-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ପି ଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ପଦ୍ମପୁର ରେ ସ୍ବାସ୍ଥ୍ୟ ଶିବିର

28-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପି ଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ପି ଏମ ଶ୍ରୀ ଯୋଜନା ଆନୁକୁଲ୍ୟରେ ଛାତ୍ରୀମାନଙ୍କ ପାଇଁ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇସାରିଛି । ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ବରେ ସ୍ବାସ୍ଥ୍ୟ ଶିବିର ପାଇଁ ସଭା ଅନୁଷ୍ଠିତ ହୋଇଥିଲା ।ଉକ୍ତ ଅବସରରେ ଉପଖଣ୍ଡ ଡାକ୍ତରଖାନାରେ କାର୍ଯ୍ୟରତ ଡକ୍ଟର ଇପି ପାଣିଗ୍ରାହୀ ଓ ଡକ୍ଟର ଖ୍ୟାତି ସମ୍ଭବା ମହାପାତ୍ର ଯୋଗ ଦେଇ ପିଲାଙ୍କୁ ସୁସ୍ଥ ଜୀବନର ମହତ୍ତ୍ଵ ବିଷୟରେ ବୁଝାଇଥିଲେ ।ଷଷ୍ଠ ରୁ ନବମ ଶ୍ରେଣୀର ସମସ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟ ଗତ ପରୀକ୍ଷା କରି ଉପଯୁକ୍ତ ପରାମର୍ଶ ଦେଇଥିଲେ । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ମାନସ ରଞ୍ଜନ ଶତପଥୀ ସଭା ପରିଚାଳନା କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲେ ।ବିଦ୍ୟାଳୟର ପୂଜାରାଣୀ ନାୟକ, ରବୀନା ପଧାନ,ସଂଯୁକ୍ତା ଭୋଇ,ମନିଷା ଭୋଇ,ବୃନ୍ଦାବତୀ ସାହୁ , ଖୁସବୁ ବରିହା ,ଜ୍ୟୋତି ରେଖା ମହାନନ୍ଦ ,ଅମନ୍ କୁମାର ପଣ୍ଡା,ପ୍ରଭାତୀ ପଟ୍ଟନାୟକ,ମମତା ମିଶ୍ର ,ନିଳୀମା ରାଣୀ ମହାନ୍ତି,ସୁଷମା ଦାଶ,ଦୁଷ୍ମନ୍ତ ଛତର,କମଳା କୁମ୍ଭାର,ପ୍ରଭାସିନୀ ସାହୁ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like