-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||     

HOME   ଜିଲ୍ଲା

ମଦର ବ୍ଯାପକ ପ୍ରସାର ଯୋଗୁଁ ଓଡ଼ିଶାର ସାମାଜିକ ବ୍ଯବସ୍ଥା ନଷ୍ଟ ହେଉଛି: ଲୋକ ସଭାରେ ଉଦବେଗ ପ୍ରକାଶ କଲେ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ

28-Mar-2025



ବରଗଡ(ପ୍ରେରଣା ଖବର): ଓଡ଼ିଶାର ଗାଁ ମାନଙ୍କରେ ବ୍ଯାପକ ମାତ୍ରାରେ ମଦଭାଟି ର ପ୍ରସାର ଚାଳିଥିବାରୁ ଗାଁ ମାନଙ୍କ ସାମାଜିକ ଅବସ୍ଥା ବିଗିଡିବାରେ ଲାଗିଛି ଓ ଗାଁ ମାନଙ୍କର ଆର୍ଥିକ ଅବସ୍ଥା ଉପରେ ମଧ୍ଯ ଏହା ବୋଝ ତିଆରି ହେଉଛି । ଦେଶର ଅନ୍ଯ ରାଜ୍ଯରେ ମଧ୍ଯ ଏଭଲି ଅବସ୍ଥା ଥିବାରୁ କେନ୍ଦ୍ର ସରକାର ଅବକାରୀ ବିଭାଗକୁ କେନ୍ଦ୍ର ଅଧିନ କୁ ନେବା ପାଇଁ ସରକାର ବିଚାର କରିବା ପାଇଁ ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ନିୟମ ୩୭୭ ଅଧିନିୟମ ରେ ଏ ପ୍ରସଙ୍ଗ ଲୋକ ସଭାରେ ଆଗତ କରିଛନ୍ତି । ଓଡ଼ିଶା ବିଶେଷ କରି ପଶ୍ଚିମ ଓଡ଼ିଶାରେ ମଦ ବ୍ୟବସାୟୀ ରେ ବର୍ଷକୁ ୫ ଶହ କୋଟିରୁ ଅଧିକ ଟଙ୍କାର କାରବାର ହେଉଛି ଓ ମଦ ବ୍ଯବସାୟୀ ମାନେ ଅଧିକ ଲାଭ ପାଇବା ପାଇଁ ୟୁରିଆ ଓ କିଛି ବିଷାକ୍ତ ପଦାର୍ଥ ମିଶ୍ରଣ କରି ମଦ ତିଆରି କରୁଥିବାରୁ ବହୁ ଯୁବକ ମଦର ଶିକାର ରେ ଆସି ଅକାଳେ ମୃତ୍ଯୁବରଣ କରୁଛନ୍ତି ବୋଲି ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଗୁରୁତର ଅଭିଯୋଗ ଆଣିଛନ୍ତି । ଅବକାରୀ ବିଭାଗ କିମ୍ବା ସ୍ବାସ୍ଥ୍ଯ ବିଭାଗ ଦ୍ବାରା କୌଣସି ମଦ ଭାଟିରେ ତିଆରି ହେଉଥିବାର ମଦ ମାନ ନିର୍ଦ୍ଧାରଣ ହେଉ ନଥିବାରୁ,ଅବାଧରେ ଏଭଲି ମଦ ପ୍ରସ୍ତୁତି ଚାଳିଛି । ସାଂସଦ ଶ୍ରୀ ପୁରୋହିତ କେନ୍ଦ୍ର ସରକାରଙ୍କ ଠାରେ ଦାବୀ ଉପସ୍ଥାପନ କରି ଅତିକମରେ ଯେଉଁ ଯେଉଁ ପୀଠ ସ୍ବାଧୀନତା ଆନ୍ଦୋଳନର ପ୍ରମୁଖ ସ୍ଥଳୀ ଥିଲା ଏବଂ ଭଗତ ସିଂ,ସୁବାଷ ଚନ୍ଦ୍ର ବୋଷ,ଚନ୍ଦ୍ର ଶେଖର ଆଜାଦ୍ ଙ୍କ ଭଲି ଅନେକ ଦେଶ ସ୍ବଧୀନତା ଆନ୍ଦୋଳନରେ ନିଜକୁ ଉତ୍ସର୍ଗ କରି ଦେଇଥିଲେ ସେମାନଙ୍କ ଜନ୍ମ ମାଟିରେ ସଂପୂର୍ଣ୍ଣ ଭାବେ ନିଶା ମୁକ୍ତ ଅଞ୍ଚଳ ଘୋଷଣା କଲେ ସେମାନଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞୀଳି ହେବ ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026

You Might Also Like