-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଦ ରୟାଲ ଇଣ୍ଟରନେସନାଲ ସ୍କୁଲର ବାର୍ଷିକ ଉତ୍ସବ

28-Mar-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା  ଏନଏସି ଅଧିନସ୍ଥ  ନଅଗାଁ କଲୋନୀ ଠାରେ ଥିବା  ଦ ରୟାଲ ଇଣ୍ଟରନେସନାଲ ସ୍କୁଲର ବାର୍ଷିକ ଉତ୍ସବ  ଅନୁଷ୍ଠିତ ହୋଇଯାଇଛି l ଦ ଇଣ୍ଟରନେସନାଲ ସ୍କୁଲର ପରିଚାଳନା ନିର୍ଦେଶକ ଅଶ୍ୱିନୀ କୁମାର ସାହୁଙ୍କ ଅଧ୍ୟକ୍ଷତା ଓ ତତ୍ୱାବଧାନରେ ବାର୍ଷିକ ମହୋତ୍ସବ  ଅନୁଷ୍ଠିତ ହୋଇଥିବା ବେଳେ ତୁଷୁରା ତହସିଲଦାର ତଥା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଆର୍ତ୍ତତ୍ରାଣ ଥାଟି ମୁଖ୍ୟଅତିଥି ଭାବେ ଯୋଗଦେଇ ଶିକ୍ଷାର ମହତ୍ତ୍ୱ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ l ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଥିଲେ  ସମାଜ ତଥା ଦେଶର ଜଣେ ସୁସନ୍ତାନ ହେବାସାଙ୍ଗକୁ ଜଣେ ସୁପ୍ରତିଷ୍ଠିତ ବ୍ୟକ୍ତି ହେବାକୁ ଚେଷ୍ଟା କରିବାକୁ ଆହ୍ବାନ କରିଥିଲେ । କୌଣସି ଲାଭ ଉଦ୍ଦେଶ୍ୟରେ ନୁହେଁ ବରଂ ଅଞ୍ଚଳର ଛାତ୍ରଛାତ୍ରୀମାନେ କେମିତି ଉତ୍ତମ  ଓ ଗୁଣାତ୍ମକ ଶିକ୍ଷା ଅର୍ଜନ କରିପାରିବେ ସେହିଲକ୍ଷ୍ୟ ନେଇ ପରିଚାଳନା ନିର୍ଦେଶକ ଅଶ୍ଵିନୀ କୁମାର ସାହୁ ବିଦ୍ୟାଳୟ ସ୍ଥାପନ କରିଛନ୍ତି ବୋଲି ମତ ପ୍ରକାଶ କରିଥିଲେ l  ପ୍ରିନସିପାଲ ସୁଧାଂଶୁ ଭୂଷଣ ମେହେର ମୁଖ୍ୟବକ୍ତା ଭାବରେ ଯୋଗଦାନ କରି ଜୀବନରେ ଅଧ୍ୟବ୍ୟସାୟ, ସହନଶୀଳତା ଓ ନିଷ୍ଠାପର କାର୍ଯ୍ୟକଲେ ଜୀବନ ରେ ସଫଳତା ସୁନିଶ୍ଚିତ ବୋଲି ମଞ୍ଚରେ ବକ୍ତବ୍ୟ ରଖିଥଲେ l ବିଦ୍ୟାନିକେତନର ପରିଚାଳନା ନିର୍ଦେଶକ ସୁରେଶ ଚନ୍ଦ୍ର ସାହୁ ଯୋଗଦେଇ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଏଜୁକେସନ ସମ୍ପର୍କରେ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ l ସମାଜସେବୀ ନନ୍ଦଲାଲ ଜୟଶ୍ୱାଳ ମଞ୍ଚରେ ସମ୍ମାନିତ ଅତିଥି ଭାବେ ମଞ୍ଚାସିନା ଥିଲେ l ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ମନ୍ମଥ ବାରିକ ମଞ୍ଚପରିଚାଳନା ଓ ଅତିଥି ପରିଚୟ ପ୍ରଦାନକରିଥିଲେ l ପ୍ରିନସିପାଲ ଇମାନୁଆଲ ଶିକ୍କା,ଶିକ୍ଷକ ଅଜିତ କୁମାର ନନ୍ଦ , ଦୀନେଶ ବିଶ୍ୱାଳ,ରଞ୍ଜିତ ସାହୁ,ସୁବ୍ରତ କୁମାର ଭୋଇ, ଦୀପକ ପାଇକ,ଅଙ୍କିତ କୁମାର ହରପାଳ, ପ୍ରଭାତୀ ନାୟକ, ପ୍ରଭାତୀ ଧରୁଆ ,ବନିତା ପ୍ରଧାନ,ସନ୍ତୋଷିନୀ ଷଡ଼ଙ୍ଗୀ,ଶୁଭଶ୍ରୀ ସୁନନ୍ଦା ଦାସ, ନିହାରିକା ସା, ବିଜୟ ସାହୁ, ପ୍ରଦୀପ କୁମାର ହରପାଳ ଆଦି ବିଦ୍ୟାଳୟର କର୍ମଚାରୀମାନେ ସହଯୋଗ କରିଥିଲେ ।  ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଓଡିଶୀ, ସମ୍ବଲପୁରୀ ସମେତ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ବିଭିନ୍ନ ପ୍ରତିଭା ଓ ବାର୍ଷିକ କ୍ରୀଡା ପ୍ରତିଯୋଗିତା ସଫଳତା ଲାଭକରିଥିବା ଛାତ୍ରଛାତ୍ରୀମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like