-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ଡାବୁଗାଁ ଥାନା ଅଧୀନ ଛେପଟିଆମ ଗ୍ରାମରେ ପ୍ରେମିଯୁଗଳ ସ୍ୱାମୀ ସ୍ତ୍ରୀ ଆତ୍ମହତ୍ୟା*

27-Mar-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ଅଧୀନ ଚେପଟିଆମ୍ବ ଗ୍ରାମରେ ସ୍ଵାମୀ ଓ ସ୍ତ୍ରୀ ଉଭୟ ନିଜ ଘରେ ଆତ୍ମହତ୍ୟା କରିଥିବା ନେଇ ବୁଧବାର ରାତ୍ରିରେ ଅଭିଯୋଗ ହୋଇଥିଲା | ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ ଚେପଟିଆମ୍ବ ଗ୍ରାମର ଦିନ ଜାନୀ (୨୦) ଓ ଝରିଗାଁ ଥାନା ଅଧୀନ ବଡନୀ ଗ୍ରାମର ପୂର୍ଣ୍ଣିମା ମେହେର (୧୯) ମଧ୍ୟରେ ପୂର୍ବରୁ ପ୍ରେମ ସମ୍ପର୍କ ଥିଲା | କିଛି ଦିନ ପ୍ରେମ ପରେ ୨ ଜଣ ବିବାହ କରିବା ପାଇଁ ସ୍ଥିର କରିଥିଲେ | କିନ୍ତୁ ୨ ଜଣ ଅଲଗା ଅଲଗା ଜାତିର ହୋଇଥିବାରୁ ଉଭୟ ପରିବାର ବିବାହ ପାଇଁ ରାଜି ହୋଇନଥିଲେ | ପ୍ରାୟ ଦେଢ ମାସ ତଳେ ପ୍ରେମୀ ଯୁଗୋଳ ଘରୁ ଲୁଚି କରି ଯାଇ ବିବାହ କରି ଦିନ ଜାନୀ ଙ୍କ ଘରକୁ ଆସିଥିଲେ | କିନ୍ତୁ ଦିନ ର ପରିବାର ଲୋକେ ବିବାହ କୁ ଗ୍ରହଣ କରି ନଥିଲେ | ତେଣୁ ଦିନ ଜାନୀ ପରିବାର ଠାରୁ ଅଲଗା ହୋଇ ସ୍ତ୍ରୀ ପୂର୍ଣ୍ଣିମା ସହ ରହିଆସୁଥିଲା |  ଦିନ ଜାନୀ ଦିନ ମଜୁରିଆ କାମ କରିବା ସହ ଗାଡି ଚଳାଇ ଯାହା ରୋଜଗାର କରି ୨ ଜଣ ରହୁଥିଲେ | ୪/୫ ଦିନ ତଳେ ଦିନ ସ୍ତ୍ରୀ ପୂର୍ଣ୍ଣିମାକୁ ନେଇ ନିଜ ଶଶୁର ଘର ସହ ସମ୍ପର୍କ ରଖିବା ପାଇଁ ବଡନୀ ଗ୍ରାମକୁ ଯାଇଥିଲେ କିନ୍ତୁ ସେଠାରେ ତାଙ୍କୁ ଗ୍ରହଣ କରି ନଥିଲେ | ସେଠାରୁ ଫେରି ଆସି ଘରେ ରହିଥିଲେ | ବୁଧବାର ଦିନ ସକାଳୁ ଦିନ ଜାନୀର ବାପା, ମା ଓ ଭାଇ କାମ କରିବାକୁ ଘରୁ ବାହାରକୁ ଯାଇଥିଲେ | କେବଳ ଦିନ ଜାନୀର ଭାଉଜ ଘରେ ରହିଥିଲେ | ଦିନ ଓ ସ୍ତ୍ରୀ ପୂର୍ଣ୍ଣିମା ନିଜ ଘରେ ଦିନ ୧୦ ଟା ପର୍ଯ୍ୟନ୍ତ ବାହାରେ ଥିଲେ | ସନ୍ଧ୍ୟାରେ ଦିନର ବାପା ମା ଓ ଭାଇ ଘରକୁ ଫେରି ଲା ପରେ ଘରେ ଥିବା ଦିନ ର ଭାଉଜ କହିଥିଲେ ଯେ ଡିଆଁ ସାରା ଦିନ ଓ ପୂର୍ଣ୍ଣିମା ଘର ଭିତରୁ ବାହାରକୁ ବାହାରି ନାହାନ୍ତି | ପରେ ଦିନ ର ମା ଘର କବାଟ ବାଡେଇ ଡ଼ାକିଥିଲେ କିନ୍ତୁ କେହି ଶୁଣି ନଥିଲେ ଓ ଭିତର ପଟୁ କବାଟ ଦିଆଯାଇଥିଲା | ସଙ୍ଗେ ସଙ୍ଗେ ଗ୍ରାମବାସୀ ଙ୍କୁ ଡାକି କବାଟ ଭାଙ୍ଗି ଦେଖିଥିଲେ ଯେ ଦିନ ଓ ପୂର୍ଣ୍ଣିମା ଘର ଦୁଲମରେ ଏକ ଶାଢୀ ବେକରେ ବାନ୍ଧି ଆତ୍ମହତ୍ୟା କରିଛନ୍ତି | ଏନେଇ ରାତ୍ରି ପ୍ରାୟ ୧୦ ଘ. ସମୟରେ ମୃତକର ବଡ ଭାଇ ନବୀନ ଜାନୀ ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଝିଅର ପରିବାର ପକ୍ଷରୁ କୌଣସି ଅଭିଯୋଗ ନହେବାରୁ  ଗ୍ରାମର ୱାର୍ଡ ସଭ୍ୟ ମନବୋଧ ଜାନୀ  ଅନ୍ୟ ଏକ ଏତଲା ଦେଇଥିଲେ |  ଉକ୍ତ ଏତଲା କୁ ଭିତ୍ତି କରି ଗୁରୁବାର ସକାଳୁ ଥାନା ସବଇନିସ୍ପେକ୍ଟର ବିକ୍ରମ କେଶରୀ ସାହୁ  ଓ  ନବରଙ୍ଗପୁର ରୁ ସାଇଣ୍ଟିଫିକ ଦଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ | ପରେ ଶବ ଜବତ କରି ପଞ୍ଚନାମା କରାଯାଇ ବ୍ୟବଚ୍ଛେଦ ପାଇଁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ | ସେଠାରେ ଶବ ବ୍ୟବଚ୍ଛେଦ କରାଯିବା ପରେ ଝିଅ ର ଶବ ନେବାକୁ ପରିବାର ଲୋକେ ମନା କରିଥିଲେ | ଦିନ ଜାନୀ ର ପରିବାର ଲୋକଙ୍କୁ ପୋଲିସ ୨ ଟି ଶବ ହସ୍ତାନ୍ତର କରିଥିଲେ | ଏନେଇ ଡାବୁଗାଁ ଥାନା କେସ ନଂ ୯/୨୫ ଓ ୧୦/୨୫ ରେ ୨ ଟି ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like