-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ମାନଙ୍କ ତୀର୍ଥ ଯାତ୍ରା ଅଭିଯାନ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲା ଜିଲ୍ଲା ପ୍ରଶାସନ

28-Mar-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ଜିଲ୍ଲାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବରିଷ୍ଠ ନାଗରିକ ମାନେ ତୀର୍ଥ ଯାତ୍ରାରେ ବାହାରିଛନ୍ତି | ସ୍ଥାନୀୟ ପର୍ଯ୍ୟଟନ ଅଫିସରେ ମଧ୍ୟାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ୱର୍ଦ୍ଧନ ଦେବା ସହ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲ ।

ଏହାପରେ ସେମାନେ ବସ ଯୋଗେ ସମ୍ବଲପୁର ଅଭିମୁଖେ ବାହାରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠି , ଜିଲ୍ଲା ସୂଚନ ଓ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ, ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ସବୁଜ ପତାକା ଦେଖେଇ ଏହି ଯାତ୍ରା ଆରମ୍ଭ କରେଇଥିଲେ । 

ଆସନ୍ତା କାଲି ସେମାନେ ସ୍ଵତନ୍ତ୍ର ଟ୍ରେନରେ ସମ୍ବଲପୁରରୁ ଯାତ୍ରା ଆରମ୍ଭ କରିବେ । ଦ୍ଵିତୀୟ ପର୍ଯ୍ୟାୟରେ ମାର୍ଚ୍ଚ  ୨୮  ତାରିଖ ରୁ ଅପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରୀ ମାନେ ତୀର୍ଥ ଭ୍ରମଣ କରିବେ ।

ଏହି ଯାତ୍ରୀ ମାନେ ଅଯୋଧ୍ୟା , ବାରଣାସୀ ଦର୍ଶନୀୟ ସ୍ଥାନ  ବୁଲିବେ । ଉଭୟ ଅନଲାଇନ ଓ ଅଫଲାଇନରେ ବରିଷ୍ଠ ନାଗରିକ ମାନେ ନିଜକୁ ପଞ୍ଜୀକୃତ କରାଇଥିଲେ । ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ଙ୍କ ନେତୃତ୍ଵରେ ସଂପୂର୍ଣ୍ଣ କାର୍ଯ୍ୟକ୍ରମ ପରିଚାଳନା ହୋଇଛି  । ଏହି ଯୋଜନା ମାଧ୍ୟମରେ ଜିଲ୍ଲାର ୬୦ ରୁ ୭୫ ବର୍ଷ ପର୍ଯ୍ୟନ୍ତ ନାଗରିକ ମାନଙ୍କୁ ଦୁଇଟି ପର୍ଯ୍ୟାୟରେ ତୀର୍ଥ କରିବାର ସୁଯୋଗ ମିଳିବ । ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାର ବରିଷ୍ଠ ନାଗରିକ କୋଲକାତା ଏବଂ କାମାକ୍ଷା ମନ୍ଦିର ଯାତ୍ରା କରିଥିଲେ। ଜିଲ୍ଲା ରୁ ୧୪୧ ଜଣ ନାଗରିକ ତୀର୍ଥ ଭ୍ରମଣ ପାଇଁ ମନୋନୀତ ହୋଇଛନ୍ତି । ୨୦୧୬ ରୁ ଆରମ୍ଭ ହେଇଥିବା ଏହି ଯୋଜନା ରେ ରାଜ୍ୟରୁ କୋଡିଏ ହଜାରରୁ ଉର୍ଦ୍ଧ ବରିଷ୍ଠ ନାଗରିକ ଉପକୃତ ହେଇଛନ୍ତି । ଯାତ୍ରାରେ ବାହାରିଥିବା ନାଗରିକଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ଡାକ୍ତରୀ ଦଳ, ଏସ୍କର୍ଟ ଅଫିସର ମାନେ ନିଯୋଜିତ ହେଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like