-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ଅର୍ଡାବାହାଲ ଉଚ୍ଚ ମାଧ୍ୟମିକ ସ୍କୁଲରେ ପିତାମାତା ଅଂଶିଦାର ସମାବେଶ ଅନୁଷ୍ଠିତ

27-Mar-2025



କୁଚିଣ୍ଡା(ସିଲୁ ସୁନାନୀ): କୁଚିଣ୍ଡା ଉପଖଣ୍ଡର ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଅର୍ଡାବାହାଲ ସ୍ଥିତ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୁଚିଣ୍ଡା  ଆଇ. ଟି. ଡି. ଏ. ର ପି. ଏ. ହେମସାଗର ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ ବିଶିଷ୍ଟ ସମାଜସେବୀ ଓ ଶିକ୍ଷାବିତ୍ ସୁବାସ ଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଛାତ୍ରୀ ମାନଙ୍କ ପିତା ମାତା ଏହି ଅନୁଷ୍ଠାନର ଏକ ଅଂଶ ହୋଇ ଥିବାରୁ  ଛାତ୍ରୀ ମାନଙ୍କୁ କୌଣସି ଚାପ ନ ଦେଇ ଯୁକ୍ତ ଦୁଇ ପରେ ନିଜ ଶିକ୍ଷା ର ରଥ କୁ ଆଗେଇ ନେବାକୁ ସହାୟକ ଦେବାକୁ ଆହ୍ବାନ ଦେଇ ଥିଲେ ।ମୁଖ୍ୟ ବକ୍ତା ଭାବରେ କୁଚିଣ୍ଡା ର ଅବସର ପ୍ରାପ୍ତ ଏ. ବି.ଇ .ଓ. ଗୌରାଙ୍ଗ କୁସୁମ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ସରକାରି କାର୍ଯ୍ୟକ୍ରମ ଗୁଡ଼ିକର ସୂଚନା ଦେଇଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ କରୁଣା କର ନିଶାନ,ଜିଲ୍ଲା ସାମ୍ବାଦିକ ସଂଘ ସଭାପତି ପ୍ରଭାତ ବେହେରା, ଡ଼ ବ୍ଲୁ ଇ ଓ ଆଶିଷ କୁମାର ନାୟକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଛାତ୍ରୀ ମାନଙ୍କ ସକାଶେ ପିତା ମାତା ଙ୍କ କର୍ତ୍ତବ୍ୟ ସମ୍ପର୍କରେ କହିଥିଲେ ।ପ୍ରାରମ୍ଭରେ ଅଧ୍ୟକ୍ଷ ରଞ୍ଜନ ନାଏକ ସ୍ଵାଗତ ଭାଷଣ ଦେବା ସହ ସ୍କୁଲ ବିଗତ ଚାରିବର୍ଷ କିପରି ଶତ ପ୍ରତିଶତ ପାସ ହର ରଖି ରାଜ୍ୟ ସ୍ତରରେ ପୁରସ୍କୃତ ହୋଇଛି ତାର ସୂଚନା ଦେଇଥିଲେ ।ଛାତ୍ରୀ ଗଣ ସ୍ଵାଗତ ସଙ୍ଗୀତ ଗାନ କରିଥିଲେ । ସଭାପତି ଶ୍ରୀ ଭୋଇ ଅନୁସୂଚିତ ଜାତି ଓ ଜନ ଜାତି ବର୍ଗ ନିଜ ଉପରେ ଆତ୍ମା ବିଶ୍ୱାସ ରଖି ଆଗେଇ ଯିବାକୁ ଆହ୍ବାନ ଦେଇଥିଲେ ।ଏହି ପ୍ରଥମ ଅଧିବେଶନ ରେ ଅଧ୍ୟାପିକା ଶୁଭ ଲକ୍ଷ୍ମୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।ଏହା ପରେ ଅଧ୍ୟକ୍ଷ  ରଞ୍ଜନ ନାୟକ ଙ୍କ ସଭାପତିତ୍ବରେ ଆୟୋଜିତ ଦ୍ବିତୀୟ ଅଧିବେଶନ ରେ ମୁଖ୍ୟ ଅତିଥି ଅବସର ପ୍ରାପ୍ତ ଅଧ୍ୟକ୍ଷ ସୁବାସ ନାୟକ  ଚାରି ଗୋଟି ବିଭାଗରେ ଛାତ୍ରୀ ଓ ଅଭିଭାବକ ଭିତରେ ହୋଇ ଥିବା ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ଙ୍କୁ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରିଥିଲେ । ଏସ ଏମ ସି ସଭ୍ୟା ଜୁଲାଇ ଲାକ୍ରା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଥିଲେ ।ଏହି ସଭାରେ ବରିଷ୍ଟ ଅଧ୍ୟାପିକା ତୃପ୍ତି ପଟେଲ, ଶୁନିମା ନାୟକ,ଅଧ୍ୟାପକ ଗୁରୁଜନ ଖୁଣ୍ଟିଆ, ଉଦୟ କୁମାର ଦ୍ୱିବେଦୀ,ସୁଭଳକ୍ଷ୍ମୀ ପଟ୍ଟନାୟକ ପ୍ରମୁଖ ନିଜ ନିଜ ବିଭାଗ ସମ୍ପର୍କରେ ସୂଚନା ଦେଇଥିଲେ ।ଅଭିଭାବକ ମଧ୍ୟରୁ କୈଳାସ ଓରାମ, ସୁଭାଷିନୀ କିସାନ, ଗୋବିନ୍ଦ କୁଜୁର୍,ଛାତ୍ରୀ ଗଣ ବର୍ଷା ମୁଣ୍ଡା, ଛବିଶ୍ରୀ ରୋହିଦା ସ, ସୁପ୍ରିୟା ଗଡ ନାୟକ, ଅନିତା ମିର୍ଦ୍ଧା,ପଟେଲ ମାଝୀ ପ୍ରମୁଖ ଭାଷଣ ଦେଇ ନିଜ ନିଜ ଅଭିଜ୍ଞତା ସମ୍ପର୍କରେ ସୂଚନା ଦେଇଥିଲେ । ଶେଷରେ  ଅଧ୍ୟାପକ  ଗୁରୁଜନ ଖୁଣ୍ଟିଆ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like