-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ନାଟ୍ୟ ନିର୍ଦ୍ଦେଶକ ବ୍ରଜ ମୋହନ ମିଶ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ବଲାଙ୍ଗିର ନାଟ୍ୟପ୍ରେମୀ

27-Mar-2025



ବଲାଙ୍ଗିର(ପ୍ରେରଣା ଖବର): ନାଟ୍ୟ ନିର୍ଦ୍ଦେଶକ ବ୍ରଜ ମୋହନ ମିଶ୍ରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ବଲାଙ୍ଗିର ସାମ୍ବାଦିକ ଭବନରେ ଅନୁଷ୍ଠିତ ବଲାଙ୍ଗିର ନାଟ୍ୟକର୍ମୀ ଓ ନାଟ୍ୟପ୍ରେମୀଙ୍କ ଦ୍ୱାରା ଅନୁଷ୍ଠିତ ଏହି ଶ୍ରଦ୍ଧାଞ୍ଜଳି ସଭାରେ ବରିଷ୍ଠ ନାଟ୍ୟ କର୍ମୀ ଅବଦୁଲ ଜମାଲ ଖାନ ସଂଯୋଜନା କରିଥିବା ବେଳେ ୫୦ ରୁ ଅଧିକ ନାଟ୍ୟକର୍ମୀ ଓ ନାଟ୍ୟ ପ୍ରେମୀଗଣ ଦିିବଂଗତ ଆତ୍ମାକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଆଜି ବିଶ୍ୱ ନାଟ୍ୟ ଦିବସ ଅବସରରେ ନିକଟରେ ଇହଲିଳା ତ୍ୟାଗ କରିଥିବା ନାଟ୍ୟକାର ସ୍ୱର୍ଗତ ବ୍ରଜ ମୋହନଙ୍କ ଉଦ୍ଦେଶ୍ୟରେ ସଭା ପ୍ରାରମ୍ଭରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ପରେ ପରେ ବକ୍ତାମାନେ ସ୍ୱର୍ଗତ ଶ୍ରୀ ମିଶ୍ରଙ୍କ ସ୍ମୃତି ଚାରଣ କରିବା ସହ ନାଟକର ଦଶା ଓ ଦିଶା ଉପରେ ମତବ୍ୟକ୍ତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନାଟ୍ୟଭୁଷଣ ଜଗଦାନନଦ ଛୁରିଆ, କୃଷ୍ଣ ଚନ୍ଦ୍ର ମଶ୍ର, ସାମ୍ବାଦିକ ସୁବାଷ ପଣ୍ଡା, ସାମ୍ବାଦିକ ସୁଧିର ଚନ୍ଦ୍ର ପଣ୍ଡା, ଗୋପବନ୍ଧୁ ରଥ, ଭାଗିରଥି ମିଶ୍ର, ବିଜୟ ତ୍ରିପାଠି, ଅଭିନେତା  ରତନ ମେହେର, ଚିତ୍ତ ରଞନ ମିଶ୍ର, ଦତ୍ତାନନ୍ଦ ପଣ୍ଡା,  ପ୍ରହଲ୍ଲାଦ ଶତପଥି, ଗଗନ ମହାନ୍ତି ସାମ୍ବାଦିକ ଗୋପବନ୍ଧୁ ଶତପଥି ପ୍ରମୁଖ ସ୍ୱର୍ଗତ ଶ୍ରୀ ମିଶ୍ରଙ୍କ ଅଦ୍ୱିତିୟ ପ୍ରତିଭା ଉପରେ କହିଥିଲେ । ଶେଷରେ ବରିଷ୍ଠ ନାଟ୍ୟକର୍ମୀ ତଥା ଶିକ୍ଷାବିତ୍ ସନାତନ ଠାକୁର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like