-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||     

HOME   ଜିଲ୍ଲା

ଉଦନ୍ତୀ ମହୋତ୍ସବ ସଂଯୋଜକ ଅଡିସନ ଓ ପ୍ରଚାର ସଙ୍ଗୀତ ଉନ୍ମୋଚନ କାର୍ଯ୍ଯକ୍ରମ

26-Mar-2025



ନୂଆପଡ଼ା ଜିଲ୍ଷା ସିନାପାଲି ଉଦନ୍ତୀ ମହୋତ୍ସବ ପାଳନ କମିଟି ପକ୍ଷରୁ ସାଂସ୍କୃତିକ ମଞ୍ଚ ସଂଯୋଜନା ନିମନ୍ତେ ସଂଯୋଜକ ସଂଯୋଜିକାଙ୍କ ଅଡିସନ ସିନାପାଲି ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମନୋରଞ୍ଜନ ମେହେର ସଂଯୋଜନା କରିଥିବା ବେଳେ ବିଚାରକ ଭାବରେ  ଅଭିଜ୍ଞ ମଞ୍ଚ ସଂଯୋଜକ ଲଳିତ କୁମାର ସୁନାରୀ, ଧୄବ ଚରଣ ପଧାନ ଓ ସଂଯୋଜିକା ପ୍ରିୟଦର୍ଶିନୀ ମୁଣ୍ଡ ଯୋଗଦେଇ ଥିଲେ। ପଡୋଶୀ ଛତିଶଗଡ ଏବଂ ଓଡିଶାର ଆଖପାଖ ଜିଲ୍ଲାରୁ ଷୋହଳ ଜଣ ପ୍ରତିଭାଗୀ ଏଥିରେ ଭାଗ ନେଇଥିଲେ। କାର୍ଯ୍ୟକ୍ରମ ରେ ମହୋତ୍ସବ ପାଳନ କମିଟିର ସଭାପତି ବୈଷ୍ଣବ ମେହେର , ସମ୍ପାଦକ ପ୍ରିୟ ରଞ୍ଜନ ମେହେର , ସମସ୍ତ ଉପସଭାପତି, ଯୁଗ୍ମସମ୍ପାଦକ ଅନ୍ଯାନ୍ଯ କର୍ମକର୍ତା ଉପସ୍ଥିତ ଥିଲେ। ନରେଶ ମାଝୀ, ବେଣୁଧର ମେହେର, ବୁଦ୍ଧଦେବ ମେହେର, ମନୋଜ ଜଗତ, ହେମନ୍ତ ମେହେର ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଅତୁଳ କୁମାର ପାତ୍ର ଧନ୍ୟବାଦ ଥିଲେ। ସେହିପରି ମହୋତ୍ସବର ପ୍ରଚାର ଗୀତ ମଧ୍ଯ ସ୍ଥାନୀୟ ସ୍ବର ସଙ୍ଗମ କଳା ଫରିଷଦ ଠାରେ ଉନ୍ମୋଚିତ ହୋଇ ଯାଇଛି  ବୈଷ୍ଣବ ମେହେରଙ୍କ ଲିଖିତ ଏହି କୋଶଳି ଗୀତକୁ ସଙ୍ଗୀତଜ୍ଞ ତ୍ରିନାଥ ମେହେର ସ୍ୱର ସଂଯୋଜନା କରିବା ସହିତ କଣ୍ଠଦାନ କରିଛନ୍ତି ା ଗୀତ ତିଆରିରେ ତସ୍ମିନ ମେହେର ବିଶେଷ  ସହଯୋଗ କରିଛନ୍ତି l ଗୀତ ଉନ୍ମୋଚନରେ ମହୋତ୍ସବ କମିଟିର ସଂପାଦକ ପ୍ରିୟ ରଂଜନ ମେହେର, ସହସଂପାଦକ ସୂରଜ ମେହେର, ଗୌତମ ମେହେର, ପ୍ରଦ୍ଯୁମ୍ନ ସିଂ ଚିନ୍ଦା ଉପସ୍ଥିତ ଥିଲେ l
(ପରମେଶ୍ୱର ମେହେର )


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026

You Might Also Like