-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ବିଦ୍ୟାଳୟସ୍ତରୀୟ କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ

26-Mar-2025



ଅମ୍ବାଭୋନା ( ପ୍ରକାଶ ଚନ୍ଦ୍ର ରଥ )ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ହାଇସ୍କୁଲ ଭୁକ୍ତାରେ ବିଦ୍ୟାଳୟ ସ୍ତରୀୟ କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲ ମୋହନ ସିଂ,ସମ୍ମାନିତ ଅତିଥି ଭାବରେ ମୋହନ ଚରଣ ମହାନ୍ତ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।ପ୍ରଶିକ୍ଷକ ଭାବରେ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଚନ୍ଦ୍ରମା କୁମ୍ଭାର ଯୋଗ ଦେଇଥିବା ବେଳେ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ  କୈଶୋର ବାଳିକା ଶିକ୍ଷା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିବା ସହିତ ଚାଇଲଡ୍ ଲାଇନ୍ ଇଣ୍ଡିଆ ଫାଉଣ୍ଡେସନ ଦ୍ବାରା ନାବାଳିକା ଶିଶୁ ନିର୍ଯ୍ୟାତନା ଉପରେ ପ୍ରସ୍ତୁତ କ୍ଷୁଦ୍ର ଚଳଚ୍ଚିତ୍ର ଛାତ୍ରୀମାନଙ୍କୁ ପ୍ରଦର୍ଶନ କରିଥିଲେ।ଏହି ଅବସରରେ "କୈଶୋରମାନଙ୍କ ପାଇଁ ସ୍ୱାସ୍ଥ୍ୟ ଉପଯୋଗୀ ଓ ଉତ୍ତମ ପୋଷକର ଆବଶ୍ୟକତା" ଏବଂ "ପରିବେଶ ସୁରକ୍ଷାରେ କଶୋରୀ ବାଳିକା ମାନଙ୍କ ଭୂମିକା" ପ୍ରସଙ୍ଗ ଉପରେ ଆଧାରିତ ଚିତ୍ରାଙ୍କନ ପ୍ରତିଯୋଗିତାରେ ଛାତ୍ରୀ ଅଙ୍କିତା ଦୁଆନ, ସିଦ୍ଧି ସାହୁ ଓ କରିସ୍ମା ପଟେଲ ଯଥାକ୍ରମେ ପ୍ରଥମ,ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଶିକ୍ଷକ ଇଶ୍ଵର ପ୍ରଧାନଙ୍କ ସଭାପତିତ୍ଵରେ ଅନୁଷ୍ଠିତ ବୈଠକକୁ ଶିକ୍ଷକ ଶ୍ରୀପତି ସାହୁ ପରିଚାଳନା କରିଥିବା ବେଳେ କ୍ରୀଡ଼ା ଶିକ୍ଷକ ଜ୍ୟୋତିଶ୍ଚନ୍ଦ୍ର ପଧାନ, ସ୍ଵାସ୍ଥ୍ୟ ଓ ଆରୋଗ୍ୟ ଆମ୍ବାସାଡର ରାଜକୁମାରୀ ଭୁଏ,ଶିକ୍ଷକ ତେଜରାମ ସା, ବୋଧରାମ ବିଶ୍ବାଳ,ଅଙ୍କିତ ମହନ୍ତ,ପ୍ରଶାନ୍ତ ମହାପାତ୍ର, ଅମୂଲ୍ୟ ଭୋଇ ଏବଂ ପଦ୍ମଲୋଚନ ବିଶି ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ। ବିଦ୍ୟାଳୟର ବୀର ସୁରେନ୍ଦ୍ର ସାଏ ଜୁନିଅର୍ ରେଡକ୍ରସ,ଇକୋ କ୍ଲବ, ଶକ୍ତି କ୍ଲବ, ମାନକ କ୍ଲବ,ହୋମି ଭାବା ବିଜ୍ଞାନ କ୍ଲବ, ସାର୍ ସି ଭି ରମଣ ବିଜ୍ଞାନ କ୍ଲବର ସଦସ୍ୟ ଯୋଗ ଓ ପ୍ରାଣାୟାମ,ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ।ଶେଷରେ ଶିକ୍ଷୟିତ୍ରୀ ଅନୀତା ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like