-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାଷ୍ଟର ଟିକ୍ରା ର ବାର୍ଷିକୋତ୍ସବ ପାଳନ

27-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାଷ୍ଟର ଟିକ୍ରା ଠାରେ ପ୍ରଧାନ ଶିକ୍ଷକ ବୀରେନ୍ଦ୍ର ନାଥ କୁମାର ସଭାପତିତ୍ବରେ  ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରାଗଲା । ଉକ୍ତ ଉତ୍ସବରେ ସ୍ଵତନ୍ତ୍ର  ଅତିଥି ଭାବରେ  ସମାଜସେବୀ ସର୍ଦାର ପ୍ରିତମ ସିଂ କାଉନସିଲର ନିତୁ ମାହାଣା, 
ଡ.ସତ୍ଯସାଇ ନାଏକ, ଯୁବନେତା ଈଶ୍ବର ବାଗ ,ପୁର୍ବତନ କାଉନସିଲର ଅକୃର ମଲ୍ଲିକ ଯୋଗଦାନ କରିଥିଲେ । କୃତୀ ଛାତ୍ର ଛାତ୍ରୀ ମାନଙ୍କ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଛାତ୍ର ଛାତ୍ରୀମାନଙ୍କ ଦ୍ବାରା ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଇଥିଲା। ଆସନ୍ତା ତା. ୨.୪.୨୫ ରୁ 5 /4/25 ପ୍ରବେଶ ଉତ୍ସବ ଓ ଖଡିଛୁଆଁ ଉତ୍ସବକୁ ସଫଳ କରିବାପାଇଁ ପ୍ରଧାନ ଶିକ୍ଷକ ବିରେନ୍ଦ୍ର ନାଥ କୁମ୍ଭାର ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସଭାକାଯୈକୁ ସଂଯୋଜନା କରିଥିଲେ ଶିକ୍ଷକ ସୀତାରାମ ମହାପାତ୍ର ଓ  ସହଯୋଗ କରିଥିଲେ,ଉଷାରାଣୀ ନାଏକ, ଝରଣା ପାଣି,ନିରୁପମା ବନଛୋର, ଧମେନ୍ଦ୍ର ମିଶ୍ର, ସୁରମା ପଣ୍ଡା । ଶେଷରେ ପ୍ରଧାନ ଶିକ୍ଷକ  ବୀରେନ୍ଦ୍ର ନାଥ କୁମ୍ଭାର ସମସ୍ତଙ୍କୁ ଧନ୍ଯବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like