-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ବିଶିଷ୍ଟ ସମାଜସେବୀ ସୁନୀଲ ସିଂ ଙ୍କ ଅକାଳ ବିୟୋଗ- ଜିଲ୍ଲା ପାଇଁ ଅପୂରଣୀୟ କ୍ଷତି |

28-Mar-2025



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ)ବିଶିଷ୍ଟ ସମାଜସେବୀ ତଥା ସେବା ଚେରିଟେବୁଲ ଟ୍ରଷ୍ଟର ପ୍ରତିଷ୍ଠାତା ସୁନୀଲ ସିଂ ଙ୍କ ଅକାଳ ବିୟୋଗ | ଗତ ତା 21/03/25ରେ ନିଜ ଗ୍ରାମ ଝୁଲେନବରରୁ ଭୋର ସକାଳୁ ନିଜେ କାର ଚଳେଇ ଭୁବନେଶ୍ୱର ଅଭିମୁଖେ ଯାଉଥିବା ସମୟରେ ବୌଦ୍ଧ ଠାରେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟି ଗୁରୁତର ଆହତ ହୋଇଥିଲେ, ଦୁଇ ଗୋଡ଼ ଭାଙ୍ଗି ଯାଇଥିଲା ଓ ଛାତିରେ ଗଭୀର ଆଘାତ ହୋଇଥିଲା | ସେଠାରେ ଉପସ୍ଥିତ ଜନସାଧାରଣ ପ୍ରାଥମିକ ଚିକିତ୍ସା କରି ଉଚ୍ଚତ୍ତର ଚିକିତ୍ସା ପାଇଁ ବୁର୍ଲା ମେଡିକାଲ କଲେଜ କୁ ସ୍ଥାନାନ୍ତର କରିଥିଲେ | ବୁର୍ଲା ମେଡିକାଲ କଲେଜ ରୁ ସ୍ଥାନାନ୍ତର କରି ପୁଣି ବରଗଡ଼ ବିକାଶ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ,ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ମୃତ୍ୟୁ ଘୋଷଣା କଲେ | ଆଜି ତାଙ୍କର ପାର୍ଥିବ ଶରୀର ନିଜ ପୈତୃକ ଗ୍ରାମ ଝୁଲେନବର କୁ ପହଁଞ୍ଚିଥିଲା | ପାର୍ଥିବ ଶରୀରକୁ ଶ୍ରଦ୍ଧାଞ୍ଜଳି ଜଣେଇବା ପାଇଁ ଗ୍ରାମରେ ହଜାର ହଜାର ଶୁଭେଛୁ, ସମାଜସେବୀ ଉପସ୍ଥିତ ରହି ସୁନୀଲ ସିଂ ଅମର ରହେ ନାରା ଦେଇ ଶୋଭାଯାତ୍ରାରେ ପୈତୃକ ଘରକୁ ନେଇଥିଲେ | ହଜାର ହଜାର ଜନସାଧାରଣ ଶେଷ ଦର୍ଶନ କରି ଶୋକାକୁଳ ପରିବାର ବର୍ଗକୁ ସମବେଦନା ଜଣେଇଥିଲେ | ସୁନୀଲ ସିଂ ଜଣେ ଅଞ୍ଚଳ ପାଇଁ ଦରଦୀ ମଣିଷ, ପରୋପକାରୀ ବ୍ୟକ୍ତି ଥିଲେ | ଅସହାୟ, ଗରିବ ମାନଙ୍କ ସାଥୀ ହୋଇ ଅସୁବିଧା ସମୟରେ ଦୁଃଖ ସମୟରେ ଠିଆ ହେଉଥିଲେ | ଶୀତ ଦିନରେ ଅସହାୟ ବୃଦ୍ଧ, ବୃଦ୍ଧା ମାନଙ୍କୁ ଶୀତ ବସ୍ତ୍ର ବଣ୍ଟନ, ଅସହାୟ ମାନଙ୍କୁ ବସ୍ତ୍ର ବଣ୍ଟନ, ଅନେକ ଗରିବ ପରିବାର ର ଶୁଦ୍ଧିକ୍ରିୟା କରିବା,ଗରିବ ଲୋକ ମାନଙ୍କୁ ରାସନ ସାମଗ୍ରୀ ବଣ୍ଟନ କରିବା,କରୋନା ସମୟରେ ପାଟଣାଗଡ଼, ବେଲପଡା ଡାକ୍ତରଖାନା ରେ ରୋଗୀ ଓ ରୋଗୀ ପରିଜନ ମାନଙ୍କୁ ରନ୍ଧା ଖାଦ୍ୟ, ଫଳ ବିସ୍କୁଟ, ପାଉଁରୁଟି ବଣ୍ଟନ କରିବାରେ ତାଙ୍କର ବହୁମୂଲ୍ୟ ଅବଦାନ ରହିଛି | ତାଙ୍କ ଭଳି ଜଣେ ଯୁବ ସମାଜସେବୀକୁ ହରେଇ ପଶ୍ଚିମ ଓଡ଼ିଶାର ଅପୂରଣୀୟ କ୍ଷତି ହୋଇଛି | ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇ ସମ୍ପୂର୍ଣ ସ୍ତବ୍ଧ ହୋଇ ଯାଇଛି |ପରେ ମାୟାବତୀ ନଦୀ କୂଳରେ ଶବ ସତ୍କାର କରିଥିଲେ | ଶବ ସତ୍କାର ସମୟରେ ନିଜ ପୁଅ ମୁଖାଗ୍ନି ଦେଇଥିଲେ | ହଜାର ସଂଖ୍ୟାରେ ଜନସାଧାରଣ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like