-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଜିଲା ସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା :-

27-Mar-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୂଚନା ଅଧ‌ିକାର ଆଇନ-୨୦୦୫ ଅଧିନିୟମ ୪ (୧) (ବି)ର ପୂର୍ଣାଙ୍ଗ କାର୍ଯ୍ୟନ୍ୱୟନ ଉଦ୍ଦେଶ୍ୟରେ ପ୍ରଶାସନ ତରଫରୁ ଏକ ଜିଲ୍ଲା ସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ  ହୋଇଯାଇଛି।ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ମାର୍ଗ ଦର୍ଶିକା ଅନୁଯାୟୀ ଜିଲ୍ଲାପ୍ରଶାସନ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏହି କର୍ମଶାଳା ଅନୁଷ୍ଠିତ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ତଥା  ସୂଚନା ଅଧିକାର ଆଇନ ୨୦୦୫ ଜିଲ୍ଲା ନୋଡାଲ ଅଧିକାରୀ ଶ୍ରୀଯୁକ୍ତ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ଅତିରିକ୍ତ ବନ ସଂରକ୍ଷକ ଶ୍ରୀ ନାଗ, ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ ସ୍ୱଚ୍ଛ, ଦୁର୍ନୀତିମୁକ୍ତ ସୁଶାସନ  ବ୍ୟବସ୍ଥାରେ ସୂଚନା ଅଧିକାର ଆଇନର ଗୁରୁତ୍ୱ ଓ ମହତ୍ୱ ଉପରେ ଆଲୋକପାତ କରିଥିଲେ । ସମସ୍ତ ଜନ ସୂଚନା ଅଧିକାରୀ ସେମାନଙ୍କ କାର୍ଯ୍ୟାଳୟର ସୂଚନା ଅଧିକାର ଆଇନ ପୋର୍ଟାଲ ରେ ୧୭ ସ୍ୱତଃ ପ୍ରକଟିକରଣ କୁ ଅପଡେଟ କରିବା ସହ ସମସ୍ତ ସୂଚନାକୁ ମାର୍ଚ୍ଚ ୩୧ ସୁଦ୍ଧା ଓଡ଼ିଆରେ ମଧ୍ୟ ପ୍ରକଟିକରଣ କରିବାକୁ ପରାମର୍ଶ ଦେଇଥିଲେ। ସଂସାଧକ/ ବିଷୟ ବିଶାରଦ ଭାବେ  ସୂଚନା କର୍ମୀ ସ୍ୱାଧୀନ ମେହେର ଯୋଗଦେଇ ସ୍ୱତଃ ପ୍ରକରଣର ୧୭ ଗୋଟି ବିନ୍ଦୁ ଉପରେ ସୂଚିତ କରିବା ସହିତ ଅପଡେସନ ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ସୂଚନା  ଅଧିକାର ଆଇନ ୨୦୦୫ ର ରୂପରେଖର ଆଲୋକପାତ କରି ଦରଖାସ୍ତ ଗ୍ରହଣ, ପ୍ରଦାନ, ଅନ ଲାଇନରେ ସମସ୍ତ ପ୍ରକ୍ରିୟା ସମ୍ପାଦନ ତଥା ଆଇନର ଵିଧି ବ୍ୟବସ୍ଥା ସହ ଜନ ସୂଚନା ଅଧିକାରୀଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ତଥା ବ୍ୟବସ୍ଥିତ ସମ୍ପାଦନ ଆଦି ଉପରେ ପ୍ରାଞ୍ଜଳ ଆଲୋଚନା କରିଥିଲେ। ଏହି ଅବସରରେ ପାୱାର ପଏଣ୍ଟ ଜରିଆରେ ଅପଡେଟ କରିବାର ପ୍ରକିୟା ସହ ସୂଚନା ଆଇନରେ ଜନ ସୂଚନା ଅଧିକାରୀଙ୍କ ଦାୟିତ୍ୱ କର୍ତ୍ତବ୍ୟ ତଥା ଆଇନର ବିଭିନ୍ନ ବିଷୟ ଉପରେ ଉପସ୍ଥାପନ କରାଯାଇଥିଲା। କର୍ମଶାଳାର ପ୍ରଶ୍ନୋତ୍ତର ସମୟ ମଧ୍ୟରେ ପ୍ରଶିକ୍ଷାର୍ଥୀ ମାନେ ସୂଚନା ଅଧିକାର ଆଇନରେ ଆବେଦନ ଗ୍ରହଣ, ଉତ୍ତର ପ୍ରଦାନ କ୍ଷେତ୍ରରେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ବନ୍ଧରେ ପ୍ରଶ୍ନ ପଚାରି ନିଜ ନିଜର ସନ୍ଦେହ ଦୂର କରିଥିଲେ। ଜିଲ୍ଲା ସ୍ୱାସ୍ଥ୍ୟ,ଶିକ୍ଷା, କୃଷି, ମହିଳା ଓ ଶିଶୁ ବିକାଶ,ଶିଶୁ ସୁରକ୍ଷା, ଶ୍ରମ,ଦକ୍ଷତା ବିକାଶ ଓ ନିୟୋଳନ,ଜନସ୍ବାସ୍ଥ୍ୟ,ପ୍ରାଣୀ ସମ୍ପଦ, ରାଜସ୍ୱ,, ପଞ୍ଚାୟତିରାଜ, ବନବିଭାଗ ଆଦି ବିଭାଗ କାର୍ଯ୍ୟଳୟର ଜନ ସୂଚନା ଅଧିକାରୀ ପ୍ରଥମ ଅପିଲ କର୍ତ୍ତୃପକ୍ଷ ସହକାର  ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଏହି କର୍ମଶାଳାରେ ଉପସ୍ଥିତ ଥିଲେ । ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଭୋଇ କାର୍ଯ୍ୟକ୍ରମ ସଂଯୋଜନା କରିଥବା ବେଳେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଜନ ସୂଚନା ଅଧିକାରୀ ସତ୍ୟଭାମା କହଁର ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like