-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ରେ ବାଲି ମାଫିଆଙ୍କ ରାଜ୍ : ବାଲିଟ୍ରାକ୍ଟରକୁ ଧରପଗଡ,ମାଫିଆଙ୍କ ହାଇୱାକୁ ଛାଡ..

28-Mar-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାରେ ଗତ କିଛିମାସ ହେଲା ପ୍ରଶାସନ ବାଲି ଚାଲାଣ କରୁଥିବା ଟ୍ରାକ୍ଟର ମାନଙ୍କୁ ଧରି ଫାଇନ ଆଦାୟ କରୁଛନ୍ତି । ଫଳରେ ଅନେକ ଲୋକ ଚଢାଦରରେ ବାଲିକିଣି ଘରକାମରେ ଲଗାଇବାକୁ ବାଧ୍ୟ ହେଉଛନ୍ତି । କିନ୍ତୁ ସେପଟେ ନଦୀରୁ ବେଆଇନ ଭାବରେ ଜେସିବି ଓ ହାଇୱାରେ ବାଲି ଚୋରା ଚାଲାଣ କରୁଥିବା ବାଲିମାଫିଆଙ୍କୁ ଖଣିଅଧିକାରୀ ନଧରି ତାଙ୍କ ସହିତ ଫିକ୍ସିଂ କରିଥିବା ଅଭିଯୋଗ ହୋଇଛି । ବଲାଙ୍ଗୀର ଖଣି ବିଭାଗର ଅଧିକାରୀଙ୍କୁ ସମୀକ୍ଷା ସମୟରେ ଅନେକଥର ତାଗିଦ କଲାପରେ ମଧ୍ୟ ନସୁଧୁରିବାରୁ ବଲାଙ୍ଗୀର ବିଧାୟକ ଅସନ୍ତୋଷ ପ୍ରକାଶ କରି ଖଣିଅଧିକାରୀଙ୍କ କାର୍ଯ୍ୟକଳାପର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ରାଜ୍ୟସରକାରଙ୍କ ଖଣିବିଭାଗର ମନ୍ତ୍ରୀଙ୍କୁ ଚିଠି କରିଛନ୍ତି । ବିଧାୟକ କଳିକେଶ ନାରାୟଣ ସିଂଦେଓ ଖଣିବିଭାଗ ଅଧିନରେ ଥିବା ବାଲିକ୍ୱାରୀର ତଦନ୍ତ ସହିତ ବଲାଙ୍ଗୀର ଖଣିଅଧିକାରୀଙ୍କ କାର୍ଯ୍ୟକଳାପର ତଦନ୍ତ କରାଇବାକୁ ଖଣି ଓ ଇସ୍ପାତମନ୍ତ୍ରୀଙ୍କୁ ଚିଠିଲେଖି ଅନୁରୋଧ କରିବା ସହିତ ଏହାର ନକଲ ମୁଖ୍ୟଶାସନ ସଚିବ, ଖଣିବିଭାଗ ର ସଚିବଙ୍କୁ ପ୍ରେରଣ କରିଛନ୍ତି । ବିଧାୟକ ତାଙ୍କ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି ଯେ, ବାଲିଘାଟ ଲିଜନେଇଥିବା ଠିକାଦାରମାନେ ଜାଲ ଟ୍ରାନ୍‌ଜିଟପାସ ଦେଉଛନ୍ତି । ଗାଁ ଗହଳିରେ ଲୋକମାନେ ଘରନିର୍ମାଣ ପାଇଁ ଟ୍ରାକ୍ଟରରେ ଆଣୁଥିବା ବାଲିକୁ ଚଢାଉକରାଯାଇ ହଜାର ହଜାର ଟଙ୍କାର ଫାଇନ ଆଦାୟ କରାଯାଉଛି । କିନ୍ତୁ ସେପଟେ ବେଆଇନ ଭାବରେ ହାଇୱାରେ କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ କରାଯାଉଥିଲେ ହେଁ ତାକୁ ଖଣି ଅଧିକାରୀ ଧରୁନାହାଁନ୍ତି । ପ୍ରଶାସନର ଏଭଳି କାର୍ଯ୍ୟକଳପାରେ ଜନସାଧାରଣ ଅତିଷ୍ଠ ହୋଇପଡିଛନ୍ତି । ଲୋକମାନେ ଚଢାଦରରେ ବାଲି କିଣିବାକୁ ପଡୁଛି । ବାଲିଘାଟ ମାନଙ୍କରେ ଠିକଦାରମାନଙ୍କୁ ଯେତେ ପରିମାଣର ଲିଜ ଦିଆଯାଇଛି ତାଠୁ ଢେର ଅଧିକ ପରିମାଣରେ ବାଲି ଉଠାଇ ଚୋରାଚାଲାଣ କରାଯାଉଛି । ଖଣିଅଧିକାରୀ ବାଲି ମାଫିଆମାନଙ୍କ ସହିତ ମିଶିଥିବା ବିଧାୟକ ଅଭିଯୋଗ କରି ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like