-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଇତିହାସ ବିଭାଗର ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

28-Mar-2025



ଟିକାବାଲି(ରାଜକିଶୋର ପ୍ରଧାନ):  କନ୍ଧମାଳ ଜିଲ୍ଲା ଟିକାବାଲି, ଏ. ଏମ୍. ସି. ଏସ୍ ମହାବିଦ୍ୟାଳୟର ଇତିହାସ ବିଭାଗର ସ୍ନାତକ ଏବଂ ସ୍ନାତକତ୍ତୋରର ଛାତ୍ରଛାତ୍ରୀ ସ୍ନାତକ ଶେଷବର୍ଷ ଏବଂ ସ୍ନାତକୋତ୍ତର ଶେଷବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଇତିହାସ ପୃଷ୍ଠଭୂମିରେ ଉପରେ ଛିଡ଼ାହୋଇ ବର୍ତ୍ତମାନର ସ୍ଥିତିକୁ ନେଇ ବଞ୍ଚିବାକୁ ପଡିବ ବୋଲି ପରାମର୍ଶ ଦେଇଥିଲେ । ବିଭାଗୀୟ ମୁଖ୍ୟ ବିଷ୍ଣୁପ୍ରସାଦ ରଥ ସଭାପତିତ୍ବ କରିଥିବା ବେଳେ ଅଧ୍ୟାପକ ଅଭୟ ପ୍ରଧାନ କାର୍ଯ୍ୟକ୍ରମର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ। ସୁଶ୍ରୀ ଜ୍ୟୋତିମା କହଁର ଅତିଥିମାନଙ୍କ ପରିଚୟ ପ୍ରଧାନ କରିଥିଲେ। ପ୍ରଦୀପ ପ୍ରଜ୍ବଳନ ସହିତ ପରମ୍ପରା ଓ ବିଧି ଅନୁସାରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। କାର୍ଯ୍ୟକ୍ରମରେ ଅଧ୍ୟାପକ ବନମାଳୀ ବେହେରା , ଅଧ୍ୟାପକ ବିରୂପାକ୍ଷ ତ୍ରିପାଠୀ, ଅଧ୍ୟାପକ ନରେନ୍ଦ୍ର ଦିଗଲ, ଅଧ୍ୟାପକ ଅମୂଲ୍ୟ ସାବତ, ଶ୍ରୀ ଶଙ୍କର ପାଢି, ଜ୍ଞାନରଞ୍ଜନ ଭୋଇ, ରବିନାରାୟଣ ପାଣିଗ୍ରାହୀ, ମନୋଜ ଭୋଇ, ଶ୍ରୀ ସୁମନ୍ତ କୁମାର ସାହୁ, ଶ୍ରୀ ରିଲୁ ପ୍ରଧାନ,ଶ୍ରୀ ସୁଶାନ୍ତ କୁମାର ଭୋଳ, ଅଧ୍ୟାପିକା ସଂଘମିତ୍ରା ଦାସ , ସ୍ମିତାରାଣୀ ସାହୁ, ସ୍ମୃତିରେଖା ନାୟକ ଯୋଗଦେଇ ବିଦାୟ ନେଉଥିବା ଛାତ୍ରଛାତ୍ରୀଙ୍କୁ  ସମାଜରେ କିପରି ପ୍ରତିଷ୍ଠା ଲାଭ କରିବେ ସେ ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଅଧ୍ୟାପିକା ଶ୍ରାବଣୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିବା ସହିତ ଅଧ୍ୟାପକ ରାହୁଲ ଦିଗଲ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଭାଗ ସ୍ନାତକ ଓ ସ୍ନାତକତ୍ତୋର ପ୍ରଥମବର୍ଷର ଛାତ୍ରଛାତ୍ରୀ ଶେଷବର୍ଷର ଛାତ୍ରଛାତ୍ରୀଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରିଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like