-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଉପଖଣ୍ଡ ପୋଲିସ ଅଧିକାରୀ ଙ୍କୁ ବରିଷ୍ଠ ନାଗରିକ ସଂଗଠନର ସମ୍ବର୍ଦ୍ଧନା*- *ସାଇବର କ୍ରାଇମ ସଂପର୍କିତ ସଚେତନତା କର୍ମଶାଳା*-

27-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲl ବୀରମହାରାଜପୁରର ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଏକ ସମ୍ବର୍ଦ୍ଧନା ପର୍ବ ସ଼ହିତ ସାଇବର କ୍ରାଇମ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନର ସଭାପତି ଡ.ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବରେ ବୀରମହାରାଜପୁର ଉପଖଣ୍ଡ ପୋଲିସ  ଅଧିକାରୀ ହେମନ୍ତ କୁମାର ରାଓ ମଞ୍ଚାସୀନ ଥିଲେ । ପ୍ରଥମେ ବରିଷ୍ଠ ସଦସ୍ୟ କୃଷ୍ଣଚନ୍ଦ୍ର ପାଢୀ ଆନୁଷ୍ଠାନିକ ଭାବରେ ସମସ୍ତ ଙ୍କୁ ସ୍ବାଗତ କରିବା ସହିତ ପୋଲିସ ଓ ବରିଷ୍ଠ ନାଗରିକ ଙ୍କ ସଂପର୍କ ସହ  ନିଜର ଅନୁଭୂତି ବର୍ଣ୍ଣନା କରିଥିଲେ। ଅନୁଷ୍ଠାନ ତରଫରୁ ସଭାପତି ଡ.ରଥ ମୁଖ୍ୟ ଅତିଥି ଶ୍ରୀ ରାଓଙ୍କୁ ଉପଢ଼ୌକନ ଓ ଫୁଲତୋଡ଼ା ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଉପଖଣ୍ଡ ପୁଲିସ ଅଧିକାରୀ ପୂର୍ବରୁ ବୀରମହାରାଜପୁର ଥାନାରେ ଭାରପ୍ରାପ୍ତ ଅଧିକାରୀ ଥିଲେ ଏବଂ ଏଠାରେ ଅବସ୍ଥାନ କାଳର ଲୋକ ସଂପର୍କ ବଖାଣିଥିଲେ। ବରିଷ୍ଠ ନାଗରିକ ଙ୍କ ସହଯୋଗ ପାଇଁ ସଦା ସର୍ବଦା ତାଙ୍କ ଦ୍ବାର  ଖୋଲା ରହିବ ବୋଲି ମତବ୍ୟକ୍ତ କରିଥିଲେ ।ଏଥି ସହିତ ସମାଜ ରେ ସାଇବର କ୍ରାଇମ ର ଶିକାର ହେଉଥିବା ଅନେକ ଦୃଷ୍ଟାନ୍ତ ମୂଳକ ଉଦାହରଣ ଦେଇ ସାଇବର କ୍ରାଇମ୍ କୁ କିପରି ରୋକା ଯିବ  ସେ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଅନୁଷ୍ଠାନର ବରିଷ୍ଠ ସଦସ୍ୟ ସୌମିତ୍ରୀ ମେହେର, ଜ୍ଞାନେନ୍ଦ୍ର ତ୍ରିପାଠୀ, ଦୀନବନ୍ଧୁ ମେହେର, ଗୋବର୍ଦ୍ଧନ ମିର୍ଦ୍ଧା,ଦିଲ୍ଲୀପ ତ୍ରିପାଠୀ ପ୍ରମୁଖ ଆଲୋଚନା ରେ ଅଂଶଗ୍ରହଣ କରି ନିଜ ନିଜର ବକ୍ତବ୍ୟ ରଖିଥିଲେ । ସଂପାଦକ ସନ୍ତୋଷ ଷଡ଼ଙ୍ଗୀ, କୋଷାଧ୍ୟକ୍ଷ ଦୟାନିଧି ହୋତା,ସଦସ୍ୟ ଭୂଷଣ କୁମାର ପାତ୍ର, ବାସୁଦେବ ରଥ,ଚମରା ମହାକୁର,ସୁରୁ ସାହୁ, ଶ୍ୟାମସୁନ୍ଦର ସେଠୀ,ଅକୃର ଦନ୍ତା, ବାସୁଦେବ ପଣ୍ଡା,ଗୋପି ମହାକୁର,ଧୃବ ଦାଶ,ବଳରାମ କାଣ୍ଡ ପ୍ରମୁଖ  ଉପସ୍ଥିତ ଥିଲେ। ସଦସ୍ୟ ଡ.ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା କରିଥିବା ବେଳେ ପୂର୍ବତନ ସଭାପତି ଭଗବାନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like