-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଜ୍ଞାନ ପ୍ରକାଶର ତରଭା ଶାଖା ଉଦଘାଟିତ

26-Mar-2025



ତରଭା(କପିଳାସ ସେଠ୍): ସ୍ଥାନୀୟ ଏନ୍.ଏ.ସି. ପାଠାଗାର ଠାରେ ଜ୍ଞାନ ପ୍ରକାଶ, ବୌଦ୍ଧ ତରଫରୁ ତରଭା ସହରରେ ଏକ ବ୍ଲକ୍ ଶାଖାର ଉଦଘାଟନୀ ସଭା ଓ କବିତା ଆସର ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରତିଷ୍ଠାତା ଜ୍ଞାନଚାନ୍ଦ ଶତପଥିଙ୍କ ତତ୍ତ୍ୱାବଧାନରେ ସଭାପତି ତଥା ଜୋନାଲ୍ ପ୍ରମୁଖ ହିମାଂଶୁ ପଣ୍ଡା, ଜିଲ୍ଲା ପ୍ରମୁଖ ଶ୍ରୀମତୀ ଗୀତାଞ୍ଜଳି ମିଶ୍ର, ବ୍ଲକ ସଂଯୋଜକ ଶ୍ରୀମାନ ରୋଶନ ସାହୁ, ମୁଖ୍ୟ ଅତିଥି ଡ଼. ଦେବେନ୍ଦ୍ର କୁମାର ନାଏକ ଓ ସମ୍ମାନିତ ଅତିଥି ଡ଼. ବନବାସ କୁମାର ମେହେର ମଞ୍ଚାସୀନ ଥିଲେ |ହିରଣ୍ମୟ ପଟ୍ଟନାୟକଙ୍କ ସଂଯୋଜନାରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି  ଡ଼. ନାଏକ ଭାଷା ବଞ୍ଚିଲେ ଜାତି ବଞ୍ଚିବ ବୋଲି ବକ୍ତବ୍ୟ ରଖିଥିବାବେଳେ ଅନ୍ୟତମ ଅତିଥି ଶ୍ରୀ ମେହେର ଭାଷା ସାହିତ୍ୟର ଅଭିବୃଦ୍ଧି ନିମନ୍ତେ ସମୟ ଉପଯୋଗୀ ସାହିତ୍ୟ ସୃଷ୍ଟି ଦରକାର ବୋଲି ମତ ବ୍ୟକ୍ତ କରିଥିଲେ | 

   ଦ୍ଵିତୀୟ ପର୍ଯ୍ୟାୟରେ ଅଧ୍ୟାପିକା ବୈଜୟନ୍ତୀ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ଆସରରେ କବୟିତ୍ରୀ ଲିନା ମେହେର, ରିତୁପର୍ଣ୍ଣା ମହାପାତ୍ର, ଯମୁନା ମହାପାତ୍ର ମିଶ୍ର, ଶ୍ରଦ୍ଧାଞ୍ଜଳି ପଣ୍ଡା,ପ୍ରଜ୍ଞାପ୍ରାଣ ଲୋକନାଥ ଦଳବେହେରା, ଅଧ୍ଯାପକ ଅଶୋକ କୁମାର ବିଶି, ସୁଧୀର କୁମାର ପଣ୍ଡା, ଜନାର୍ଦ୍ଦନ ଥନାପତି, କିଶୋର ଚନ୍ଦ୍ର ମହାପାତ୍ର, ସଂଜୀବ କୁମାର ସେଠି, ମହେଶ ମିଶ୍ର, ସଞ୍ଜୟ ସାହୁ,ସଂଜୀବ ସାହୁ, ରାଜକିଶୋର ସାହୁ, ହିରଣ୍ମୟ ପଟ୍ଟନାୟକ,ରୋଶନ ସାହୁ ପ୍ରମୁଖ କବିତା ପଠନ କରିଥିଲେ | ଶେଷରେ କବି ପ୍ରବୀଣ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like