-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ଜଳୁନି ଷ୍ଟ୍ରିଟ୍ ଲାଇଟ, ଗଳିକନ୍ଦି ଅନ୍ଧାର

27-Mar-2025



ବରୀ(ରଞ୍ଜିତ ମହାନ୍ତି):  ଗ୍ରାମ୍ଯ ରାସ୍ତା ଅଲୋକୀକରଣ ପାଇଁ ପଞ୍ଚାୟତସ୍ତରରେ ସରକାରଙ୍କ ତରଫରୁ ଅର୍ଥ ମଞ୍ଜୁର କରାଯାଇ ବିଭିନ୍ନ ଛକ, ବଜାରରେ ଷ୍ଟ୍ରିଟ ଲାଇଟ ଲଗାଯାଇଛି। ମାତ୍ର ବରୀ ବ୍ଲକର ବିଭିନ୍ନ ପଞ୍ଚାୟତର ଗାଁ ଗଣ୍ଡାରେ ଲାଗିଥିବା ଏହି ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ସୂଚନା ମିଳଛି। ଫଳରେ ସଞ୍ଜ ନଇଁଲେ ଚାରିଆଡ଼େ ଅନ୍ଧାର ମାଡ଼ି ଆସୁଥିବା ଦେଖିବାକୁ ମିଳିଛି। ଲୋକେ ଅନ୍ଧାରରେ ଯାତାୟାତ ପାଇଁ ନିରାପଦା ମଣୁନାହାନ୍ତି। ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ଛକ, ବଜାରରେ ମଦ୍ୟପମାନେ ଆଡ଼ା ଜମାଉଛନ୍ତି । ରାସ୍ତାରେ ଚୋରି, ଡକାୟତି ମଧ୍ୟରେ ବଢ଼ିବାରେ ଲାଗିଛି। ତେଣୁ ଘଟଣାକୁ ଗୁରୁତ୍ଵ ଦେଇ ବ୍ଲକ ପ୍ରଶାସନ ଅଚଳ ହୋଇ ପଡ଼ିଥିବା ଲାଇଟ୍‌ଗୁଡ଼ିକୁ ସଚଳ କରିବା ଏବଂ ଗଳି କନ୍ଦିରେ ଥିବା ରାସ୍ତାଗୁଡ଼ିକୁ ଆଲୋକୀକରଣ କରିବା କ୍ଷେତ୍ରରେ ପଦକ୍ଷେପ ନେବାକୁ ଦାବି ହୋଇଛି।
ନିୟମ ଅନୁଯାୟୀ, ଗ୍ରାମ୍ୟରାସ୍ତା ଆଲୋକୀକରଣ ନିମନ୍ତେ ଲାଗିଥିବା ଷ୍ଟ୍ରିଟ ଲାଇଟ ଅଚଳ ହେଲେ ପଞ୍ଚାୟତ ତରଫରୁ ବ୍ଲକ ପ୍ରଶାସନକୁ ଅବଗତ କରାଯିବା କଥା। ସେହିପରି ୫ ବର୍ଷ ପାଇଁ ଚୁକ୍ତିବଧ ହୋଇଥିବା ଠିକାଦାର ଏହାର ମରାମତି କରିବା କଥା। ମାତ୍ର ବିଭିନ୍ନ ପଞ୍ଚାୟତରେ ବହୁ ଷ୍ଟ୍ରିଟ ଲାଇଟ ଅଚଳ ହୋଇ ପଡ଼ିଥିଲେ ମଧ୍ୟ ମରାମତି
କରାଯାଉନାହିଁ। କେଉଁ ପଞ୍ଚାୟତର କେଉଁ ଗ୍ରାମରେ ଷ୍ଟ୍ରିଟ ଲାଇଟ ଅଚଳ ରହିଛି ତାହାର ତାଲିକା ସରପଞ୍ଚ ଓ ପିଇଓମାନେ ବ୍ଲକ୍‌ରେ ଦେଉନାହାନ୍ତି। ଫଳରେ ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ନୂତନ ରାସ୍ତା ଆଲୋକୀକରଣ ଓ ଅଚଳ ହୋଇଥିବା ଷ୍ଟ୍ରିଟଲାଇଟକୁ ସଚଳ କରିବା ପାଇଁ ପଞ୍ଚାୟତସ୍ତରରେ ଅର୍ଥ ମହଜୁତ ଥିଲେ ବି ଏହାକୁ ପଞ୍ଚାୟତ ପ୍ରତିନିଧୂମାନେ ଗୁରୁତ୍ଵ ଦେଉନାହାନ୍ତି। ଏହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବ୍ଲକ୍ ଅଧୀନ ୨୯ ପଞ୍ଚାୟତର କେଉଁ
ଗ୍ରାମରେ କେତୋ ଷ୍ଟ୍ରିଟ୍ ଲାଇଟ ଲାଗିଛି, ବିଦ୍ୟୁତ୍ ବିଭାଗ ଷ୍ଟ୍ରିଟ ଲାଇଟ ଜଳିବା ବାବଦରେ କେତେ ଅର୍ଥ ଆଦାୟ କରୁଛି ତାହାର ଠିକ ସୂଚନା ବ୍ଲକ ପ୍ରଶାସନ ନିକଟରେ ନାହିଁ ବୋଲି ଜଣାପଡ଼ିଛି। ଏ ସମ୍ପର୍କରେ ବିଡିଓ ଅସିତ କୁମାର ମହାନ୍ତିଙ୍କୁ ପଚାରିବାରେ ସେ କହିଛନ୍ତି, କେଉଁ ପଞ୍ଚାୟତରେ କେତେ ଲାଇଟ ଅଚଳ ରହିଛି ତା'ର ତାଲିକା ଦେବାକୁ ସରପଞ୍ଚମାନଙ୍କୁ ପତ୍ର ଲେଖାଯାଇଛି। ତାଲିକା ଆସିବା ପରେ ଅଚଳ ଥିବା ଲାଇଟଗୁଡ଼ିକ ମରାମତି ପାଇଁ ପଦକ୍ଷେପ ନିଆଯିବ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like