-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଗବେଷିକାଙ୍କ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ

27-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ସୋହେଲା ବ୍ଲକର ବିଭିନ୍ନ ଉଚ୍ଚ ବିଦ୍ୟାଳୟକୁ ନିଜର ଗବେଷଣାର ତଥ୍ଯ ସଂଗ୍ରହ ପାଇଁ ଗବେଷିକା ପ୍ରମିତା ନାୟକ ପରିଦର୍ଶନ କରିଥିଲେ । ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରେ ଡ. ପର୍ଶୁରାମ ମିଶ୍ର ଅଗ୍ରଗାମୀ ଶିକ୍ଷା ପ୍ରତିଷ୍ଠାନର ଗବେଷିକା ପ୍ରମିତା ନାୟକ " ବରଗଡ ଜିଲ୍ଲାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପଠନ ଅଭ୍ଯାସ, ବୁଦ୍ଧିମତା ଏବଂ ଚାପର ଶୈକ୍ଷିକ ଉପଲବ୍ଧି ଉପରେ ପ୍ରଭାବର ଏକ ଅଧ୍ୟୟନ" ଶୀର୍ଷକ ଉପରେ ନିଜର ଗବେଷଣା ପାଇ ଆବଶ୍ୟକ ତଥ୍ଯ ଏବଂ ସୁଚନା ସଂଗ୍ରହ କରିବା ପାଇଁ ସୋହେଲା ବ୍ଳକର ଜଟଲା, ସରକଣ୍ଡା, କନଗାଁ, ସୋହେଲା ବାଳକ ଉଚ୍ଚ ବିଦ୍ୟାଳୟ, ସୋହେଲା ବାଳିକା ଉଚ୍ଚ ବିଦ୍ୟାଳୟ ଓ ପାଣିମୋରା ଉଚ୍ଚ ବିଦ୍ୟାଳୟକୁ ପରିଦର୍ଶନ କରି ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ  ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିଥିଲେ । ଏହି ପରିଦର୍ଶନ ସମୟରେ ସମ୍ବଲପୁର ବିଶ୍ବ ବିଦ୍ୟାଳୟ ଜ୍ୟୋତିବିହାର ଶିକ୍ଷା ବିଭାଗର ମୁଖ୍ଯ ପ୍ରଫେସର ଯୁବରାଜ ଖମାରୀ, ସିଆରସିସି କେଦାରନାଥ ସାହୁ, ସିଆରସିସି  ନରେଶ ଚନ୍ଦ୍ର ସାହୁ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like