-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ଆଦର୍ଶ ସରକାରୀ ଉପ୍ରା ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳନ

28-Mar-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ଆଦର୍ଶ ସରକାରୀ ଉ. ପ୍ରା ବିଦ୍ୟାଳୟ ଶିକ୍ଷା ବର୍ଷ ୨୦୨୪ -୨୫ ର ବାର୍ଷିକ ଉତ୍ସବ  ମହାସମାରୋହରେ ପାଳନ  ହୋଇଯାଇଛି |ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ ଯୋଗଦେଇ ଶିଶୁମାନଙ୍କର ସର୍ବାଙ୍ଗୀନ ବିକାଶ ର ମନ୍ତ୍ରପ୍ରଦାନ କରି ଅଭିଭାବକ , gଅଭିଭାବିକା ମାନଙ୍କର ସହଯୋଗିତା ଓ ମାଆ ମାନଙ୍କର ନୃତ୍ୟ କୁ ଭୂୟସୀ ପ୍ରଶଂସା କରିଥିଲେ |ସମ୍ମାନିତ ଅତିଥି ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲକ୍ଷ୍ମଣ ମିଶ୍ର ଗୁଣାତ୍ମକ ଶିକ୍ଷା ଓ ବାର୍ଷିକ ଉତ୍ସବ ର ମହତ୍ୱ ଉପରେ ବକ୍ତବ୍ୟ ରଖିଥିଲେ | ମୁଖ୍ୟବକ୍ତା ବ୍ୟଙ୍ଗ କବି ରସରାଜ ଅଚ୍ୟୁତ ପୁରୋହିତ କବିତା ମାଧ୍ୟମରେ ଶୈକ୍ଷିକ ଦିଗ ଓ ଆଦର୍ଶ ର ମହତ୍ତ୍ୱ ସହିତ ଲଫାପା ଖୋଲିଥିଲେ |ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବ୍ରତାନନ୍ଦ ଭୋଇ ସ୍ୱାଗତ ଅଭିଭାଷଣ ସହ ବିବରଣୀ ପଠନ କରିଥିବାବେଳେ ଶିକ୍ଷକ ଶ୍ରୀଯୁକ୍ତ ଗିରିଶ କୁମାର ତ୍ରିପାଠୀ ଅତିଥି ପରିଚୟ ଓ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ |ବରିଷ୍ଠ ଶିକ୍ଷୟିତ୍ରୀ ଶ୍ରୀମତୀ ସଂଗୀତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ |ଛାତ୍ରୀ ମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ | ଶିକ୍ଷୟିତ୍ରୀ ଶ୍ରୀମତୀ ଅନୁପମା ପାଣ୍ଡିଆ ସ୍ୱାଗତ ଦାୟିତ୍ୱ ଓ ଶ୍ରୀମତୀ କବିତା ପାଢ଼ୀ ପୁରସ୍କାର ପ୍ରଦାନ ଦାୟିତ୍ତ୍ୱ ନିର୍ବାହ କରିଥିଲେ |କୃତୀ ଛାତ୍ରଛାତ୍ରୀ ମାନଙ୍କୁ ବରିଷ୍ଠ ସାମ୍ୱାଦିକ, ସି ଆର୍ ସି ସି ଓ ଅନ୍ୟ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରା ଯାଇଥିଲା l ପରେ ପରେ ଛାତ୍ର ଛାତ୍ରୀ ଓ ଅଭିଭାବକ ଙ୍କ ଦ୍ବାରା tସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା  l ମାଆ ମାନଙ୍କ  ଦ୍ୱାରା ସମ୍ବଲପୁରୀ ନୃତ୍ୟ      ପରିବେଷିତ ହୋଇଥିଲା |ସମସ୍ତ ସିଆରସିସି, ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ , ଅଭିଭାବକ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like