-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଜୟ କିସାନ ଆନ୍ଦୋଳନ ତରଫରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ମୋଦି ଶାହ ଏବଂ ମାନ ଙ୍କ କୁଶପୁତ୍ତଳିକା ଦାହ

28-Mar-2025



ବରଗଡ଼:( ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଗାନ୍ଧୀ ଛକ ଠାରେ  ଜୟ କିସାନ ଆନ୍ଦୋଳନ ତରଫରୁ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବତ ସିଂ ମାନ ଙ୍କ କୁଶପୁତ୍ତଳିକା ଦାହ କାର୍ଯ୍ୟକ୍ରମ ରଖାଯାଇଥିଲା । କିନ୍ତୁ କୁଶପୁତ୍ତଳିକା ଦାହ କରିବା ସମୟରେ ଶହ ଶହ ସଂଖ୍ୟାରେ ପୋଲିସ ପହଞ୍ଚି ପୁତ୍ତଳିକା ଛଡେଇ ନେଇ ନିଜେ ଚିରି ଦେଇଥିଲେ।   ଜୟ କିସାନ ଆନ୍ଦୋଳନ ର କର୍ମୀ ମାନେ ଗାନ୍ଧୀ ଛକ ଠାରେ ସମବେତ ହୋଇ ଚାଷୀ ବିରୋଧି ନରେନ୍ଦ୍ର ମୋଦି, ଅମିତ ଶାହ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବତ ସିଂ ମାନ ମୁର୍ଦାବାଦ, ଚାଷୀ ଆନ୍ଦୋଳନ କୁ ଦମନ କରିବା ଚଲିବ ନାହିଁ ଆଦି ଶ୍ଳୋଗାନ ଦେଇ ଏକ ପଥପ୍ରାନ୍ତ ସଭା କରାଯାଇଥିଲା।  ଦିଲ୍ଲୀ ର ଖନୌରୀ ଏବଂ ସଂହୁ ବୋର୍ଡର ରେ ଚାଲିଥିବା କୃଷକ ଆନ୍ଦୋଳନ  କୁ  ଗତ ୧୯ ତାରିଖ ରେ ଯେଭଲି ଭାବରେ ଦମନ କରାଗଲା ଏବଂ  ସରକାରଙ୍କ ସହିତ ଆଲୋଚନା ସମୟରେ ସେହି କୃଷକ ନେତାମାନଙ୍କୁ ଯେଭଲି ଭାବରେ ଗିରଫ କରାଗଲା ଏହାକୁ ଚାଷୀ ନେତା ଲିଂଗରାଜ  ଦୃଢ ନିନ୍ଦା କରିଥିଲେ। ତିନି କଳା କୃଷି ଆଇନ ପ୍ରତ୍ୟାହାର ସମୟରେ ଯେଉଁ ସବୁ ପ୍ରତିଶ୍ରୁତି ସରକାର ଦେଇଥିଲେ ସହି ପ୍ରତିଶ୍ରୁତି ପାଳନ ପାଇଁ ସଂଯୁକ୍ତ କିସାନ ମୋର୍ଚ୍ଚା ପୁଣି ଥରେ ଆନ୍ଦୋଳନ ର ଆରମ୍ଭ କରାଯାଇଥିଲା। ସଂଯୁକ୍ତ କିସାନ ମୋର୍ଚ୍ଚା ( ଅଣରାଜନୈତିକ) ର ନେତା ଜଗଜୀତ ସିଂହ ଦଲ୍ଲେୱାଲ ଦୀର୍ଘ  ୧୨୦ ଅନଶନ ରେ ଥିଲେ। ବିଭିନ୍ନ ପର୍ଯ୍ୟାୟ ରେ ସରକାର ଆନ୍ଦୋଳନକାରୀ ମାନଙ୍କ ସହିତ ଆଲୋଚନା ମଧ୍ୟ କରୁଥିଲେ। କିନ୍ତୁ ହଠାତ୍ ପଞ୍ଜାବ ର ଭଗବତ ସିଂ ମାନ  ସରକାର ବୁଲଡୋଜର୍ ଚଲାଇ ଆନ୍ଦୋଳନ କୁ ଛିନ୍ନଛତ୍ର କରିଦେଇଛି ଏହାକୁ ବରଦାସ୍ତ କରାଯିବ ନାହିଁ ଏବଂ ଆଗାମୀ ଦିନରେ ରାଷ୍ଟ୍ରୀୟ ସ୍ତରରେ ପୁଣି କୃଷକ ଆନ୍ଦୋଳନ ସଂଗଠିତ ହୋଇ ସଂଘର୍ଷ କରିବେ ଏବଂ ଚାଷୀ ବିରୋଧି ସରକାରମାନଙ୍କୁ ଉଚିତ ଜବାବ ଦିଆଯିବ ବୋଲି  ଶ୍ରୀ ଲିଂଗରାଜ କହିଥିଲେ । ଏହି କାର୍ଯ୍ୟକ୍ରମରେ ଜୟ କିସାନ ଆନ୍ଦୋଳନ ର ଜିଲ୍ଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସଂପାଦକ ହର ବଣିଆଁ, ବରିଷ୍ଠ ଚାଷୀ ନେତା ଶିବ ପ୍ରସାଦ ପ୍ରଧାନ,  ଚଞ୍ଚଳ ପ୍ରଧାନ, ଅରୁଣ କୁମାର ସାହୁ,  ସରୋଜ ପଧାନ, ସିଲିଂ ସାହୁ, ଭଞ୍ଜନ ବାରିକ,  କିଶୋର ସାହୁ, କୁନା ବେହେରା, ବିଜୟ ପ୍ରଧାନ, ତପୋବନ୍ତ ନାୟକ  ରେବତି କାନ୍ତ ବେହେରା, ଲକ୍ଷ୍ମଣ ସୁନା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like