-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଜନ ଶିକ୍ଷଣ ସଂସ୍ଥାନ ବଲାଙ୍ଗୀର ତରଫରୁ ପୂରାତନ ପ୍ରଶିକ୍ଷାର୍ଥୀ ସମ୍ମିଳନୀ ଅନୁଷ୍ଠିତ

26-Mar-2025



ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଧୂବଲପଡା    ଗ୍ରାମରେ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନରେ ବଲାଙ୍ଗୀର ଜିଲ୍ଲାରେ କାର୍ଯକାରୀ କରୁଥିବା ଜନ ଶିକ୍ଷଣ ସଂସ୍ଥାନ ଆନୁକୁଲ୍ୟରେ ' ପୂରାତନ ପ୍ରଶିକ୍ଷl ରଥି ଶିବିର ଅନୁଷ୍ଠିତ ହୋଇଥିଲା l ଏହି ଶିବିରରେ ସ୍ଥାନୀୟ ଗ୍ରାମ ତଥା ସଂସ୍ଥା ଅଧୀନରେ ବିଭିନ୍ନ ପ୍ରକାର ତାଲିମ ପ୍ରଶିକ୍ଷଣ  ଦିଆଯାଇଥିଲା କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ଶିଳ୍ପ କେନ୍ଦ୍ର ର AIO କ୍ଷୀରବତି ଡୁଙ୍ଗଡୁଙ୍ଗ,ମୁଖ୍ୟ ଅତିଥି ଭାବେ  ପାଟଣାଗଡ଼  ପି ଏନ୍  ବି  ବ୍ଯାଙ୍କ ଅଧିକାରୀ ଦେବେନ୍ଦ୍ର ମେହେର ମୁଖ୍ଯବକ୍ତା ଭାବେ ମିତ୍ରଭାନୁ ବାରିକ ଉପସ୍ଥିତ ଥିଲେ। ଜନ ଶିକ୍ଷଣ ସଂସ୍ଥାନ  ବଲାଙ୍ଗିର ସ୍ଥାନୀୟ ଗ୍ରାମ ତଥା ସଂସ୍ଥା ଅଧୀନରେ ବିଭିନ୍ନ ପ୍ରକାର ତାଲିମ ନେଉଥିବା ମହିଳା ମାନେ ଅଂଶଗ୍ରହଣ କରିଥିଲେ। ଧୂବଲପଡା ଗ୍ରାମର  ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ  ଗ୍ରାମର ୱାର୍ଡ ମେମ୍ବର, ଜନଶିକ୍ଷଣ ସଂସ୍ଥାନର ନିର୍ଦ୍ଦେଶିକା ସଂଘମିତ୍ରା ଜେନା, କାର୍ଯ୍ୟକ୍ରମ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ମିଶ୍ର, କ୍ଷେତ୍ର୍ କର୍ମଚାରୀ  ବିଷ୍ନୁ ପ୍ରାସାଦ ଦାସ ଓ ବିଦ୍ୟାଧର  ସୁନା ଓ ଉକ୍ତ ଗ୍ରାମର ଭଦ୍ରବ୍ୟକ୍ତି ଉପସ୍ଥିତ ରହି ମହିଳା ମାନଙ୍କୁ ପ୍ରୋତ୍ସାହିତ କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ କୃତୀ ପ୍ରଶିକ୍ଷlରଥି ପ୍ରତିଯୋଗୀମାନଙ୍କୁ ମlନ ପତ୍ର ପ୍ରଦାନ କରାଯାଇଥିଲା  । ଉକ୍ତ କାର୍ଯ୍ୟକ୍ରମକୁ ବିଷ୍ଣୁ ପ୍ରସାଦ ଦାସ, ଭାଗିରଥି ବ୍ରହ୍ମା,  ସହଯୋଗ କରିଥିଲେ। ଶେଷରେ ପୂର୍ଣ ଚଂଦ୍ର ମିଶ୍ର ଧାନବାଦ ଅର୍ପଣ କରିଥିଲେ ଏବଂ ଉକ୍ତ ଗ୍ରାମ ର ସଭା କୁ  ସାଙ୍ଗ କରିଥିଲେ l ଉକ୍ତ ଗ୍ରାମ ର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ କାର୍ଯ୍ୟକ୍ରମ ଟି ଧୂବଲ ପଡା ଗ୍ରାମ ତଥା ପାଟଣାଗଡ଼ ଓ ବଲାଙ୍ଗିର ଜିଲା ରେ ଚର୍ଚ୍ଚା ଜୋର୍ ଧରିଛି l

 (ଅନ୍ତର୍ଯ୍ୟାମୀ ସାହୁ )


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like