-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ ଶିବିର ଦ୍ବିତୀୟ ଦିବସ " ସଚେତନ ହେଲେ ଅଂଶୁଘାତ ରୁ ରକ୍ଷା ପାଇବା"

26-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ପି.ଆର.ହାଇସ୍କୁଲ ର ସଭାଗୃହଠାରେ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ତ୍ରିଦିବସୀୟ ପ୍ରଶିକ୍ଷଣ ଶିବିର ର ଦ୍ବିତୀୟ ଦିବସର ପ୍ରଥମ ଅଧିବେଶନ ପ୍ରାର୍ଥନା ଓ  ଯୋଗାଭ୍ଯାସ କାର୍ଯ୍ଯକ୍ରମରୁ ଆରମ୍ଭ ହୋଇଥିଲା।  ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ରଙ୍କ  ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସସ୍ମିତା ପ୍ରଧାନ ଯୋଗଦେଇ ଗ୍ରୀଷ୍ମ ପ୍ରଭାବ ଜନଜୀବନକୁ ପ୍ରଭାବିତ କରିବା ସଂପର୍କରେ କହିବା ସହ ସମସ୍ତ ପରାମର୍ଶଦାତାଙ୍କୁ ନିଜ ନିଜ ବିଦ୍ୟାଳୟରେ ଅଂଶୁଘାତ ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦେଇଥିଲେ। ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ.ନମିତା ମିଶ୍ର ଅଂଶୁଘାତ ସତର୍କତା ସମ୍ବନ୍ଧୀୟ ସୂଚନା ପ୍ରଦାନ କରିବା ସହ ଅଂଶୁଘାତ ର ଲକ୍ଷଣ, ଅଂଶୁଘାତ ର ପ୍ରତିକାର,ଅଂଶୁଘାତ ପୂର୍ବରୁ କେଉଁ ସତର୍କତା ଅବଲମ୍ବନ କରିବା ସେ ସଂପର୍କ ରେ ବିସ୍ତୃତ ଭାବେ ବକ୍ତବ୍ଯ ଦେବା ସହ ସଚେତନ ହେଲେ ଅଂଶୁଘାତରୁ ରକ୍ଷା ପାଇବା ବୋଲି କହିଥିଲେ। ଜୁନିୟର ରେଡକ୍ରସ ଅଫିସର ବିକାଶ ରଂଜନ ସାହୁ ରକ୍ତଦାନର ମହତ୍ତ୍ବ ସଂପର୍କରେ ଆଲୋଚନା କରିବା ସହ ସଂପ୍ରତି ଦେଖାଦେଇଥିବା ରକ୍ତ ସଂକଟକୁ ଦୂର କରିବା ପାଇଁ ସ୍ବେଚ୍ଛାକୃତ ରକ୍ତ ଦାନ ପାଇଁ ଆଗେଇ ଆସିବାକୁ

ପରାମର୍ଶଦାତାମାନଙ୍କୁ ଆହ୍ବାନ ଦେଇଥିଲେ। ଶିବିରରେ ସାଧନକର୍ମୀ ରବିନ୍ଦ୍ର ଠେଟୁଆଲ, ରଶ୍ମିରାଣୀ ଦାଶ,ପ୍ରଭାକର ଛନ୍ଦ,ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ,ଅରବିନ୍ଦ କୁମ୍ଭାର ପ୍ରମୁଖ  ଯୋଗଦେଇ ପ୍ରାଥମିକ ଚିକିତ୍ସା,ଗୁଡ ସମରିଟାନ ଲ,ସିପିଆର୍, ଛାତିରେ ଯନ୍ତ୍ରଣା,ହୃଦଘାତ,ଅଣନିଶ୍ବାସୀ ଅନୁଭବ କଲେ କେଉଁ ସବୁ ପଦକ୍ଷେପ ଗ୍ରହଣ କରାଯିବ ସେ ସଂପର୍କରେ ତାଲିମ ପ୍ରଦାନ କରିଥିଲେ। କ୍ଯାମ୍ପ ପର୍ଯ୍ୟବେକ୍ଷକ  ଭାବେ ପ୍ରଧାନ ଶିକ୍ଷକ ନୀଳମଣି ପଟେଲ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like