-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ରେସନ କାର୍ଡରେ କମୁଛି ଚାଉଳ: ନବୀକରଣ ପାଇଁ ଅର୍ଥ ଆଦାୟର ପ୍ରଭାବ!

27-Mar-2025



ବରୀ (ରଞ୍ଜିତ ମହାନ୍ତି): ଯାଜପୁର ଜିଲ୍ଲା ବରୀ ରେ ପ୍ରତିବର୍ଷ ମାର୍ଚ୍ଚ ମାସରେ ସରକାରୀ ଖୁଚୁରା ବିକ୍ରେତା ବା ରିଟେଲର ମାନଙ୍କର ଲାଇସେନ୍ସ ନବୀକରଣ ହୋଇଥାଏ। ଏଥିପାଇଁ ଆବଶ୍ୟକ ଅର୍ଥ ସରକାରୀ ଭାବେ ଜମା ଦିଆଯାଇ ଥାଏ। ମାତ୍ର ବରୀ ବ୍ଲକରେ ଆବଶ୍ୟକ‌ତା ଠାରୁ ଅତ୍ୟଧୂକ ଅର୍ଥ ଆଦାୟ ହେଉଥ‌ିବାର ରଥ‌ିବାର ଅଭିଯୋଗ ହୋଇ ଆସୁଛି। ରିଟେଲର ମାନେ ପାଗାଣ ଅଧିକାରୀଙ୍କୁ ଏହି ଅର୍ଥ ଦେବା ପାଇଁ ବିରୋଧ ନକଲେ ମଧ୍ୟ ତୀବ୍ର ଅସନ୍ତୋଷ ପ୍ରକାଶ କରୁଛନ୍ତି,ଯାହାର ପ୍ରଭାବ ରେସନ କାର୍ଡ ଉପଭୋକ୍ତାଙ୍କ ଉପରେ ପଡ଼ୁ ଥିବା ଦେଖିବାକୁ ମିଳୁଛି। ବରୀ ବ୍ଲକ ଅନ୍ତର୍ଗତ ରତଳାଙ୍ଗ, ରପା ଆଦି ପଞ୍ଚାୟତରେ ରେସନ କାର୍ଡ ଜରିଆରେ ଯେଉଁ ଚାଉଳ ବଣ୍ଟନ କରାଯାଉଛି ତାହାର ଓଜନ କମ୍ ରହୁ ଥ‌ିବାର ଦେଖୁବାକୁ ମିଳୁଛି। ଏହି ଏହି ପ୍ରସଙ୍ଗରେ ରିଟେଲର ମାନଙ୍କୁ ପଚାରିବାରେ ପରୋକ୍ଷରେ ନବୀକରଣ ବାବଦକୁ ଖର୍ଚ୍ଚ ହୋଇଥିବା ଅର୍ଥ ଯୋଗୁଁ ଏଭଳି ଅବସ୍ଥା ହେଉଥ‌ିବା ଉତ୍ତର ରଖୁଛନ୍ତି । ଅପରପକ୍ଷରେ ନବୀକରଣ ଅର୍ଥ ଆଦାୟ ସମ୍ବନ୍ଧରେ କୌଣସି ସୂଚନା ବାହାରକୁ ଯେମିତି ପ୍ରଘଟ ନହୁଏ ସେଥିପାଇଁ ଯୋଗାଣ ଅଧିକାରୀ ତାଗିଦ୍ କରିଛନ୍ତି ବୋଲି କିଛି ରିଟେଲର କହିଛନ୍ତି। ବକେୟା ବିଲ୍ ପଇଠ ସମୟରେ ଏଭଳି ମୋଟା ଅଙ୍କର ଅର୍ଥ ମଧ୍ୟ ଆଦାୟ କରାଯାଇ ଥିଲା। ବରୀ ବ୍ଲକ ଅଞ୍ଚଳରେ ଯୋଗାଣ ବିଭାଗରେ ଏଭଳି ଅଚଳାବସ୍ଥା ସୃଷ୍ଟି ହୋଇଥିଲେ ମଧ୍ୟ ପ୍ରତିକାର ପାଇଁ ଜିଲା ପ୍ରଶାସନ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ଅଭିଯୋଗ ହେଉଛି । ଏପରିକି ଗତ ବର୍ଷ ଜୁନ୍ ମାସରୁ ବରୀରେ  କିରୋସିନ ସମ୍ପୂର୍ଣ ଭାବେ ଯୋଗାଣ ବନ୍ଦ ରହିଥିଲା ବେଳେ ଏଯାଏ ସେଥିରେ ସୁଧାର ଆସି ନାହିଁ। ରିଟେଲର ମାନେ କିରୋସିନ ଆଣିବା ପାଇଁ ଅର୍ଥ ପଇଠ କରିଥିଲେ ମଧ୍ୟ ଯୋଗାଣ କେନ୍ଦ୍ର ଦାୟିତ୍ବରେ ଥିବା ଠିକାଦାର ବରୀକୁ ଆସୁନଥିବାରୁ ପଇସା ଫେରସ୍ତ ହୋଇପାରିନାହିଁ ବୋଲି ରିଟେଲର ମାନେ ଅଭିଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like