-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ମାଟୁପାଲି ଛକ ରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ୪ ମୃତ ୧ ଗୁରୁତର*- *ମୃତ ୩ କର୍ମଚାରୀ ଙ୍କ ପରିବାର କୁ ଟାଟା ପାୱାର ଗ୍ରୁପ ଇନ୍ସୁରେନ୍ସ ପକ୍ଷରୁ ୩୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବ*-

27-Mar-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ର  ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟୁପାଲି ଛକଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଥିଲେ ।  ଖବର ଅନୁସାରେ ସୋନପୁର ପଟୁ ଦୃତ ଗତିରେ ଆସୁଥିବା ଏକ ହଇୱା ଗାଡ଼ି ଏବଂ ସିଣ୍ଡୋଲ ପଟରୁ ଆସୁଥିବା ଏକ ବୋଲେରୋ ମଧ୍ୟରେ ଜୋରଦାର ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ ବୋଲେରୋ ରେ ଥିବା ଟି ପି ଡବ୍ଲୁ ଓ ଡି ଏଲ ର ୩ ଜଣଙ୍କ ମଧ୍ୟରୁ ୨ ଜଣ ଘଟଣା ସ୍ଥଳରେ ହିଁ ମୃତ୍ୟୁବରଣ କରିଥିବାବେଳେ ପୁଣି ଜଣେ ଗୁରୁତର ଆହତ ହୋଇ ଚିକିତ୍ସିତ ଅବସ୍ଥାରେ ଆଜି ମୃତ୍ୟୁ ବରଣ କରି ଛନ୍ତି। ଏପରିକି ବୋଲେରୋକୁ ଧକ୍କା ଦେବା ପରେ ହାଇୱା ଟି ରାସ୍ତା କଡ଼ରେ ଓଲଟି ପଡିଥିଲା। ଯlଦ୍ୱାରା ହାଇୱାରେ ଥିବା  ଡ଼୍ରାଇଭର ମଧ୍ୟ ଆଜି ମୃତ୍ୟୁ ବରଣ କରିଥିବା ବେଳେ ହେଲ୍ପର ଗୁରୁତର ଆହତ ହୋଇଛନ୍ତି।  ମୃତକ ୪ ମଧ୍ୟରୁ  ଟାଟା ପାୱାରର ୩ ଜଣ କର୍ମଚାରୀ ଓ ହାୱାଇ ଗାଡି ର ଜଣେ ଡ଼୍ରାଇଭର ବୋଲି ଜଣା ପଡିଛି। ଉଲୁଣ୍ଡା ଅଗ୍ନିଶମ ବିଭାଗ ସଦଳବଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ଗୁରୁତର ବ୍ୟକ୍ତି ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାକୁ ପଠାଇଛନ୍ତି । ଘଟଣା ସ୍ଥଳରେ ଉଲୁଣ୍ଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କିଛି ବେସରକାରୀ ସଂସ୍ଥା  ମାଲିକ ମାନେ ଏବେ ନିଜ ବ୍ୟବସାୟ ରେ ଲଗାଇ ଥିବା  ଶହ ଶହ ଟ୍ରକ୍ ହାୱାଇ ଟ୍ରଲି ଭଳି ହେଭି ଗାଡି ଗୁଡ଼ିକ ରେ ଅତି କମ ବେତନ ରେ  ଛୋଟ ପିଲା ମାନଙ୍କୁ ପୁଣି ବିନା ଲାଇସେନ୍ସ ରେ ନିୟୋଜିତ କରିଥିବା ଜଣା ଯାଇଛି l  ଯେଉଁଥି ପାଇଁ କି ବଡ ବଡ ଦୁର୍ଘଟଣା ବଢିବାରେ ଓ ସାଧରଣ ଲୋକ ଙ୍କ ଧନ ଜୀଵନ ନଷ୍ଟ ହେଉଛି l କଡା କଡି ଯାଞ୍ଚ କରିବା ସହ ଏ ଦିଗରେ ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ବାସୀ ଦାବୀ କରିଛନ୍ତି l ଟି ପି ଡ ବ୍ଲୁ ଓ ଡି ଏଲ ର ମୃତ ତିନି ଜଣ କର୍ମଚାରୀଙ୍କ ଶୋକ ସନ୍ତପ୍ତ ପରିବାର କୁ ଟାଟା ପାୱାର ବିଦ୍ୟୁତ୍ ବିଭାଗ କମ୍ପାନୀ ପକ୍ଷରୁ ୩୦ ଲକ୍ଷ ଟଙ୍କା ଲେଖାଏଁ ଗ୍ରୁପ ଇନ୍ସୁରେନ୍ସ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଖବର ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like