-+91-9937148622 |
prerana_bgr@rediffmail.com |
Wednesday 12th August 2026 |
R.N.I. Regd No. ODIODI/2010/46693
Breaking News
26-Mar-2025
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଵ୍ଲକ କ୍ଷେତରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଦେବବ୍ରତ ପଧାନ ଚଳିତବର୍ଷ ନବୋଦୟ ପରୀକ୍ଷାରେ କୃତିତ୍ବ ହାସଲ କରିଛନ୍ତି। ତେଣୁ ବିଦ୍ୟାଳୟ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ପ୍ରଧାନ ଶିକ୍ଷକ ସୌଦାମିନୀ ମାଝୀ, ସିଆରସିସି ରାଜେଶ୍ଵର ବେହେରା ମେଧାବୀ ଛାତ୍ର ଦେବବ୍ରତକୁ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଞ୍ଚମ ଶ୍ରେଣୀ ଶିକ୍ଷକ ଧର୍ମ ସାହୁ,ରତ୍ନ ଭୋଇ, ସତ୍ୟଭାମା ପାତ୍ରଙ୍କ ସମେତ ସ୍କୁଲ ପରିଚାଳନା କମିଟି ସଦସ୍ୟଗଣ ଉପସ୍ଥିତ ଥିଲେ।