-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ

28-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପଞ୍ଜାବ ରାଜ୍ୟରେ କୃଷକ ଆନ୍ଦୋଳନ ଉପରେ ପୋଲିସ ର ବିରୋଧରେ ମାର୍ଚ୍ଚ ୨୮ ରେ ସମଗ୍ର ଭାରତ ର ବିଭିନ୍ନ ଜିଲ୍ଲାରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ସଂଯୁକ୍ତ କିସାନ ମୋର୍ଚ୍ଚା ର ଜାତୀୟ ସମନ୍ୱୟ ସମିତି ସମଗ୍ର କୃଷକ ସଂଗଠନ ମାନଙ୍କୁ ଆହ୍ବାନ ଦେଇଥିଲେ। ଆହ୍ବାନ ମୁତାବକ ସଂକୁକ୍ତ କୃଷକ ସଂଗଠନ ବରଗଡ଼ ତରଫରୁ ରାଷ୍ଟ୍ରପତି ଙ୍କ ଉଦେଶ୍ୟ ରେ ଦାବିପତ୍ର ପ୍ରଦାନ କରିବା ସହିତ ରାଜ୍ୟ ସ୍ତରୀୟ ଏବଂ ସ୍ଥାନୀୟ ସମସ୍ୟା ଉପରେ ମଧ୍ୟ ସଂଗଠନ ଦାବିପତ୍ର ପ୍ରଦାନ କରିଛନ୍ତି।
ପଞ୍ଜାବ ରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ଏମ ଏସ ପି, ବଜାରବ୍ୟବସ୍ଥା, ବିଦ୍ୟୁତ ସମସ୍ୟା, ଜମି ଅଧିଗ୍ରହଣ, କୃଷି ଋଣ ଛାଡ଼, କୃଷି ବିପଣନ ଉପରେ ରାଷ୍ଟ୍ରୀୟ ନୀତି ରୁପରେଖା ବିରୋଧ ରେ ଦୀର୍ଘ ଦିନରୁ ଆନ୍ଦୋଳନ ଚାଲି ଆସୁଥିଲା। ହଠାତ ଦମନ କରିବା ପାଇଁ ପୋଲିସ ସାହାଯ୍ୟ ରେ ପ୍ରଥମେ ଜଗଜିତ ସିଂ ଦଲେୱାଲ ଙ୍କ ସମେତ ୩୫୦ ଜଣଙ୍କୁ ଗିରଫ କରି ପରେ ବଳବିର ସିଂ ରାଜେୱାଲ, ରୁଲବୁ ସିଂ ମନସାଙ୍କ ସମେତ ୮୦୦ କୃଷକ ଙ୍କୁ ଗିରଫ କରି ଜେଲ ପଠାଇବା କୁ ବିରୋଧ କରି ରାଷ୍ଟ୍ରପତି ଙ୍କ ଉଦେଶ୍ୟ ରେ ସଂଯୁକ୍ତ କୃଷକ ସଂଗଠନ ବରଗଡ଼ ତରଫରୁ ଜିଲ୍ଲାପାଳ ଙ୍କ ତତ୍ୱାବଧାନ ରେ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟ ରେ ବିଦ୍ୟୁତ ସମସ୍ୟା ଉତ୍କଟ ରୂପ ନେଲଣି ଅଘୋଷିତ ବିଦ୍ୟୁତ କାଟ, ଲୋ ଭୋଲଟାଜ ସାଙ୍ଗକୁ ମାତ୍ରାଧିକ ଲାଇନ ବିଲ ଏବଂ ବକେୟା ବିଦ୍ୟୁତ ବିଲ ଅସୁଳି ନାଁ ରେ ଲାଇନ କରିବା ଘଟଣା ଦେଖିବାକୁ ମିଲୁଛି।

ଏଣୁ ସଂଗଠନ ର ପୂର୍ବ ନିଷ୍ପତ୍ତି ଅନୁସାରେ ବକେୟା ବିଦ୍ୟୁତ ବିଲ ଛାଡ଼, ୩୦୦ ୟୁନିଟ ବିଦ୍ୟୁତ ମାଗଣା, ଜଳସେଚନ କ୍ଷେତ୍ରରେ ବ୍ୟବହୃତ ବିଦ୍ୟୁତ ଜଳ ସେଚନ ଆଧାରେ ଧର୍ଯ୍ୟ କରିବା ପାଇଁ ୨୫ ହଜାର ବିଦ୍ୟୁତ ଉପଭୋକ୍ତା ଲିଖିତ ଭାବେ ଜଣାଇଛନ୍ତି। ଅମ୍ବାଭାନା ବିଦ୍ୟୁତ ଜେ ଇ ଈଶାନ୍ତ ଭୋଇ କୁ ମାଡାମରିଥିବା ଘଟଣା କୁ ଅତି ଗମ୍ଭୀର ଭାବେ ସଂଗଠନ ଗ୍ରହଣ କରି ଦୋଷୀ ଜେ ଇ କୁ ତୁରନ୍ତ ଗିରଫ କରିବା ପାଇଁ ଦାବୀ କରିଛନ୍ତି।ଧାନ ପଞ୍ଜିକରଣ ସମୟ ସୀମା ବୃଦ୍ଧି ଏବଂ ଲାଇନ ବିଲ ବାଧ୍ୟତା ମୂଳକ ନ କରିବା ପାଇଁ ଜିଲ୍ଲାପାଳ ଙ୍କୁ ଜଣାଇଛନ୍ତି। ପୂର୍ବ ଫସଲ ବୀମା ତୁରନ୍ତ ନ ଦେଲେ ଯେ କୌଣସି ମୁହୂର୍ତ୍ତ ରେ ଆନ୍ଦୋଳାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ପ୍ରଥମେ ଅଫିସ ଆଗରେ ଧାରଣା ଦେଇଥିଲେ ପରେ ଏ ଡି ଏମ ମହେନ୍ଦ୍ର ମହାପାତ୍ର ଦାବିପତ୍ର ଗ୍ରହଣ କରିଥଲେ। ଏହି କାର୍ଯ୍ୟକ୍ରମ ରେ ଉପଦେଷ୍ଟା ରମେଶ ମହାପାତ୍ର, ଅଜିତ ଶତପଥୀ,ଉତ୍ପନ୍ନ ଭୋଇ, ସୁଦାମ ପାତ୍ର, ନିରଞ୍ଜନ ପଧାନ, ଈଶାନ୍ତ ଭୋଇ, ଦିଲୀପ ପଧାନ, ତପନ ମିଶ୍ର, ସୁବାଷ ସାମନ୍ତରାୟ, ରବିଶଙ୍କର ପଧାନ ବକ୍ତବ୍ୟ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like