-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଟିକାବାଲି ଥାନାରେ ନୂଆ ଆଇ.ଆଇ.ସି ପ୍ରଜ୍ଞା ରୀତାମ୍ବର କର ଙ୍କ ଦାୟିତ୍ୱ ଗ୍ରହଣ

26-Mar-2025



 କନ୍ଧମାଳ ଜିଲ୍ଲା ଟିକାବାଲି ଥାନାରେ ଆଜି ପୁଣି ନୂଆ ଥାନା ଭାରପ୍ରାପ୍ତ ଅଧିକାରିଣୀ ଭାବ ରେ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରଜ୍ଞାରୀତାମ୍ବର କର l ଏହା ପୂର୍ବରୁ ଖୁର୍ଦ୍ଧା ଜିଲ୍ଲାର ଜଙ୍କିଆ ଥାନା ରେ ଦାୟିତ୍ୱ ଭାର ନିଭାଉ ଥିଲେ l ବର୍ତ୍ତମାନ ଟିକାବାଲି ଥାନା ରେ ଦାୟିତ୍ୱ ନେଇଛନ୍ତି l ପ୍ରକାଶ ଥାଉକି ଏହା ପୂର୍ଵରୁ ଏହି ଥାନା ରେ ଥିବା କଲ୍ୟାଣୀ ମୟୀ ଷେଣ୍ଢ ଙ୍କ ଅନ୍ୟତ୍ର ବଦଳି ପରେ ନୂଆ ଅଧିକାରୀ ଭାବରେ ବଳଭଦ୍ର ଗଣ୍ଡ, ପ୍ରତିଭା ଟୋପ, ଏହି ଥାନା ରେ ଦାୟିତ୍ୱ ଗ୍ରହଣ କରିଥିଲେ l କିନ୍ତୁ କାହିଁକି କଣ ପାଇଁ  ଅଳ୍ପଦିନକ ପରେଅନ୍ୟତ୍ର ବଦଳି ହୋଇ ଗଲେ ତାର ସଠିକ ଖବର ନାହଁ ଟିକାବାଲି ଅଂଚଳ ବାସୀଙ୍କ ପାଖରେ l ଗତ ତିନି ମାସ ମଧ୍ୟରେ ଏଭଳି ବାରମ୍ବାର କାହିଁକି ଅଦଳ ବଦଳ ହେଉଛି ତାହା ଏକ ପ୍ରଶ୍ନବାଚୀ ସୃଷ୍ଟି କରୁଛି ସମସ୍ତଙ୍କ ମନରେ l ଯାହାରୀ ଫଳରେ ଟିକାବାଲି ଥାନା ପରିସରରେ ଗତ କିଛି ଦିନ ହେବ ଅପରାଧ, ହତ୍ୟା ଅନ୍ୟାୟ ହିଂସା ଏବଂ କୁ କର୍ମ ବାରମ୍ବାର ବଢ଼ିଲାଗିଛି l ଏବଂ ସବୁଠି ଚର୍ଚ୍ଚା ହେଉଛି ଅଞ୍ଚଳ ରେ ମଦ, ଗଂଜେଇ, ସହିତ ବେକାରୀ ସମସ୍ୟା ମୁଣ୍ଡ ଟେକିଛି l ଯାହାରୀ ଫଳରେ ଏଭଳି ଅପରାଧିକ ମାମଲା ବଢ଼ିବାରେ କୁରାଖ ଯୋଗାଉଛି ବୋଲି ବୁଦ୍ଧି ଜୀବି ମହଲ ଚର୍ଚ୍ଚା ଜୋର ଧରିଛି l ଏବଂ ପୁରା ଅଞ୍ଚଳ ବାସୀଙ୍କ ନଜର ବର୍ତ୍ତମାନ ଦାୟିତ୍ୱ ଗ୍ରହଣ କରିଥିବା ନୂଆ ଥାନା ଅଧିକାରିଣୀ କର ମହାଶୟା ଙ୍କ ଉପରେ ସମ୍ପୂର୍ଣ୍ଣ ଭରସା ଓ ବିଶ୍ୱାସ ଯେ,ଅତିଅଧିକ ପାପ ଯଦି ବଢ଼ିଯାଏ  ସଂସାର ରେ ତେବେ ସମାଜ ରେ ସଂସ୍କାର ଆଣିବା ପାଇଁ ଓ ଦୁଷ୍ଟ ଦୁର୍ଜନ ମାନଂକୁ ଉଚିତ ଦଣ୍ଡ ଦେବା ପାଇଁ  ନ୍ୟାୟର ବିଚାର ପାଇଁ ଏକ ପ୍ରଭାବ ଶିଳ ବ୍ୟକ୍ତି ଙ୍କୁ ଦାୟିତ୍ୱ ଭାର ଗ୍ରହଣ କରିବାକୁ ପଡିଥାଏ l ବର୍ତ୍ତମାନ ଆଗକୁ ସମୟ କହିବ ଟିକାବାଲି ଅଞ୍ଚଳ ବାସୀ କିପରି ଉଚିତ ନ୍ୟାୟ ପାଇବେ ଏବଂ ଅଂଚଳ ରେ ଘଟୁଥିବା ଦୁର୍ନୀତି ମଦ, ଗଞ୍ଜେଇ ବିରୋଧ ରେ କିପରି ରୋକ ଲଗାଯାଇ ପାରିବ ଏବଂ ସଭିଙ୍କ ମୁହଁ ରେ କିପରି ହସ, ଖୁସି ଓ ଭାତୃଭାବ, ଫେରି ଆସିବ ତାହା ହିଁ ସାମଗ୍ରୀକ ବିକାଶ ର ମୂଳ ଦୁଆ ହେବ ବୋଲି ଆଶା କରାଯାଇ ପାରିବ l

(ଟିକାବାଲିରୁ ରାଜକିଶୋର ପ୍ରଧାନଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like