-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜ୍ୟ

ସଦାଇପାଲିରେ ରାଜ୍ୟ ସ୍ତରୀୟ ମହାକୋଶଲ କୋଶଲି  ନାଟବାଦୀ-ନାଟଯାତ୍‌ରା ଉଦ୍‌ଘାଟିତ

27-Mar-2025



ବଲାଙ୍ଗିର ତା.୨୬.୦୩( )- ବଲାଙ୍ଗିର ସହର ଉପକଣ୍ଠ ରେ ଥିବା ସଦାଇପାଲି ରାମଜୀ ଯୁବକ ସଂଘ ତରଫରୁ ପଲ୍ଲିଶ୍ରୀ ବିହାର ସ୍ଥିତ ରାଧାକୃଷ୍ଣ ମଣ୍ଡପ ରେ ସାଇଟ୍ ର ପ୍ରତିଷ୍ଠାତା ଡ. ଶ୍ରୀକର ମିଶ୍ର ଓ ତାଙ୍କ ସହଧର୍ମିଣୀ ସାମାଜିକ କର୍ମୀ ସୁଲୋଚନା ମିଶ୍ର ମାଁ ସମଲେଇଶ୍ୱରୀ ଙ୍କ ପୁଜାର୍ଚ୍ଚନା ପରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଂଜନ ମିଶ୍ର ଙ୍କ ଦ୍ୱାରା ରାଜ୍ୟସ୍ତରୀୟ ମହାକୋଶଲ କୋଶଲି ନାଟବାଦୀ-ନାଟଯାତ୍‌ରା ୨୦୨୫ ଉଦଘାଟିତ ହୋଇଯାଇଛି । ତାପରେ ଆଜିର ପ୍ରଥମ ନାଟକ ନାଟ୍ୟକାର ରାଜେଶ କୁମାର କାରିଆ ଙ୍କ ଲିଖିତ ତଥା ଡ. ତୁଷାରକାନ୍ତ ସାହୁ ଙ୍କ ନିର୍ଦ୍ଦେଶିତ “ଅମୃତ ମହୋତ୍ସବ” ନାଟକ ସୋହେଲା ଡ୍ରାମା ଚେତନା ସଂସ୍ଥାର କଳାକାର ମାନେ ପରିବେଷଣ କରିଥିଲେ । ଏହି ନାଟକ ରେ ଗଣତନ୍ତ୍ରକୁ ବଞ୍ଚାଇବାକୁ ହେଲେ ଉଚିତ ପ୍ରାର୍ଥି ଙ୍କୁ ଚୟନ କରି ଶାସନ ଭାର ଦେଲେ ଦେଶ ଠିକ୍ ଚାଲିବ ବୋଲି ବାର୍ତ୍ତାଥିଲା । ପ୍ରଥମ ନାଟକ ପରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସଂଗଠକ ହରିନାରାୟଣ ପୁଜାରୀ ଅଧ୍ୟକ୍ଷତା କରିଥିବା ବେଳେ ସଂଗଠକ ହିମାଂଶୁ ପାଢୀ, ସଂସ୍କୃତି ଅଧିକାରୀ ରଶ୍ମିରଂଜନ ମିଶ୍ର, ନିର୍ଦ୍ଦେଶକ

ପ୍ରଶାନ୍ତ ଖମାରୀ ଓ ସଂପାଦକ ଡ. ନାରାୟଣ ପ୍ରସାଦ ମିଶ୍ର ମଂଚାସୀନ ଥିଲେ । ମୁଖ୍ୟ ଅତିଥି ଭାବରେ ଯୁବନେତା ଗୋପାଲଜୀ ପାଣିଗ୍ରାହୀ ଯୋଗଦାନ କରିଥିଲେ । ସଂପାଦକ ଡ. ମିଶ୍ର ଙ୍କ ସ୍ୱାଗତ ଭାଷଣ ପରେ ନାଟ୍ୟ ନିର୍ଦ୍ଦେଶକ ୰ବ୍ରଜମୋହନ ମିଶ୍ର ଙ୍କ ସ୍ମୃତିରେ ଆଜିର ମଞ୍ଚଟି ସମର୍ପିତ ହୋଇଥିଲା । ପୁନଶ୍ଚ ନାଟ୍ୟକାର ଚିତ୍ତରଂଜନ ଦାଶ ଙ୍କୁ “କୋଶଲ ଗୌରବ ନାଟ୍ୟ ସମ୍ମାନ” ଓ ଦେବରାଜ ସାହୁ ଙ୍କୁ “ଭାଷା ସାହିତ୍ୟ ସମ୍ମାନ” ରେ ସମ୍ମାନୀତ କରାଯାଇଥିଲା । ୪ ଦିନରେ ମୋଟ ୨ଟି କୋଶଲି ନାଟକ, ୨ଟି ଗୀତିନାଟ୍ୟ ଓ ଗୋଟିଏ ଓଡିଆ ନାଟକ ହେବ ବୋଲି ରାମଜୀ ଯୁବକ ସଂଘ ର ସଭାପତି ଡା. ପ୍ରମୋଦ କୁମାର ମିଶ୍ର ଙ୍କ ଠାରୁ ପ୍ରକାଶ । ଦ୍ୱିତୀୟ ନାଟକ ଟି ସେହି ସୋହେଲା ର ରାମଲୀଳା କଳାକାର ମାନେ ଅଗସ୍ତି ଭୋଇ ଙ୍କ ନିର୍ଦ୍ଦେଶନା ରେ “ସୀତାଚୋରୀ” ଗୀତିନାଟ୍ୟ ପରିବେଷଣ କରିଥିଲେ । ଆଗରୁ ଶ୍ରୀ ରାମଲୀଳା ପ୍ରାୟ ପ୍ରତ୍ୟେକ ଗ୍ରାମରେ ତଥା ସହରାଂଚଳ ରେ ମଧ୍ୟ ହୋଇ ଆସୁଥିଲା । ଧିରେ ଧିରେ ସେହି ରାମଲୀଳା ବନ୍ଦ ହୋଇଯାଉଛି । ଏହି ସମୟରେ ରାମଲୀଳା କଳାକାର କୁ ଉତ୍ସାହିତ କରିବା ପାଇଁ ଏଠାରେ ରାମଲୀଳା ର ଆୟୋଜନ ତଥା ନିଜ ମାତୃଭାଷା କୋଶଲି ଭାଷାରେ ନାଟକ ହେଉଥିବାରୁ ଆଜିକାର ଅତିଥି ବୃନ୍ଦ ଆୟୋଜକ ମାନଙ୍କୁ ପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଅନ୍ୟ ମାନଙ୍କ ମଧ୍ୟରେ ରାମଜୀ ଯୁବକ ସଂଘ ବରିଷ୍ଠ ସଦସ୍ୟ ରମେଶ ନାଏକ, ବିରଂଚି ସାଏ ତଥା ଆୟୋଜକ କମିଟୀର ସଦସ୍ୟା ତୃପ୍ତିମୟୀ ମିଶ୍ର, ନମିତା ପଟେଲ, ଲୋପାମୁଦ୍ରା ମିଶ୍ର, ସନ୍ତୋଷ ବ୍ରହ୍ମା, ଆଦିତ୍ୟ ପଟ୍ଟନାୟକ, ପ୍ରଫୁଲ୍ଲ ମିଶ୍ର, ଅଶୋକ ପଧାନ, ଦେବାଶିଷ ପଟ୍ଟନାୟକ, ଜୟନ୍ତ ପଟେଲ, ତଥା ଲୋକନାଥ ସିଂହ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ପ୍ରଶାନ୍ତ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like