-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

କହ୍ନେଇପାଲି ଗ୍ରାମ ରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ

28-Mar-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ )ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ କହ୍ନଇପାଲି ଗ୍ରାମ ରେ ଅଖଣ୍ଡ ଅଷ୍ଟପ୍ରହରୀ ନାମଯଜ୍ଞ ଉଦଯାପିତ ହୋଇଯାଇଛି। ୨୪ ତାରିଖରେ କଳସ ଯାତ୍ରା ହୋଇଥିଲା ଏବଂ ୨୫ତାରିଖ ରେ ନାମ ଆରମ୍ଭ ହୋଇ ୨୬ ତାରିଖ ବୁଧବାର ଦିନ ପୂର୍ଣ୍ଣାହୁତୀ ହୋଇଥିଲା।କର୍ତ୍ତା ଭାବେ ଆଶିଷ କୁମାର ପ୍ରଧାନ ଓ ତାଙ୍କର ଧର୍ମ ପତ୍ନୀ ପ୍ରଭାତୀ ପ୍ରଧାନ ତୁଲାଇ ଥିବା ବେଳେ ପୌରୋହିତ୍ୟ କରିଥିଲେ ଗୁଣନିଧି ମିଶ୍ର ଓ ବୁଦ୍ଧଦେବ ମିଶ୍ର।ଘନଶ୍ୟାମ ମହାପାତ୍ର,ପରିଚାଳନା କମିଟି ତିର୍ଥ, ସୁବଳ କେଦାର,ମହେନ୍ଦ୍ର,ନରେନ୍ଦ୍ର ଓ ସଙ୍କର ଅଷ୍ଟ ପ୍ରହରୀ ନାମ ଯଜ୍ଞ  ର ସମସ୍ତ ଦାୟିତ୍ୱ ସୁଚାରୁରୂପେ ତୁଲାଇ ଥିଲେ। ପୂର୍ଣ୍ଣାହୁତି ରାତ୍ରୀ ରେ ବୈଠକୀ କୀର୍ତ୍ତନ 
କୁମକୁମ୍ ଭୋଇ ଏବଂ ସୈରେନ୍ଦ୍ରି ଜାଲ ଙ୍କ ମଧ୍ୟରେ ହୋଇଥିଲା। ଆଖ ପାଖ ପଡୋଶୀ ଗ୍ରାମ ଗୁଡିକ ରୁ ଅନେକ ଶ୍ରଦ୍ଧାଳୁ ଭକ୍ତ ବୈଠକୀ ସଂକୀର୍ତ୍ତନ ମଣ୍ଡଳୀ ରେ ଯୋଗଦେଇଥିଲେ। ମୁଖ୍ୟ ଅତିଥିଭାବେ ମାନ୍ୟବର ଭଟଲି ବିଧାୟକ ଙ୍କ ବାପା ଜଣା ଶୁଣା ସୁ ନାମ ଧନ୍ୟ ଡାକ୍ତର ସୁନୀଲ ଆଚାର୍ଯ୍ୟ, ଅମ୍ବାଭୋନା ସରପଞ୍ଚ ପ୍ରତିନିଧି ଗଜେନ୍ଦ୍ର ଦାସ, ସମାଜସେବୀ ବାବୁଲୁ ଦେବତା ଓ ଅଟଳ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଶିବାଜୀ ପଟେଲ ଙ୍କ ସହିତ ଟ୍ରଷ୍ଟି ନିତ୍ୟାନନ୍ଦ ବେହେରା ଓ ପ୍ରଫୁଲ୍ଲ ପଧାନ ଯୋଗଦେଇଥିଲେ। ଏହି ଅଖଣ୍ଡ ନାମଯଜ୍ଞ ରେ କହ୍ନଇ ପାଲି ଗ୍ରାମ ର ସମସ୍ତ ଯୁବ ଗୋଷ୍ଠୀ ସହଯୋଗ କରିଥିଲେ।
.


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like