-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||     

HOME   ଜିଲ୍ଲା

ଆଜି ଠାରୁ ଉଦନ୍ତୀ ମହୋତ୍ସବ

28-Mar-2025



ସିନାପାଲି(ପରମେଶ୍ୱର ମେହେର )ନୁଆପଡ଼ା ଜିଲ୍ଲା ସିନାପାଲି ଅଂଚଳର କଳା,ସାହିତ୍ଯ, ସଂସ୍କୃତିର ମହାପର୍ବ ଉଦନ୍ତୀ ମହୋତ୍ସବ ଆଜି ଶୁକ୍ରବାର ଠାରୁ ଆରମ୍ଭ ହେବ ା ଏନେଇ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ଯାୟରେ ପହଂଚିଛି ା ଚଳିତ ବର୍ଷ ଅଂଚଳର ଲୁପ୍ତପ୍ରାୟ ସଂସ୍କୃତିକୁ ନେଇ ସ୍ୱତଂତ୍ର ଭାବରେ ତିଆରି ହୋଇଥିବା ମଂଚ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବ ା ଏ ଅବସରରେ ନୂଆପଡ଼ା ଜିଲ୍ଲା ସମେତ କଳାହାଣ୍ତି, ଖୋର୍ଦ୍ଧା, ବଲାଙ୍ଗିର, ବରଗଡ଼, ରାୟଗଡ଼ା ଆଦି ଜିଲ୍ଲାର ଲୋକକଳା ପରିବେଷଣ ହେବ ା ଏଥିସହ ଶେଷ ସଂଧ୍ଯାରେ ପ୍ରସିଦ୍ଧ ଗାୟକ ଗାୟିକାଙ୍କୁ ନେଇ ସଙ୍ଗୀତ ପରିବେଷଣ ହେବ ା ସେହିପରି ତିନିଦିନ ବ୍ଯାପୀ ଅନୁଷ୍ଠିତ ହେଉଥିବା ମହୋତ୍ସବର ଭିନ୍ନଭିନ୍ନ ସାଂସ୍କୃତିକ ସଂଧ୍ଯାରେ ରାଜ୍ଯ ସରକାରଙ୍କ ଏକାଧିକ ମଂତ୍ରୀ ସହ ଜିଲ୍ଲା ଓ ବ୍ଲକ ପ୍ରଶାସନର ଅଧିକାରୀ ଏବଂ ଜନପ୍ରତିନିଧି ଯୋଗଦାନ କରିବେ ା   ଏଥିସହ ମହିଳା, ପୁରୁଷ, ଛାତ୍ରଛାତ୍ରୀ ଆଦିଙ୍କ ପାଇଁ ବିଭିନ୍ନ ଛକରେ ଝୋଟି, ହୁଳହୁଳି, ଆଧ୍ଯାତ୍ମିକ ପ୍ରଶ୍ନମଂଚ ଆଦି ପ୍ରତିଯୋଗିତା ଓ କବିତାପାଠ, ଆଲୋଚନାଚକ୍ର ଆଦି ରଖାଯାଇଛି ା ମହୋତ୍ସବର ଉଦଘାଟନୀ ଦିବସରେ ପାରମ୍ପରିକ ସାଂସ୍କୃତିକ ଦଳ ମାନଙ୍କୁ ନେଇ ଏକ ଭବ୍ଯ ସାଂସ୍କୃତିକ ଶୋଭାଯାତ୍ରା ସିନାପାଲି ନଗର ପରିକ୍ରମା କରିବ ା ପାରମ୍ପରିକ ଖାଦ୍ଯ ଓ ଅନ୍ଯାନ୍ଯ ସାମଗ୍ରୀକୁ ନେଇ ମହୋତ୍ସବ ପଡ଼ିଆରେ ପ୍ରାୟ ପଚାଶଟି ଷ୍ଟଲ ପଡ଼ିଥିବା ବେଳେ ମିନାବଜାର ମଧ୍ଯ ଲୋକଙ୍କୁ ଆକର୍ଷିତ କରିବ ା ସୂଚନାଯୋଗ୍ଯ ଯେ କୋଡ଼ିଏ ବର୍ଷ ତଳେ ସ୍ଥାନୀୟ ସ୍ପୋଟ୍ସ କ୍ଲବର ଉଦ୍ଯମରେ ଆରମ୍ଭ ହୋଇଥିବା ଏହି ସାଂସ୍କୃତିକ ପର୍ବ ପରବର୍ତ୍ତୀ ବର୍ଷରୁ ସାଧାରଣ ଲୋକଙ୍କ ଉତ୍ସବରେ ପରିଣତ ହୋଇଥିଲା ା  ମହୋତ୍ସବ ଦେଖିବାକୁ ଆଖପାଖ ଜିଲ୍ଲା ସମେତ ପଡ଼ୋଶି ଛତିଶଗଡ଼ ଅଂଚଳରୁ ହଜାରହଜାର ଦର୍ଶକଙ୍କ ଭିଡ଼ ଜମୁଥିବାରୁ ମହୋତ୍ସବ ପାଳନ କମିଟି ଓ ସ୍ଥାନୀୟ ପୋଲିସ ପ୍ରଶାସନ ତରଫରୁ ବ୍ଯାପକ ବ୍ଯବସ୍ଥା କରାଯାଇଛି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026

You Might Also Like