-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଖେଳ

ଜିଲ୍ଲାସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦଯାପିତ: ଦର୍ଲିମୁଣ୍ଡା ଚମ୍ପିଆନ

17-Jan-2021



ପାଟଣାଗଡ଼,(ଗୋରେଖନାଥ ବରିହା): ବେଲପଡା ବ୍ଲକ ତେତେଲମୁଣ୍ଡା ଗାଁ ର ସ୍ପାର୍ଟlନ କ୍ଲବ ଦ୍ୱାରା ଅନୁଷ୍ଠିତ ଜ଼ିଲ୍ଲା ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି l ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଙ୍ଘର ମହାସଚିବ ନିରଞ୍ଜନ ବିଶି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ତେନ୍ତୁଳିମୁଣ୍ଡା ସରପଞ୍ଚ ଭୀମସେନ ମେହେର, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗବନ୍ଧୁ ମାଝି, ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମ୍ପାଦକ ସାରଥୀ ବାଗ, ସହସମ୍ପାଦକ ଗିରିଧାରୀ ଭୋଇ ଯୋଗ ଦେଇଥିଲେ l ଉଦଯାପନୀ ଉତ୍ସବରେ ଶ୍ରୀ ବିଶି  ଉଦବୋଧନ ଦେଇ କହିଥିଲେ ଯେ ଗ୍ରାମାଞ୍ଚଳରେ ଫୁଟବଲ ଖେଳାଳି ମାନଙ୍କ ଚମତ୍କାର କ୍ରୀଡା ପ୍ରତିଭା ରହିଛି କିନ୍ତୁ କ୍ରୀଡା  ଭିତ୍ତିଭୂମି ନାହିଁ,ସରକାରୀ ପ୍ରୋତ୍ସାହନ ନାହିଁ, ଆର୍ଥିକ ସହାୟତା ଦିଆଯାଉ ନାହିଁ, କ୍ରୀଡା ଏବଂ ସଂସ୍କୃତି ବିଭାଗ ତରଫରୁ କ୍ରୀଡା ସାମଗ୍ରୀ  ଦିଆଯାଉ ନାହିଁ, ଏସବୁ ଅସୁବିଧା ସତ୍ୱେ ଗ୍ରାମାଞ୍ଚଳର ଫୁଟବଲ ପ୍ରେମୀ ଫୁଟବଲ ଖେଳକୁ ଟୁର୍ଣ୍ଣାମେଣ୍ଟ ମାଧ୍ୟମରେ ଉଦ୍ଜୀବିତ କରି ରଖିଛନ୍ତି l  ଫୁଟବଲ ଭାରତର ପୁରପଲ୍ଲୀ ରୁ ଦିଲ୍ଲୀ ପର୍ଯ୍ୟନ୍ତ ଆଦୃତ l ଫୁଟବଲ ଖେଳାଳି ମାନଙ୍କୁ ସୁବିଧା ଯୋଗାଇ ଦେଲେ ରାଜ୍ୟସ୍ତରୀୟ ଖେଳ ପ୍ରତିଯୋଗିତାରେ ସଫଳ ହୋଇ ପାରିବେ ବୋଲି ପ୍ରକାଶ କରିଥିଲେ l ଫାଇନାଲ ଖେଳ ସ୍ପାର୍ଟନ କ୍ଲବ ତେନ୍ତୁଳିମୁଣ୍ଡା ଏବଂ ଦର୍ଲିମୁଣ୍ଡା ମଧ୍ୟରେ ହୋଇଥିଲା l ତେନ୍ତୁଳିମୁଣ୍ଡା ଦଳକୁ ପେନାଲଟି କିକ ରେ ଗୋଟିଏ ଗୋଲରେ ଦର୍ଲିମୁଣ୍ଡା ପରାସ୍ତ କରି ବିଜୟୀ ହୋଇଥିଲା l ମୁଖ୍ୟଅତିଥି ଶ୍ରୀ ବିଶି ବିଜୟୀ ଦଳକୁ ସିଲ କପ ଏବଂ ଦଶ ହଜାର ଟଙ୍କା ପ୍ରଦାନ କରିଥିଲେ l ସମ୍ମାନିତ ଅତିଥି ସରପଞ୍ଚ ଶ୍ରୀ ମେହେର, ବେଲପଡ଼ା ଏ.ବି.ଇ. ଓ  ଶ୍ରୀ ମାଝି ,ସମ୍ପାଦକ ଶ୍ରୀ ବାଗ, ସହସଂପାଦକ ଶ୍ରୀ ଭୋଇ ରନର ଦଳ, ଚମ୍ପିୟନ, ଶ୍ରେଷ୍ଠ ଗୋଳ କିପର, ଶ୍ରେଷ୍ଠ ରନର, ମେନ ଅଫ ଦି ମ୍ୟାଚ, ରେଫରୀ ମାନଙ୍କୁ ଟ୍ରଫି, ମେଡାଲ ଓ କପ ପ୍ରଦାନ ପୂର୍ବକ ପୁରସ୍କୃତ କରିଥିଲେ l ଭୂପାଲ ବିଶ୍ୱାଳ ଖେଳର ଧାରା ବିବରଣୀ ସହିତ ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like