-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ପି ଏମ ଶ୍ରୀ କୁଶଳେଶ୍ୱର୍ ଉଚ୍ଚ ବିଦ୍ୟାଳୟ ରେ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର ଅନୁଷ୍ଠିତ

27-Mar-2025



ସୋନପୁର( ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ବ୍ଳକ୍ ଡୁଙ୍ଗୁରିପାଲି ସ୍ଥିତ ପିଏମ୍ ଶ୍ରୀ କୁଶଳେଶ୍ୱର୍ ଉଚ୍ଚ ବିଦ୍ୟାଳୟ ରେ ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଅଛି ।ପ୍ରଧାନ ଶିକ୍ଷକ ବାବୁଲାଲ ସାହୁ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ।ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ୍ ଅଫିସର ରବିଚନ୍ଦ୍ର ପଶାୟତ ମୁଖ୍ୟ ସାଧନ କର୍ମୀ ଭାବେ ଯୋଗଦେଇଥିଲେ।ଏହି ଶିବିରରେ ଚନ୍ଦ୍ର ଶେଖର ମହାପାତ୍ର,ଆଶିଷ କୁମାର ନାଏକ,କୋପେଶ ଚନ୍ଦ୍ର ପଣ୍ଡା,ଏବଂ ବନମାଳୀ ମେହେର ସାଧନ କର୍ମୀ ଭାବେ ଛାତ୍ର ଛାତ୍ରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ହଠାତ୍ ମୂର୍ଚ୍ଛା ହେବା,ସାପ କାମୁଡା,ଏବଂ ନିଆଁ ରୁ ରକ୍ଷା ପାଇବା ପାଇଁ ପ୍ରତିରକ୍ଷାତ୍ମକ ବ୍ୟବସ୍ଥା ତଥା ହାଡ଼ ଭଙ୍ଗା,ମୁଣ୍ଡ ଫଟା,ରକ୍ତସ୍ରାବ ର ତତ୍କାଳ ଚିକିତ୍ସା ଓ ବ୍ୟବସ୍ଥା ସମ୍ପର୍କରେ ଛାତ୍ର ଛାତ୍ରୀଙ୍କୁ ସୂଚନା ପ୍ରଦାନ କରାଯାଇଥିଲା। ବିଜ୍ଞାନ ଶିକ୍ଷକ ଚକାନୟନ ମେହେର ,ଜୁନିଅର ରେଡକ୍ରସ୍ କାଉନସିଲର ସଞ୍ଜୟ କୁମାର ପ୍ରଧାନ,ଏବଂ ସଂସ୍କୃତ ଶିକ୍ଷକ ଏକାଦଶ ବର୍ଗେଇ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।ଶିକ୍ଷୟିତ୍ରୀ ନନ୍ଦିନୀ ମାହାନା,ସ୍ନେହଲତା ଖେତି,ଚୌଧୁରୀ ବିଭାର,ଆଦିତ୍ୟ କିଶୋର ପାଢ଼ୀ,ନିବେଦିତା ମିଶ୍ର ଶିବିର ପରିଚାଳନା କରିଥିଲେ।ଏଥିରେ ବାଳମୁକୁନ୍ଦ ସେଠି,ଚମାର ବାଘ ପ୍ରମୁଖ ସଯୋଗ କରିଥିଲେ। ବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ଏଥିରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like