-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କ୍ଷେତରପଡା ସ୍କୁଲର ବାର୍ଷିକୋତ୍ସବ ମାତାପିତାଙ୍କ ଆଶିଷ ବିନା ପ୍ରଗତି ଅସମ୍ଭବ

28-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଜାରିଂ କ୍ଲଷ୍ଟରର କ୍ଷେତରପପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ବଲ୍ଲଭ ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।ପ୍ରଧାନ ଶିକ୍ଷକ ସୌଦାମିନୀ ମାଝୀଙ୍କ ଆବାହକତ୍ଵ ତଥା ସ୍କୁଲ ଚେୟାରମେନ ରାଜେଶ ପଟେଲ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପଧାନ, ଦିବାକର ବରିହା, ସୁଶାନ୍ତ ପାଣ୍ଡେ, ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବାସୁଦେବ ପଧାନ,ସରପଞ୍ଚ ପ୍ରତିନିଧି କର୍ଣ୍ଣ ବିଭାର, ସାମାଜିକକର୍ମୀ ପଙ୍କଜିନୀ ଦନ୍ତା ପ୍ରମୁଖ ସମ୍ମାନୀୟ ଅତିଥି,ଜାରିଂ ସି.ଆର.ସି.ସି ରାଜେଶ୍ଵର ବେହେରା ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ମାତାପିତାଙ୍କ ଆଶୀର୍ବାଦ ବିନା ପ୍ରଗତି ଅସମ୍ଭବ ବୋଲି ଅତିଥିଗଣ ମତପ୍ରକାଶ କରିଥିଲେ। ସ୍ଥାନୀୟ ସ୍କୁଲର ଛାତ୍ରୀମାନେ ସ୍ବାଗତ ନୃତ୍ୟ ପରିବେଷଣ କରିଥିଲେ। ବଡବାଉଁଶେନ ସି.ଆର.ସି.ସି ଦୁର୍ବାଦଳ ବଡଗୋଛିଆ, ବିଜେପୁର ସି.ଆର.ସି.ସି ସୁଧାଂଶୁ ଶେଖର ଜାଲ ସଭାକୁ ସଂଯୋଜନା କରିଥିଲେ। ପ୍ରଧାନ ଶିକ୍ଷକ ସୌଦାମିନୀ ମାଝୀ ବାର୍ଷିକ ବିବରଣୀ ପଠନ କରିଥିଲେ।ଏହି ଅବସରରେ ନବୋଦୟ, ବୃତ୍ତି, ଆଦର୍ଶ ପରୀକ୍ଷାରେ କୃତିତ୍ବ ହାସଲ କରିଥିବା ଛାତ୍ରୀ ଛାତ୍ର ମାନଙ୍କୁ ଟ୍ରଫି ଓ ପ୍ରଶଂସାପତ୍ର ଦେଇ ଅତିଥିଗଣ ପୁରସ୍କୃତ କରିଥିଲେ। ସାମ୍ବାଦିକ ନିରଞ୍ଜନ ତ୍ରିପାଠୀ ଓ ପାଣ୍ଡବ ପଧାନଙ୍କୁ ପୁଷ୍ପ ଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପୃଥ୍ୱୀରାଜ ବାରିକ,ଦୁଷ୍ମନ୍ତ ମିଶ୍ର, ସି.ଆର.ସି.ସି ପ୍ରଭାତ ରଞ୍ଜନ ସାହୁ, ତ୍ରିନାଥ ସେଠ ପ୍ରମୁଖ ଉପସ୍ଥିତ ଥିଲେ। ଶିକ୍ଷକ ଧର୍ମ ସାହୁ, ସତ୍ୟଭାମା ପାତ୍ର, ରତ୍ନ ଭୋଇଙ୍କ ସମେତ ସ୍କୁଲ ପରିଚାଳନା କମିଟିର ସଦସ୍ୟ ସଦସ୍ୟାଗଣ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ପରେ ଛାତ୍ରୀ ଛାତ୍ରମାନଙ୍କ ଦ୍ଵାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like