-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ତେଲିପାଲି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

28-Mar-2025




ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ ) ଆଜି ଶୁକ୍ରବାର ଦିନ ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ କଣ୍ଡପଲା କ୍ଲଷ୍ଟର୍ ର ସରକାରୀ ପ୍ରାଥମିକ ବିଦ୍ୟାଳୟ ତେଲିପାଲି ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟ ଅତିଥି ଭାବେ ଏ ବି ଇ ଓ କମ୍ ବି ଆର୍ ସି ସି ଶ୍ରୀଯୁକ୍ତ ଲାଲମୋହନ ସିଂ ,ସମ୍ମାନିତ ଅତିଥି ଭାବେ ଏ ବି ଇ ଓ  ଶ୍ରୀଯୁକ୍ତ ମୋହନ ଚରଣ ମହନ୍ତ, ପରିଚାଳନା କମିଟି ଚେୟାରମେନ ଅକ୍ଷୟ ଦାସ,ସି ଆର ସି ସି ଚୌଧୁରୀ ପାତ୍ର ଯୋଗଦାନ କରିଥିଲେ । ସମସ୍ତ ଅତିଥିମାନଙ୍କୁ ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା । ଛାତ୍ରଛାତ୍ରୀ ଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବାର୍ଷିକ କ୍ରୀଡା ପ୍ରତିଯୋଗିତା ର କୃତୀ ପ୍ରତିଯୋଗୀମାନଙ୍କୁ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ କୃତିତ୍ବ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା । ପ୍ରଧାନ ଶିକ୍ଷକ ଦୁଃଖ ନାଶନ ପଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ , ସହକାରୀ ଶିକ୍ଷୟିତ୍ରୀ ସନ୍ତୋଷିନୀ ପଟେଲଙ୍କ  ଉପସ୍ଥିତିରେ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଶିକ୍ଷକ ସରୋଜ କୁମାର ପଟେଲ, ମୀନକେତନ ଭୈଷା,ମୁରଲିଧର ପଟେଲ, ରଞ୍ଜନ ଭୁଏ,ଗୋମତଗିରି ରଣା,ସ୍ବାଧିନ କୁମାର ସାହୁ,ସୁଦାମ ଲୁହା  ତଥା କଣ୍ଡପଲା କ୍ଲଷ୍ଟର୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ତେଲି ପାଲି ଗ୍ରାମର ଅଭିଭାବକ ଅଭିଭାବିକା ଯୋଗଦାନ କରିଥିଲେ । ଶିକ୍ଷକ ସୁଦାମ ଲୁହା ସଭା ପରିଚାଳନା କରିଥିଲେ । ଶେଷରେ ସହକାରୀ ଶିକ୍ଷୟିତ୍ରୀ ସନ୍ତୋଷିନୀ ପଟେଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like