁଣ୍ଡା କଳାହାଣ୍ଡି,ଗାୟକ ସୁଶାନ୍ତ ସାହୁ ସମଲେଶ୍ୱରୀ କୀର୍ତ୍ତନ ମଣ୍ଡଳୀ ଜାମପାଲି,ଗାୟିକା ଲିପସାରାଣୀ ଖମାରୀ, ବୁଢୀମା କୀର୍ତ୍ତନ ମଣ୍ଡଳୀ ଗଣ୍ଠିଆ ପାଲି,ଗାୟିକା ରଞ୍ଜିତା ହଂସ ସମଲେଶ୍ୱରୀ କୀର୍ତ୍ତନ ମଣ୍ଡଳୀ ଭାଙ୍ଗକୁଦ ସାମିଲ ହୋଇ କୀର୍ତ୍ତନ କରିବେ l  ସଙ୍କୀର୍ତ୍ତନ ପ୍ରେମୀ ସୁଧୀ ବୃନ୍ଦ ଏହି ପବିତ୍ର ଯଜ୍ଞ କର୍ମ ରେ ଯୋଗଦାନ କରି ଅକ୍ଷୟ ପୁଣ୍ୟ ଅର୍ଜନ କରିବା ପାଇଁ ଆୟୋଜକ ସରେଇକେଲା ଗୌନ୍ତିଆ ପଡ଼ା ବାସୀ ଙ୍କ ତରଫରୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like