-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ ଶିବିର ଉଦଯାପିତ: " ଗୁଣାତ୍ମକ ଚିନ୍ତା ବିନା ପ୍ରଗତି ଅସମ୍ଭବ"

27-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ପି.ଆର.ହାଇସ୍କୁଲର ସଭାଗୃହଠାରେ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ତ୍ରିଦିବସୀୟ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି।   ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ମୁଖ୍ଯ ଅତିଥି,ସମ୍ମାନୀତ ଅତିଥି ଭାବେ ପୂର୍ବତନ ଜୁନିୟର ରେଡକ୍ରସ ଅଫିସର  ଧର୍ମସିଂ ମିଶ୍ର,ସୁବାଷ ଚନ୍ଦ୍ର ପଟେଲ, ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀ,ଜିଲ୍ଲା ଜୁନିୟର ରେଡକ୍ରସ ସମ୍ପାଦକ ପ୍ରଦୀପ

ପାତ୍ର, କ୍ଯାମ୍ପ ପର୍ଯ୍ଯବେକ୍ଷକ ଭାବେ ନୀଳମଣି ପଟେଲ ମଞ୍ଚାସୀନ ଥିଲେ। ମୁଖ୍ଯ ଅତିଥି ଶ୍ରୀ ନାଗ ନିଜ ବକ୍ତବ୍ଯରେ ଗୁଣାତ୍ମକ ଚିନ୍ତା ବିନା ପ୍ରଗତି ଅସମ୍ଭବ ବୋଲି କହିବା ସହ ମଣିଷର ବ୍ଯବହାର ହିଁ ତା'ର ପ୍ରକୃତ ପରିଚୟ ଜଣାଇଥାଏ ବୋଲି ନିଜ ବକ୍ତବ୍ଯରେ କହିଥିଲେ। ପ୍ରାତଃ ଅଧିବେଶନରେ ସମସ୍ତ ପରାମର୍ଶଦାତା ରେଡକ୍ରସ ସମ୍ବନ୍ଧୀୟ ବିଭିନ୍ନ ସ୍ଲୋଗାନ ସହ ପରିବେଶ ସୁରକ୍ଷା,ରକ୍ତଦାନ,ବୃକ୍ଷ ରୋପଣ ସ୍ଲୋଗାନ ଦେଇ ପିସ୍ ମାର୍ଚ୍ଚ ରେ ସହର ପରିକ୍ରମା କରିଥିଲେ। ଏହି ଅବସରରେ ଆୟୋଜିତ ରକ୍ତଦାନ ଶିବିରକୁ ଜିଲ୍ଲା ଶିକ୍ଷା

ଅଧିକାରୀ ପ୍ରଦୀପ ନାଗ ଉଦ୍ଘାଟନ କରିଥିଲେ। ୩୭ଜଣ ପରାମର୍ଶଦାତା ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ଜୁନିୟର ରେଡକ୍ରସ ସମ୍ପାଦକ ପ୍ରଦୀପ ପାତ୍ର ଓ ଜୁନିୟର ରେଡକ୍ରସ ଅଫିସର ବିକାଶ ରଂଜନ ସାହୁ ଶିବିରରେ ୩୭ଜଣ ରକ୍ତଦାନ କରିଥିବା ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ ପ୍ରମାଣପତ୍ର ପ୍ରଦାନ କରିଥିଲେ। ଅଗ୍ନିଶମ ବିଭାଗ ତରଫରୁ ତେଜକୁମାର ଏକ୍କା ଓ ଦଳ ବିପତ୍ତି ସମୟରେ ଉଦ୍ଧାର କାର୍ଯ୍ଯ,ଟ୍ରାଫିକ୍ ପୋଲିସ ପକ୍ଷରୁ ବବିତା ଦୋରା ସଡକ ସୁରକ୍ଷା ଏବଂ ଜୀବନରେ ଆସୁଥିବା  ବିପତ୍ତି ବେଳେ ଆଶୁ ଚିକିତ୍ସା ସମ୍ପର୍କରେ ଏବଂ ବଳିଷ୍ଠ ପଧାନ ଓ ଦୟାନନ୍ଦ ଷଡଙ୍ଗୀ ସଡକ ସୁରକ୍ଷାର ବିଭିନ୍ନ ଦିଗ ଉପରେ କହିବା ସହ ସଂଯତ ଓ ଶୃଙ୍ଖଳିତ ଭାବେ ଗାଡି ଚଳାଇଲେ କେତେକାଂଶରେ ସଡକ ଦୁର୍ଘଟଣାକୁ ଏଡେଇ ଦେଇପାରିବା ବୋଲି କହିଥିଲେ। ସାଧନକର୍ମୀ ଦିଲିପ ଧଳ ଜଳବାୟୁ ପରିବର୍ତ୍ତନ ଓ ବିଶ୍ବତାପନ ବିଷୟରେ ସଚେତନ କରିଥିଲେ।ପରାମର୍ଶଦାତାଙ୍କ ମଧ୍ଯରୁ ମୌସୁମୀ ନାୟକ ଓ ମୂରଲୀଧର ମେହେର ଏହି ତ୍ରୀଦିବସର ଅନୁଭୂତି ବର୍ଣ୍ଣନା କରିଥିଲେ। ଶେଷରେ ସମସ୍ତ ଶିବିରାର୍ଥୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।କାର୍ଯ୍ଯକ୍ରମର ସଂଯୋଜନା ରବୀନ୍ଦ୍ର ଠେଟୁଆଲ କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ସାଧନକର୍ମୀ ଘନଶ୍ୟାମ ମେହେର। କାର୍ଯ୍ଯକ୍ରମରେ ମନରଞ୍ଜନ ହୋତା,କ୍ଷିତେଶ୍ବର ବିଶ୍ବାଳ, ଗୋପିନାଥ ପଶାୟତ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026

You Might Also Like